Home

ଦୈନିକ ସଂକ୍ରମଣ ୧୯ ହଜାର ତଳେ…

ନୂଆଦିଲ୍ଲୀ,୧୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୯ ହଜାର ତଳେ…

5 years ago

ମନକୁ ଖୁସି ରଖିବ ୮ ଅଭ୍ୟାସ

ସ୍ବାସ୍ଥ୍ୟ ହିଁ ସମ୍ପଦ। ସ୍ବାସ୍ଥ୍ୟ ସହିତ ସୁସ୍ଥ ମନର ସମ୍ପର୍କ ଅତି ନିବିଡ଼। କଥାରେ ଅଛି ମନ ଭଲ ନ ଥିଲେ ଦୁନିଆର ସବୁ ସୁଖ ବି…

5 years ago

ଗ୍ଲୋବାଲ ଟାକ୍ସ ଦେବେ ବହୁରାଷ୍ଟ୍ରୀୟ କମ୍ପାନୀ

ପ୍ୟାରିସ, ୧୦ା୧୦: ଅନ୍ତର୍ଜାତୀୟସ୍ତରରେ ଟିକସ ପ୍ରଦାନ ଉପରେ ଅର୍ଥନୈତିକ ସହଯୋଗ ଓ ବିକାଶ ସଙ୍ଗଠନ (ଓଇସିଡି)ର ଏକ ବୈଠକରେ କେତେକ ସଂସ୍କାରକୁ ଅନୁମୋଦନ ମିଳିଛି। ଭାରତ ସମେତ…

5 years ago

ସୁପର ଡ୍ୟାନ୍ସର ଚାପ୍ଟର ୪ ଜିତିଲେ ଫ୍ଲୋରିନା

ମୁମ୍ବାଇ, ୧୦ା୧୦: ସୋନି ଟିଭିରେ ପ୍ରସାରିତ ଡ୍ୟାନ୍ସ ରିଅଲିଟି ଶୋ’ ସୁପର ଡ୍ୟାନ୍ସର ଚାପ୍ଟର-୪ର ବିଜେତା ହୋଇଛନ୍ତି ଆସାମର ଫ୍ଲୋରିନା ଗୋଗଇ। ଟାଇଟଲ ବିଜୟନୀ ୭ ବର୍ଷୀୟା…

5 years ago

ବୋଲ୍ଡ ଲୁକ୍‌ରେ ଦେଶୀ ଗର୍ଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଦେଶୀଗର୍ଲ ଭାବରେ ଜଣାଶୁଣା ପ୍ରିୟଙ୍କାଙ୍କ ବୋଲ୍ଡ ଏବଂ ଗ୍ଲାମରସ୍‌ ଲୁକ୍‌ ଏବେ ଚର୍ଚ୍ଚାରେ। ପିସି ସୋସିଆଲ…

5 years ago

ସିବିଆଇ ମୁଖ୍ୟଙ୍କୁ ଥାନାକୁ ଡକାଇଲା ପୋଲିସ

ମୁମ୍ବାଇ,୯।୧୦: ରାଜନୈତିକ ଝଡ଼ ସୃଷ୍ଟି କରିଥିବା ଫୋନ ଟାପିଂ ଓ ଡାଟା ଲିକ୍‌ ସମ୍ପର୍କିତ ମାମଲାର ଶୁଣାଣି ବମ୍ବେ ହାଇକୋର୍ଟରେ ଚାଲିଛି। ଏ ସଂକ୍ରାନ୍ତରେ ପଚରାଉଚୁରା ପାଇଁ…

5 years ago

ଆଇପିଏଲରୁ ଡାଇରେକ୍ଟ ବିଶ୍ୱକପ୍‌

ନୂଆଦିଲ୍ଲୀ,୧୦।୧୦: ଚଳିତ ଆଇପିଏଲରେ ୧୫୦ରୁ ଅଧିକ ବେଗରେ ବୋଲିଂ କରି ଚର୍ଚ୍ଚକୁ ଆସିଥିଲେ ଉମରାନ ମଲିକ। ଆଗାମୀ ଟି୨୦ ବିଶ୍ୱକପ୍‌ ଲାଗି ତାଙ୍କୁ ଭାରତୀୟ ଦଳରେ ସାମିଲ…

5 years ago

ଦେଶକୁ ଡରାଇଲାଣି ବିଦ୍ୟୁତ୍‌ ଅଭାବ

ନୂଆଦିଲ୍ଲୀ,୯।୧୦: ପୂରା ଦେଶରେ କୋଇଲା ସଙ୍କଟ ଘନେଇବାରେ ଲାଗିଛି। ଦିଲ୍ଲୀ ପରେ ଉତ୍ତରପ୍ରଦେଶ(ୟୁପି)ରେ ମଧ୍ୟ ବିଦ୍ୟୁତ୍‌ କାଟ ହେବା ନେଇ ଘୋଷଣା ହୋଇସାରିଲାଣି। ବିଦ୍ୟୁତ୍‌ ସଙ୍କଟରୁ ବର୍ତ୍ତିବା…

5 years ago

ଫେରିଯିବ ମୌସୁମୀ

ଭୁବନେଶ୍ବର,୯।୧୦(ବ୍ୟୁରୋ): ମୌସୁମୀ ଓଡ଼ିଶାରୁ ଫେରିଯିବ। ଏହି ପ୍ରକ୍ରିୟା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ। ବର୍ତ୍ତମାନ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ଗୁଜରାଟ…

5 years ago

ଲମ୍ବା ଜେରା ପରେ ଗିରଫ ହେଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ

ନୂଆଦିଲ୍ଲୀ,୯।୧୦: ଲଖିମପୁର ଖେରି ହିଂସା ଘଟଣାରେ ଶନିବାର ସନ୍ଧ୍ୟାରେ ଜୁନିୟର ସ୍ବରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଗିରଫ କରାଯାଇଛି। ଗିରଫ ପୂର୍ବରୁ ତାଙ୍କୁ…

5 years ago