Home

୧୫ ବର୍ଷର ସ୍ବପ୍ନ ପୂରା କଲେ ଓ୍ବାର୍ନର-ମାର୍ଶ

ଦୁବାଇ,୧୪।୧୧: ପୁଣି ଥରେ ଆଇସିସି ବିଶ୍ୱକପ୍‌ ଫାଇନାଲରେ କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ହାତରେ ଲାଗିଛି ପରାଜୟ। ଏଥର ଫାଇନାଲରେ ନ୍ୟୁଜିଲାଣ୍ଡକୁ ୮ ଉଇକେଟରେ ହରାଇ ଦେଇ…

5 years ago

ଅନ୍ତିମ ୧୦ ଓଭରରେ ନିର୍ଦ୍ଧୁମ ଛେଚିଲେ ଓ୍ବିଲିୟମସନ

ଦୁବାଇ,୧୪।୧୧: ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ପ୍ରଥମ ୧୦ ଓଭରରେ ୫୭/୧ ଥିଲା। ପରବର୍ତ୍ତୀ ୧୦ ଓଭରରେ ସବୁ କିଛି ବଦଳି ରଖି ଦେଇଥିଲେ…

5 years ago

ଭିଣୋଇଙ୍କ କାର୍‌ ଚୋରି କରୁଥିଲେ ଶଳା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗାଜିଆବାଦ,୧୪।୧୧: ଗାଜିଆବାଦର ବସୁନ୍ଧରା ସେକ୍ଟର ୩ରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି। ଏଠାରେ ଜଣେ ଯୁବକ ନିଜ ଭିଣୋଇଙ୍କ ଦୁଇଟି କାର ଚୋରି କରନେଇଛନ୍ତି। ଚୋରି କରିବାର…

5 years ago

ନେହେରୁଙ୍କ ଜନ୍ମଦିନ ପାଳନ ପାଇଁ ସଂସଦକୁ ଆସିଲେ ନାହିଁ ବାଚସ୍ପତି, ଉପରାଷ୍ଟ୍ରପତି: ଆପତ୍ତି ଉଠାଇଲା କଂଗ୍ରେସ

ନୂଆଦିଲ୍ଲୀ,୧୪।୧୧: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀ ରବିବାର ପାଳନ କରାଯାଇଥିଲା। ଏହି ଅବସରରେ ସଂସଦରେ ଆୟୋଜିତ ପାରମ୍ପରିକ କାର୍ଯ୍ୟକ୍ରମରେ ରାଜ୍ୟ ସଭା…

5 years ago

ଏକାକୀ ଲଢିବ କଂଗ୍ରେସ

ଲକ୍ଷ୍ନୌ,୧୪।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଲୋକଙ୍କ ମନ ଜିଣିବା ପାଇଁ ବିଭିନ୍ନ ଦଳ ପକ୍ଷରୁ ଚେଷ୍ଟା…

5 years ago

୨୦ ଭାରତୀୟ ମତ୍ସ୍ୟଜୀବୀଙ୍କୁ ମୁକ୍ତ କଲା ପାକିସ୍ତାନ

ଇସଲାମାବାଦ୍‌,୧୪।୧୧: ପାକିସ୍ତାନୀ ଜଳରାଶିରେ ବେଆଇନ ଭାବେ ମାଛ ଧରିବା ଅଭିଯୋଗରେ ୨୦ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ପାକିସ୍ତାନର ଲ୍ୟାଣ୍ଡି ଜିଲା ଜେଲରୁ ମୁକ୍ତ କରାଯାଇଛି। ମୁକ୍ତ ହୋଇଥିବା…

5 years ago

ଆଉ ଫେରିବେନି

ବମ୍ବେ: ବିଗ୍‌ବସ୍‌-୧୫ ଘରକୁ ଆଉ ଫେରିବେନି ଅଭିନେତା ରାକେଶ ବାପଟ୍‌। ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ସେ ଶୋ’ ଛାଡ଼ି ଦେଇଛନ୍ତି। କିଛିଦିନ ତଳେ ସେ ଓ୍ବାଇଲ୍ଡ କାର୍ଡ…

5 years ago

ସ୍ତ୍ରୀ ମାଛ ତରକାରୀ ନ ରାନ୍ଧିବାରୁ ସ୍ବାମୀ ନେଲେ ଏମିତି ପଦକ୍ଷେପ

ରାଞ୍ଚି,୧୪।୧୧: ଝାଡଖଣ୍ଡର ଗିରିଡିହ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ତରକାରୀ ତିଆରି ନ କରିବାରୁ ସ୍ବାମୀ ନିଜ ସ୍ତ୍ରୀଙ୍କୁ ଜୀବନରୁ ମାରି ଦେଇଛନ୍ତି। ଏହି…

5 years ago

ତୁମେ ମୋତେ ବିବାହ କରିବ…

ବମ୍ବେ: ବିବାହ କରିବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତା ରାଜକୁମାର ରାଓ। ରବିବାର ଚଣ୍ଡିଗଡ଼ରେ ଉଭୟ ସାତ ଜନ୍ମ ପାଇଁ ପରସ୍ପରର ହାତ ଧରିବେ। ଏହାର ପୂର୍ବରୁ ଉଭୟଙ୍କ…

5 years ago

ଆମ୍ବଗଛରେ ପିଟିହେଲା ବାଇକ୍‌: ଚାଲିଗଲା ଦୁଇ ଜୀବନ, ଜଣେ ଗୁରୁତର

ରାଇକିଆ,୧୪ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ବାକିଙ୍ଗିଆ ଲେଶୁଡ଼ିମହା ନିକଟରେ ଏକ ବାଇକ୍‌ ଦୁର୍ଘଟଣାରେ ଦୁଇ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ…

5 years ago