Home

ସିଲ୍‌ ହେଲା ୭ ମଦ ଦୋକାନ

ଭୁବନେଶ୍ୱର, ୩୦।୬ (ବ୍ୟୁରୋ):କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଦୋକାନ ଖୋଲି ମଦ ବିକ୍ରି ଉପରେ ଅଙ୍କୁଶ ଲଗାଇଛନ୍ତି ସରକାର। କେବଳ ଅନ୍‌ଲାଇନ୍‌ରେ ମଦ ଯୋଗାଣକୁ ଅନୁମତି ରହିଛି।…

5 years ago

ମାଷ୍ଟର କ୍ୟାଣ୍ଟିନରୁ ଯୋଦ୍ଧା, ଘୋଡ଼ା ପ୍ରତିମୂର୍ତ୍ତି ସ୍ଥାନାନ୍ତର କରା ନ ଯାଉ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମାଷ୍ଟର କ୍ୟାଣ୍ଟିନ ଛକରୁ ଯୋଦ୍ଧା, ଘୋଡ଼ା ସ୍ଥାନାନ୍ତର ନ କରିବା ପାଇଁ ରାଜ୍ୟ ସରକାରଙ୍କୁ ଉପଦେଶ ଦେବା ଲାଗି…

5 years ago

ଚାଷୀ ସମସ୍ୟା, ପକ୍କାଘର ବଣ୍ଟନରେ ଦୁର୍ନୀତି ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଦୀର୍ଘଦିନ ଧରି ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ରାସ୍ତାକୁ ଓହ୍ଲାଉ ନ ଥିବା ଭାଜପା ନିଜର ରଣନୀତି ପରିବର୍ତ୍ତନ କରିଛି। ରାଜ୍ୟରେ ପଞ୍ଜୀକରଣ କରିଥିବା ସମସ୍ତ ଚାଷୀଙ୍କ…

5 years ago

ଦାନ୍ତ ଭାଙ୍ଗି ମଇଳା ଖୁଆଇବା ଭିଡିଓ ଭାଇରାଲ

ଛତ୍ରପୁର,୩୦।୬(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗାଁରେ ଗତ ୧୯ ତାରିଖରେ ଗୁଣି ସନ୍ଦେହରେ ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳର ଏନ୍‌. ଭେଙ୍କଟରମଣଙ୍କୁ ପିଟି ହତ୍ୟା…

5 years ago

ଆଜିଠୁ ଶିଶୁଙ୍କୁ ପିସିଭି ଟିକା

ଭୁବନେଶ୍ୱର, ୩୦।୬(ବ୍ୟୁରୋ):ଶିଶୁଙ୍କୁ ନିମୋକୋକାଲ ନିମୋନିଆ ଓ ମସ୍ତିଷ୍କ ସଂକ୍ରମଣରୁ ସୁରକ୍ଷା ଦେବ ନିମୋକୋକାଲ କଞ୍ଜୁଗେଟ୍‌ ଟିକା (ପିସିଭି)। ଶିଶୁଙ୍କ ନିୟମିତ ଟିକାକରଣରେ ଏହାକୁ ସାମିଲ କରାଯାଇଥିବାବେଳେ ବୁଧବାରଠାରୁ…

5 years ago

୨୨ ବର୍ଷ ଧରି ଲଗାତାର ଜୀବନରେ ମାରି ଦେବାକୁ ଆସୁୁଥିଲା ଫୋନ୍‌ କଲ୍‌…

ମୁମ୍ବାଇ: ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ପ୍ଲେ ବ୍ୟାକ ସିଙ୍ଗର ଉଦିତ୍‌ ନାରାୟଣଙ୍କ ପ୍ରାରମ୍ଭିକ ଜୀବନ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ଥିଲା। ୧୯୮୦ ଜୁଲାଇ ୫ରେ ପ୍ରଥମ ଫିଲ୍ମ ‘ଉନିସ…

5 years ago

ନୂଆ ବନ୍ଦର ବିଲ୍‌କୁ ଓଡ଼ିଶାର ବିରୋଧ

ଭୁବନେଶ୍ୱର,୩୦ା୬(ବ୍ୟୁରୋ):ଭାରତୀୟ ବନ୍ଦର ଆଇନ-୧୯୦୮କୁ ବଦଳାଇ ନୂତନ ଆଇନ ଆଣିବାକୁ କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏ ନେଇ କେନ୍ଦ୍ର ସରକାର ଭାରତୀୟ ବନ୍ଦର ବିଲ୍‌ -୨୦୨୧…

5 years ago

ପ୍ରିୟଙ୍କା ପିନ୍ଧିଲେ ଏମିତି ଡ୍ରେସ୍‌, ଅଟକିଗଲା ସମସ୍ତଙ୍କ ନଜର: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ରୁ ହଲିଉଡ୍‌କୁ ଜମ୍ପ୍‌ ମାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ ନ୍ୟୁୟର୍କରେ ପ୍ରାଇଡ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ପ୍ରିୟଙ୍କା ଏକ ଧଳା ରଙ୍ଗର ପୋଷାକରେ…

5 years ago

ଟୁଇଟରକୁ ପ୍ରଶ୍ନ: କାହିଁକି ବନ୍ଦ କରିଥିଲ କେନ୍ଦ୍ରମନ୍ତ୍ରୀଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ,୨୯।୬: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ବିରୋଧୀ ଏମ୍‌ପି ଶଶି ଥରୁରଙ୍କ ଆକାଉଣ୍ଟକୁ କାହିଁକି ଲକ୍‌ କରାଯାଇଥିଲା? ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ…

5 years ago

ପହିଲାରୁ ଏଟିଏମ୍‌ରୁ ଟଙ୍କା ଉଠାଇଲେ ଲାଗିବ ଚାର୍ଜ

ନୂଆଦିଲ୍ଲୀ,୨୯।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ଏଟିଏମ୍‌ କାର୍ଡରେ ମାସକୁ ୪ ଥରରୁ ଅଧିକ ଥର ଟଙ୍କା ଉଠାଇଲେ ଆକାଉଣ୍ଟରୁ ଗଣିବାକୁ ପଡ଼ିବ ଟଙ୍କା। ଏହି…

5 years ago