Home

ଲାଲଚୌକରେ ପୁଣି ହେବ ଇତିହାସର ପୁନରାବୃତ୍ତି! ଅଗଷ୍ଟ ୧୫ ପୂର୍ବରୁ ତ୍ରିରଙ୍ଗା ରଙ୍ଗରେ ହେଲା ସଜେଇ

ଶ୍ରୀନଗର,୭।୮: ସ୍ବାଧୀନତା ଦିବସ ପୂର୍ବରୁ ଶ୍ରୀନଗରର ଲାଲ୍‌ଚୌକ ତ୍ରିରଙ୍ଗା ରଙ୍ଗରେ ସଜେଇ ହୋଇଛି। ଏହି ସ୍ଥାନରେ ତ୍ରିରଙ୍ଗା ଉଡିବାକୁ ନେଇ ଦୀର୍ଘଦିନରୁ ବିବାଦ ଦେଖାଦେଉଥିଲା। ହେଲେ ୨୯…

5 years ago

କ୍ଷେପଣାସ୍ତ୍ରଠୁ ବି ଭୟଙ୍କର ଏହି ଡ୍ରୋନ୍‌, ବିମାନଠୁ ଅଧିକ ଉପରେ ଉଡ଼େ

ନୂଆଦିଲ୍ଲୀ,୭ା୮: ଭାରତୀୟ ବାୟୁସେବା ଜମ୍ମୁ ଏୟାରବେସ୍‌ରେ ଜୁନ୍‌ରେ ଡ୍ରୋନ୍‌ ହମଲା ହୋଇଥିଲା। ଏହା ପରେ ଡ୍ରୋନ୍‌ ଆକ୍ରମଣକୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଏଥିସହିତ ଭାରତ ସରକାର…

5 years ago

ନୀରଜ ଆଣିଲେ ସ୍ବର୍ଣ୍ଣ

ଟୋକିଓ,୭।୮: ଇତିହାସ ରଚିଲେ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ଟୋକିଓ ଅଲିମ୍ପିକ୍ସର ଅନ୍ତିମ ଦିନ ଭାରତକୁ ମିଳିଛି ଏକମାତ୍ର ସ୍ବର୍ଣ୍ଣ ପଦକ। ଭାରତର ପ୍ରଥମ ଟ୍ରାକ ଓ…

5 years ago

ବ୍ରୋଞ୍ଚ ଜିତିଲେ ବଜରଙ୍ଗ

ଚିବା,୭।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ରେସଲର ବଜରଙ୍ଗ ପୁନିଆ ଶନିବାର ବ୍ରୋଞ୍ଚ ପଦକ ଜିତିଛନ୍ତି। ସେ କାଜାଖସ୍ତାନର ଖେଳାଳି ଡୁଲେଟ୍‌ ନିୟାଜବେକୋଭଙ୍କୁ ୮-୦ରେ ପରାସ୍ତ କରିଛନ୍ତି। ପାରମ୍ପରିକ…

5 years ago

ବର୍ଷାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅନୁଭବ

ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଆଜି ଅର୍ଥାତ୍‌ ଅଗଷ୍ଟ ୭ରେ ହେଉଛି ଜନ୍ମଦିନ। ଏହି ଅବସରରେ ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତି ତାଙ୍କୁ ଜନ୍ମଦିନର…

5 years ago

ଆକାଶରେ ଉଡ଼ିଲା ସୁଇମିଂ ପୁଲ୍‌ ପାଣି, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମେଲବୋର୍ନ: କିଛିଦିନ ହେବ ଗ୍ଲୋବାଲ ଓ୍ବାର୍ମିଂ ସହ ଜଡ଼ିତ ଅନେକ ଆଶ୍ଚର୍ଯ୍ୟକର ଘଟଣାସବୁ ସାମ୍ନାକୁ ଆସୁଛି। କାନାଡାରେ ପ୍ରବଳ ଗ୍ରୀଷ୍ମ, ଚାଇନାରେ ୧୦୦୦ ବର୍ଷ ମଧ୍ୟରେ ସବୁଠୁ…

5 years ago

୨୬୦୦ ବର୍ଷ ତଳର ସର୍ବ ପୁରାତନ ଟଙ୍କାଶାଳର ମିଳିଲା ସନ୍ଧାନ…

ବେଜିଂ,୭।୮: ଚାଇନାରେ ପୃଥିବୀର ସର୍ବ ପୁରାତନ ଟଙ୍କା ଶାଳର ସନ୍ଧାନ ମିଳିଛି। ଏଠାରେ ଖ୍ରୀଷ୍ଟପୂର୍ବ ୬୪୦ ରୁ ୫୫୦ ମଧ୍ୟରେ ଟଙ୍କା ତିଆରି ଆରମ୍ଭ କରାଯାଇଥିବା ପ୍ରତ୍ନତତ୍ତ୍ୱବିତ୍‌…

5 years ago

ଇଂଲଣ୍ଡ ଫିଲ୍ଡିଂର ମଜା ଉଡାଇଲେ ଭାଓନ; କହିଲେ ‘ମୋ ଫିଲ୍ଡିଂ ଏକାଡେମୀରେ ଟ୍ରେନିଂ ନେବ ଆସ’

ନୂଆଦିଲ୍ଲୀ,୭।୮: ଇଂଲଣ୍ଡର ପୂର୍ବ ଅଧିନାୟକ ମାଇକେଲ ଭାଓନ ନିଜର ଟୁଇଟର ପୋଷ୍ଟକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଏହି କ୍ରମରେ ଶୁକ୍ରବାର ସେ ଅନ୍ୟମାନଙ୍କ ପାଇଁ ନୁହେଁ…

5 years ago

ଗୋଟିଏ ଦିନରେ ୩୮୫ ତାଲିବାନ ଆତଙ୍କବାଦୀ ମୃତ, ୨୧୦ ଆହତ…

କାବୁଲ,୭।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ଏବଂ ସରକାରୀ ସୈନ୍ୟଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ଗୋଟିଏ ଦିନରେ ସୈନ୍ୟ ବାହିନୀର ଦୃଢ଼ କାର୍ଯ୍ୟାନୁଷ୍ଠାନରେ ୩୮୫ ତାଲିବାନ…

5 years ago

ପ୍ରେମିକାଙ୍କୁ ହତ୍ୟା କରି ୭ ମାସ ଧରି ଏକ ଘରେ ମୃତଦେହ ଲୁଚାଇ ରଖିଥିଲେ ପ୍ରେମିକ, ଏମିତି ପଡ଼ିଲା ଜଣା…

ଓ୍ବାଶିଂଟନ,୭ା୮: ଆମେରିକାରେ ରହୁଥିବା ଜଣେ ଯୁବକ ନିଜର ପ୍ରେମିକାଙ୍କୁ ହତ୍ୟା କରି ତାଙ୍କ ୭ ମାସ ଧରି ଏକ ବନ୍ଦ କୋଠରିରେ ଲୁଚାଇ ରଖିଥିଲେ। ପ୍ରେମିକାଙ୍କ ଭଉଣୀ…

5 years ago