‘ଅକ୍ୱାନ’ ମୁକାବିଲାରେ ଲୋକଙ୍କ ସାଙ୍ଗରେ ରୁହ: ନବୀନ
ଭୁବନେଶ୍ୱର, ୧୮।୧୧(ସୁନିତ୍ ମିଶ୍ର): ବାତ୍ୟା ‘ଅକ୍ୱାନ୍’କୁ ଦୃଷ୍ଟିରେ ରଖି ବିପଦ ସମୟରେ ଲୋକଙ୍କ ସହିତ ରହିବା ପାଇଁ ସମସ୍ତ ବିଜେଡି ନେତା ଓ କର୍ମୀଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜରିଆରେ ନବୀନ କହିଛନ୍ତି,…
IMDର ବଡ଼ ସୂଚନା; ଦୁର୍ବଳ ହେଉଛି ଅକ୍ୱାନ୍, ଲ୍ୟାଣ୍ଡଫଲ ସମୟରେ…..
ଭୁବନେଶ୍ୱର,୧୮।୧୧: ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ୍’କୁ ନେଇ ଆସିଛି ନୂଆ ସୂଚନା। ଦୁଇଟି ଗୁରୁଚାପ ବଳୟ ମଧ୍ୟରେ ବାତ୍ୟା କ୍ରମଶଃ ଦୁର୍ବଳ ହେଉଥିବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଦେଇଛି । ଫଳରେ ଭୀଷଣ ବାତ୍ୟା ପରିବର୍ତ୍ତେ ଏହା କେବଳ…
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ଅକ୍ବାନ୍ ସମୀକ୍ଷା ; ଓଡ଼ିଶାରେ ଲ୍ୟାଣ୍ଡଫଲ୍! ୪୬ ହଜାରରୁ ଅଧିକ ଲୋକ ସ୍ଥାନାନ୍ତର
ଭୁବନେଶ୍ୱର,୧୮।୧୧: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି କରିଛନ୍ତି ସରକାର। ଏହାରି ଭିତରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ SRCଙ୍କ କାର୍ଯ୍ୟାଳୟରେ ବାତ୍ୟା ସମୀକ୍ଷା କରିଛନ୍ତି । ୧୦ ବିଭାଗର ସଚିବ ଓ ଅଧିକାରୀଙ୍କ ସହ ବୈଠକ ପରେ ମୁଖ୍ୟମନ୍ତ୍ରୀ…
ଚାଇନାରେ ଏକାଠି ହେଲେ ଟ୍ରମ୍ପ୍-ପୁଟିନ୍-ଜିନ୍ପିଙ୍ଗ, ବୈଠକ ଉପରେ ବିଶ୍ବର ନଜର
ବେଜିଂ, ୧୮ା୧୧: ଚାଇନା ଗସ୍ତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଚାଇନାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ପ୍ରୋଟୋକଲ ଭାଙ୍ଗି ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ବ୍ୟକ୍ତିଗତ ଭାବରେ ତାଙ୍କୁ ସ୍ୱାଗତ କରିବାକୁ ପହଞ୍ଚିଥିଲେ ଏବଂ…
ଓଡ଼ିଶା ମୁହାଁ ବାତ୍ୟା; ଜୁନିୟର ଆସିଷ୍ଟାଣ୍ଟ-କ୍ଲର୍କ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୧୮।୧୧: ଓଡ଼ିଶା ମୁହାଁ ହେଉଛି ବାତ୍ୟା ‘ଅକ୍ୱାନ’ । ୯ କିମି ବେଗରେ ବଢୁଛି ଭୀଷଣ ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ଓ ୨୩ ତାରିଖରେ ହେବାକୁ ଥିବା ଜୁନିୟର ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ ନିଯୁକ୍ତି…
ସରକାରଙ୍କ ବଡ଼ ନିଷ୍ପତ୍ତି; ଘୁଞ୍ଚିଲା ପଞ୍ଚାୟତ ନିର୍ବାଚନ, ବିଧାନସଭା ପରେ….
ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ପଞ୍ଚାୟତ ନିର୍ବାଚନ କରାଇବାର ସମୟସୀମାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି । ଫଳରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ ପଞ୍ଚାୟତ…
ରେଡ୍ ଜୋନ୍ରେ ଗଞ୍ଜାମ: ଅଫିସରଙ୍କ ହଜିଗଲାଣି ନିଦ, ଚିନ୍ତାରେ ଲୋକେ; ନିୟୋଜିତ ହେଲେ ୪୦ ଉଦ୍ଧାରକାରୀ ଦଳ…
ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ନେଇ ଗଞ୍ଜାମ ଜିଲାରେ ଆଶଙ୍କା ବଢ଼ିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଗତ ବାତ୍ୟାର ଅଭିଜ୍ଞତାରୁ ଶିକ୍ଷା ନେଇ ଏଥର ଲୋକଙ୍କ ଧନଜୀବନ ସୁରକ୍ଷାକୁ ସର୍ବାଧିକ…
ପ୍ଲେଇଂ ଇଲେଭେନ୍ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….
ନୂଆଦିଲ୍ଲୀ, ୧୮।୧୧: ଦୋହାରେ ନଭେମ୍ବର ୧୯ରୁ ଆରମ୍ଭ ହେବ ୨୦୨୬ ପୁରୁଷ ଇମର୍ଜିଂ ଏସିଆ କପ୍ । ଏହି ଟୁର୍ଣ୍ଣାମେଣ୍ଟରେ ଇଣ୍ଡିଆ-ଏ ପକ୍ଷରୁ ଖେଳିବେ ଭାରତୀୟ ଅଲରାଉଣ୍ଡର ସୂର୍ଯ୍ୟାଂଶ ସେଡ୍ଗେ। ତିଳକ ବର୍ମା ଦଳର ନେତୃତ୍ୱ ନେବେ । ଅଭିଷେକ ଶର୍ମା…
Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ
ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି ରଖିଥିବା ବେଳେ ବାଂଲାଦେଶର ଅଭିଜ୍ଞ ଉଇକେଟ୍ କିପର୍-ବ୍ୟାଟ୍ସମ୍ୟାନ୍ ଲିଟନ୍ ଦାସ ଏକ ବଡ଼…
ବାତ୍ୟା ଅକ୍ବାନ; ଉପକୂଳ ଅଞ୍ଚଳରେ ଆଲର୍ଟ ପ୍ରଶାସନ, ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଜାରି
ମହାକାଳପଡ଼ା,୧୮ା୧୧(ପ୍ରତାପ ଚନ୍ଦ୍ର ସ୍ୱାଇଁ): ବଙ୍ଗୋସାଗର ସୃଷ୍ଟି ବାତ୍ୟା ଅକ୍ବାନ ଓଡିଶା ମୁହାଁ ହେଉଛି । ଏହା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର କେତେକ ମତ୍ସଜୀବୀ ଓ କଙ୍କଡା ଧରାଳି ସମୁଦ୍ର ବାଲି ସ୍ତୁପ ଦ୍ବୀପ ପୁଞ୍ଜରେ ସୁରକ୍ଷିତ…
ବାତ୍ୟା ଅକ୍ବାନ: ଝିପିଝିପି ବର୍ଷା ଆରମ୍ଭ, ଦୁର୍ଗମ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର ଜାରି
ପାତ୍ରପୁର,୧୮ା୧୧(ଉମା ଚରଣ ନେପାକ): ସମ୍ଭାବ୍ୟ ବାତ୍ୟା ଅକ୍ବାନକୁ ନେଇ ପାତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଜୋରଦାର କରାଯାଇଛି । ପାହାଡ଼ିଆ ଓ ନଦୀ ଅବବାହିକାରେ ଥିବା ଦୁର୍ଗମ ଗ୍ରାମଗୁଡ଼ିକରୁ ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ଆଣିବା ଉପରେ ଗୁରୁତ୍ୱ ଦିଆଯାଇଛି…
ହକି ଇଣ୍ଡିଆ ନିର୍ବାଚନ ସ୍ଥଗିତ: ଅନ୍ତରୀଣ ରହିତାଦେଶ ହଟାଇବାକୁ ହୋଇଥିବା ଆବେଦନ ଖାରଜ କଲେ ହାଇକୋର୍ଟ
କଟକ,୧୮।୧୧: ହକି ଇଣ୍ଡିଆ ନିର୍ବାଚନ ପ୍ରକ୍ରିୟାକୁ ସ୍ଥଗିତ ରଖିଛନ୍ତି ମାନ୍ୟବର ଓଡ଼ିଶା ହାଇକୋର୍ଟ । ନିର୍ବାଚନ ଉପରେ ପୂର୍ବରୁ ଲାଗିଥିବା ଅନ୍ତରୀଣ ରହିତାଦେଶକୁ ପ୍ରତ୍ୟାହାର କରିବା ପାଇଁ ହକି ଇଣ୍ଡିଆ ପକ୍ଷରୁ ଦାଖଲ ହୋଇଥିବା ଆବେଦନକୁ କୋର୍ଟ ସମ୍ପୂର୍ଣ୍ଣ ଭାବେ ଖାରଜ…

