ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍ ଭାବେ ହାସଲ କଲେ ଏମିତି କାରନାମା
ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି ଇତିହାସ ସୃଷ୍ଟି କରିଥିଲେ। ଟି-୨୦ କ୍ରିକେଟ୍ରେ ସର୍ବାଧିକ ଶତକ ସହିତ ଭାରତୀୟ ବ୍ୟାଟ୍ସମ୍ୟାନ…
ସଙ୍କଟ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ବିଶ୍ୱକୁ ଚିନି ଯୋଗାଣ ବନ୍ଦ
ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ସରକାର ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ପ୍ରତିବନ୍ଧକ ସେପ୍ଟେମ୍ବର ୩୦, ୨୦୨୬ ପର୍ଯ୍ୟନ୍ତ…
ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍: ସାରା ବିଶ୍ୱରେ ହଲଚଲ
ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ ଟ୍ରମ୍ପ ନିଜର ‘ଟ୍ରୁଥ୍ ସୋସିଆଲ’ ପ୍ଲାଟ୍ଫର୍ମରେ ଭେନେଜୁଏଲାର ଏକ ମାନଚିତ୍ର ପୋଷ୍ଟ କରିଛନ୍ତି,…
ସ୍କଟ୍ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ
ଏଡିନବର୍ଗ, ୧୪ା୫:ସ୍କଟ୍ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ ଯୁଗର ନିର୍ମାଣ କୌଶଳ ଓ ସେ ସମୟର ସମାଜ ବିଷୟରେ ଅନେକ ନୂତନ…
ଚାଇନାରେ ପହଞ୍ଚୁ ପହଞ୍ଚୁ ଟ୍ରମ୍ପଙ୍କ ଘୋର ଅପମାନ! ସ୍ବାଗତ କରିବାକୁ ଆସିଲେନି…
ବେଜିଂ,୧୩।୫: ଚାଇନାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅପମାନ। ଦୁଇ ଦିନିଆ ସରକାରୀ ଗସ୍ତରେ ଚାଇନାରେ ପହଞ୍ଚିଥିବା ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ବିମାନବନ୍ଦରକୁ ଯାଇ ନ ଥିବା ଦେଖିବାକୁ ମିଳିଛି। ଏହା ବଦଳରେ ସେ…
ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….
ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର ୨ ବୃଦ୍ଧି ହୋଇଛି । କମ୍ପାନୀ ଘୋଷଣା କରିଛି ଯେ ନୂତନ ଦର…
ପ୍ରଧାନମନ୍ତ୍ରୀଙ୍କ କଥା ମାନିଲେ ମୁଖ୍ୟମନ୍ତ୍ରୀ, କମାଇଲେ ବ୍ୟକ୍ତିଗତ ସୁରକ୍ଷା ଗାଡ଼ି ସଂଖ୍ୟା, ରାଜ୍ୟବାସୀଙ୍କୁ ଆହ୍ବାନ ଦେଇ…
ଭୁବନେଶ୍ୱର,୧୩ା୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି…
ତେଲ ସଂକଟ: ୨୯ ରୁଟ୍ ପାଇଁ ବିମାନ ଉଡ଼ାଣରେ ଲାଗିଲା କଟକଣା
ନୂଆଦିଲ୍ଲୀ,୧୩ା୫: ତେଲ ସଂକଟ ନେଇ ଉଡ଼ାଣ କମ୍ ପାଇଁ ସୂଚନା ଜାରି କରିଛି ଏୟାର ଇଣ୍ଡିଆ। ୨୯ଟି ଅନ୍ତର୍ଜାତୀୟ ରୁଟ୍ରେ ଉଡ଼ାଣ କମ୍ ଓ ବାତିଲ ନେଇ ସୂଚନା ଦେଇଛି। ଜୁନ୍ରୁ ଅଗଷ୍ଟ ମଧ୍ୟରେ କଟକଣା ନେଇ ବିଧିବଦ୍ଧ ସୂଚନା ଦେଇଛି…
ଚାଷୀଙ୍କ ପାଇଁ ଖୁସି ଖବର, ଧାନର MSP ବଢ଼ାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୩ା୫: କେନ୍ଦ୍ର କ୍ୟାବିନେଟର ବୈଠକରେ ଚାଷୀ, ଭିତ୍ତିଭୂମି ଏବଂ ଶକ୍ତି କ୍ଷେତ୍ର ସହ ଜଡିତ ଅନେକ ପ୍ରମୁଖ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି । ୨୦୨୬-୨୭ ଖରିଫ ଋତୁ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ (MSP) ବୃଦ୍ଧିକୁ କ୍ୟାବିନେଟ୍ ଅନୁମୋଦନ କରିଛି ।…
ପଶ୍ଚିମବଙ୍ଗର କେଉଁ ଆସନ ଛାଡ଼ିଲେ, କେଉଁ ଆସନ ରଖିଲେ ନିଜେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ…
କୋଲକାତା,୧୩ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବିଧାନସଭା ନିର୍ବାଚନରେ ନନ୍ଦୀଗ୍ରାମ ଏବଂ ଭବାନୀପୁର ଉଭୟ ଆସନରେ ବିଜୟୀ ହୋଇଥିଲେ, ଯାହା ପରେ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ପଡ଼ିଛି। ସେ ନନ୍ଦୀଗ୍ରାମ ଆସନ ଛାଡ଼ିଛନ୍ତି ଏବଂ ଭବାନୀପୁରର ବିଧାୟକ ରହିବେ। ସେ…
CBSEର ଦ୍ୱାଦଶ ପରୀକ୍ଷା ରେଜଲ୍ଟ ପ୍ରକାଶ
ନୂଆଦିଲ୍ଲୀ,୧୩ା୫: ବୁଧବାର ପ୍ରକାଶ ପାଇଛି CBSE ଦ୍ୱାଦଶ ପରୀକ୍ଷା ରେଜଲ୍ଟ। results.cbse.nic.inରେ ରେଜଲ୍ଟ ଉପଲବ୍ଧ। ଡିଜିଲକର୍ ଓ ଉମଙ୍ଗ ଆପ୍ରେ ମଧ୍ୟ ଛାତ୍ରୀଛାତ୍ର ରେଜଲ୍ଡ ଦେଖିପାରିବେ। ୧୮.୫ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୧୦ ଲକ୍ଷରୁ ଊର୍ଦ୍ଧ୍ବ…
ବଢିବ ପେଟ୍ରୋଲ ଦାମ୍! RBI ଗଭର୍ନର ଦେଲେ ବଡ଼ ସଙ୍କେତ
ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ଭାରତର ଅର୍ଥନୀତି ଉପରେ ମଧ୍ୟ ଦେଖାଯାଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯଦି ଏହି ଉତ୍ତେଜନା ଦୀର୍ଘ ସମୟ ପାଇଁ ଜାରି ରହେ, ତେବେ…

