Home

‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ…

5 years ago

ବିଏସ୍‌ଏଫ୍‌ ପକ୍ଷରୁ ରାଜପଥରେ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ବିଏସ୍‌ଏଫ୍‌ ପକ୍ଷରୁ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା…

5 years ago

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ…

ମସ୍କୋ, ୨୬।୧ : ରୁଷିଆ ଏବଂ ୟୁକ୍ରେନ ସୀମାରେ ଅସ୍ତ୍ରଶସ୍ତ୍ର ସହିତ ସୈନ୍ୟସଂଖ୍ୟା ବଢ଼ିବା ସହିତ ୟୁରୋପରେ ଏକ ଭୟଙ୍କର ଯୁଦ୍ଧର ଆଶଙ୍କା ବୃଦ୍ଧି ପାଉଛି। ଏନେଇ…

5 years ago

ଚୁଲିରେ ରୋଷେଇ କରୁଛନ୍ତି ଦୀପିକା, ଭିଡିଓ ଭାଇରାଲ ପରେ ପ୍ରଶଂସକ କହିଲେ…

ବମ୍ବେ: ଚୁଲିରେ ରୋଷେଇ କରି ଚର୍ଚ୍ଚାରେ ଅଭିନେତ୍ରୀ ଦୀପିକା ଚିଖଲିଆ। ସୋସିଆଲ ମିଡିଆରେ ସେ ଏହାର ଏକ ଭିଡିଓ ଶେୟାର କରିବା ପରେ ତାହା ଭାଇରାଲ ହେଉଛି।…

5 years ago

ସାଉଥ୍‌ ସୁପରଷ୍ଟାର ରବି ତେଜାଙ୍କ ପ୍ରକୃତ ନାମ କ’ଣ ଜାଣନ୍ତି

ସାଉଥ୍‌ ସୁପରଷ୍ଟାର ରବି ତେଜା ଆଜି ୫୪ ବର୍ଷରେ ପଦାର୍ପଣ କରିଛନ୍ତି।ସେ ତିନି ଦଶନ୍ଧି ଧରି ଟଲିଉଡ ଇଣ୍ଡଷ୍ଟ୍ରିରେ ରାଜ୍‌ କରୁଛନ୍ତି। ସେ ଆକ୍ସନ ଏବଂ କମେଡି…

5 years ago

ତେଜସ୍ବୀ କହିଲେ ‘ଆଣ୍ଟି’; ରାଗରେ ନିଆଁ ହୋଇଗଲେ ସମିତା

ବମ୍ବେ: ଦିନ କେଇଟାରେ ଶେଷ ହୋଇଯିବ ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍‌ ବସ୍‌’। ଏହାର ଫିନାଲେ ପାଖେଇ ଆସୁଥିବା ବେଳେ ଚର୍ଚ୍ଚାରେ ରହିଛି ପ୍ରତିଯୋଗୀ ତଥା ଅଭିନେତ୍ରୀ…

5 years ago

ଏହି ବିସ୍ଫୋରକ କ୍ରିକେଟର୍‌ଙ୍କୁ ବ୍ୟକ୍ତିଗତ ମେସେଜ୍‌ କଲେ ମୋଦି

ନୂଆଦିଲ୍ଲୀ,୨୬।୧: ୱେଷ୍ଟଇଣ୍ଡିଜର ବିସ୍ଫୋରକ ଓପନର୍‌ କ୍ରିସ ଗେଲ ୭୩ ତମ ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତ ଭାରତୀୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ସେ କହିଛନ୍ତି, ଏହି…

5 years ago

ଏଣିକି ସପ୍ତାହରେ ୫ ଦିନ କାମ କରିବେ ସରକାରୀ କର୍ମଚାରୀ

ରାୟପୁର,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଛତିଶଗଡ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ କହିଛନ୍ତି, ଏଣକି ରାଜ୍ୟ ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ସପ୍ତାହରେ…

5 years ago

ମଙ୍ଗଳ ଗ୍ରହରେ ୬୦ କୋଟି ବର୍ଷ ପର୍ଯ୍ୟନ୍ତ ହୋଇଥିଲା ଗ୍ରହାଣୁପିଣ୍ଡ ବର୍ଷା…

ଓ୍ବାଶିଂଟନ, ୨୬।୧ : ଲାଲ ଗ୍ରହ ମଙ୍ଗଳ ସମ୍ପର୍କରେ ମହାକାଶ ବିଜ୍ଞାନୀମାନେ ଏକ ନୂଆ ରହସ୍ୟ ଜାଣିବାକୁ ସକ୍ଷମ ହୋଇ ପାରିଛନ୍ତି। ମଙ୍ଗଳ ଗ୍ରହରେ ଥିବା ବଡ଼…

5 years ago

ସ୍ପିକରଙ୍କ ଘର ଉପରକୁ ରକେଟ୍‌ ମାଡ

ବାଗଦାଦ,୨୬।୧: ଇରାକ ପାର୍ଲାମେଣ୍ଟ ସ୍ପିକର ମୋହମ୍ମଦ ଅଲ-ହଲବୁସୀଙ୍କ ଘର ଉପରକୁ ରକେଟ ମାଡ ହୋଇଛି। ଏହି ଘଟଣାରେ ସ୍ପିକରଙ୍କ ସ୍ଥିତି ସ୍ପଷ୍ଟ ହୋଇ ନ ଥିବା ବେଳେ…

5 years ago