Home

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆରମ୍ଭ ହୋଇଥିବା କୁହାଯାଉଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ…

5 years ago

ବାୟୁସେନା ପାଇଁ ୫୬ ବିମାନ କ୍ରୟକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୯।୯: ଭାରତୀୟ ବାୟୁସେନାର ପୁରୁଣା ଆଭ୍ରୋ ବିମାନ ସ୍ଥାନରେ ସାମିଲ ହେବ ଟ୍ବିନ୍‌-ଟର୍ମୋପ୍ରପ୍‌ ସି-୨୯୫ଏମ୍‌ଡବ୍ଲ୍ୟୁ ବିମାନ। ଏଭଳି ୫୬ଟି ବିମାନ କିଣିବା ପ୍ରସ୍ତାବକୁ ବୁଧବାର ସୁରକ୍ଷା…

5 years ago

ତାଲିବାନ୍‌କୁ ମହିଳାଙ୍କ ଚ୍ୟାଲେଞ୍ଜ

କାବୁଲ, ୯ା୯: ସରକାର ଗଢ଼ିଲେ ମହିଳାଙ୍କ ସମେତ ସବୁ ବର୍ଗର ଲୋକଙ୍କୁ ସାମିଲ କରିବୁ। ଇସ୍‌ଲାମୀୟ ଆଇନ ଅନୁସାରେ ମହିଳାମାନେ ଅଧିକାର ଓ ସ୍ବାଧୀନତା ଉପଭୋଗ କରିବେ…

5 years ago

୧୪ ତାଲିବାନୀ ମନ୍ତ୍ରୀ ଆତଙ୍କବାଦୀ

କାବୁଲ/ପେଶାଓ୍ବର,୯ା୯: ତାଲିବାନ୍‌ର କଠୋରପନ୍ଥୀ ଅନ୍ତରୀଣ ସରକାରରେ ଏଭଳି  ୧୪ ଜଣଙ୍କୁ ମନ୍ତ୍ରୀ କରାଯାଇଛି, ଯାହାଙ୍କୁ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ପକ୍ଷରୁ ଆତଙ୍କବାଦର କଳାତାଲିକାରେ ରଖାଯାଇଛି। ପ୍ରଧାନମନ୍ତ୍ରୀ…

5 years ago

ସହଜରେ ବୁଝିହେବା ଭଳି ରାୟ ଦିଅ

ନୂଆଦିଲ୍ଲୀ,୯।୯: ଗୋଟିଏ ରାୟରୁ ବିଚାରପତିଙ୍କ ବ୍ୟକ୍ତିତ୍ୱ ପ୍ରତିଫଳିତ ହୋଇଥାଏ। ରାୟ ଲେଖିବା ଏକ କଳା, ଯହିଁରେ ଆଇନ ଓ ଯୁକ୍ତିର ନିପୁଣ ବ୍ୟବହାର ଜରୁରୀ। ତେଣୁ ହାଇକୋର୍ଟ…

5 years ago

ବାଚସ୍ପତିଙ୍କୁ ଗୃହକୁ ଛାଡ଼ିଲେନି

ଭୁବନେଶ୍ୱର,୯।୯(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କଲେ ନାହିଁ। ଏହାକୁ ନେଇ ବିରୋଧୀ ଭାଜପା ଓ କଂଗ୍ରେସ ସଦସ୍ୟମାନେ ବିଧାନସଭାରେ ହୁଲସ୍ଥୂଲ କରିଛନ୍ତି।…

5 years ago

ବିବାହ ମଣ୍ଡପକୁ ଯାଉଥିବାବେଳେ ବାଟରେ କନ୍ୟାଙ୍କ ଗାଡି ହେଲା ଖରାପ; ଆଉ ତା’ପରେ

ନଟିଂହାମଶାୟର୍‌: କୌଣସି ସ୍ଥାନକୁ ଶୀଘ୍ର ଯାତ୍ରା କରିବାକୁ ଥିଲେ, ବାଟରେ ଗାଡି ଖରାପ ହେବା ପ୍ରାୟ ଅଧିକାଂଶ ଲୋକଙ୍କ ସହ ଘଟିଥାଏ। ଏହି ସମୟରେ ମନରେ ରାଗ…

5 years ago

ଶିଖର-ଆୟେଶାଙ୍କ ପୂର୍ବରୁ ଏହିସବୁ ଭାରତୀୟ କ୍ରିକେଟର୍‌ଙ୍କ ଛାଡପତ୍ର ଥିଲା ଚର୍ଚ୍ଚାରେ

ଭାରତୀୟ କ୍ରିକେଟ ଦଳର ଓପନର୍‌ ଶିଖର ଧାୱନ ଏବଂ ସ୍ତ୍ରୀ ଆୟେଶା ମୁଖାର୍ଜୀ ବିବାହର ଆଠ ବର୍ଷ ପରେ ଅଲଗା ହୋଇଯାଇଛନ୍ତି। ଶିଖର-ଆୟେଶାଙ୍କର ଏକ ପୁଅ ଅଛି,…

5 years ago

ବୋଟ୍‌ ଦୁର୍ଘଟଣା, ୩୦ ନିଖୋଜ

ଗୁଆହାଟି,୯।୯: ଆସାମର ଜୋର୍ହାଟଠାରେ ବ୍ରହ୍ମପୁତ୍ର ନଦୀରେ ଦୁଇଟି ଯାତ୍ରୀବାହି ବୋଟ ପରସ୍ପରକୁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ୩୦ ଜଣ ଏବେ ମଧ୍ୟ ନିଖୋଜ…

5 years ago

ବିଜେଡିରୁ ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ

ଭୁବନେଶ୍ୱର,୮।୯: ଭାଜପା ନେତାଙ୍କୁ ମାଡ଼ ମାରିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ନିଲମ୍ବନ…

5 years ago