ନୂଆଦିଲ୍ଲୀ, ୧୬।୯(ପି.ଟି.): ନିର୍ବାଚନୀ ଗାଇଡ୍ଲାଇନର ଉଲ୍ଲଂଘନ କରୁଥିବା ରାଜନୈତିକ ଦଳଗୁଡ଼ିକ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ବୋଲି ବୁଧବାର ଦିଲ୍ଲୀ ହାଇକୋର୍ଟ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ…
ଓ୍ବାଶିଂଟନ୍, ୧୬ା୯: ଆମେରିକା ସୈନ୍ୟ ପ୍ରତ୍ୟାହାର ପରେ ଆତଙ୍କାବାଦୀଙ୍କ ଭୂସ୍ବର୍ଗ ପାଲଟିବାକୁ ଯାଉଛି ଆଫଗାନ୍ ମାଟି। ଅଲ୍-କାଏଦା ଭଳି ଆତଙ୍କବାଦୀ ସଙ୍ଗଠନ ସେଠାରେ ପୁଣି ସକ୍ରିୟ ହେବା…
ଭୁବନେଶ୍ୱର/ ସମ୍ବଲପୁର, ୧୬ା୯(ବ୍ୟୁରୋ) ଲଘୁଚାପ ଓଡ଼ିଶା ଉପରୁ ହଟିଥିଲେ ମଧ୍ୟ ରାଜ୍ୟରେ ବନ୍ୟା ଆଶଙ୍କା ଦେଖାଦେଇଛି। ହୀରାକୁଦ ଉପର ମୁଣ୍ଡରେ ଅର୍ଥାତ୍ ଛତିଶଗଡ଼ ଏବଂ ମଧ୍ୟପ୍ରଦେଶରେ ଲଘୁଚାପ…
କାବୁଲ, ୧୬ା୯: ଆଫଗାନିସ୍ତାନକୁ କବ୍ଜା କରି ତାଲିବାନ୍ ସରକାର ସିନା ଗଢ଼ିଦେଲା କିନ୍ତୁ ବ୍ୟବସ୍ଥିତ ଢଙ୍ଗରେ ତାହାର ପରିଚାଳନା ଏହି ଆତଙ୍କବାଦୀ ଗୋଷ୍ଠୀ ପାଇଁ କାଠିକର ପାଠ…
ଭୁବନେଶ୍ୱର,୧୬।୯(ବ୍ୟୁରୋ) : ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ(ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ(ମେନ୍)-୨୦୨୧ ଫଳ ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି। ୪୪ଜଣ ପରୀକ୍ଷାର୍ଥୀ ୧୦୦ ପର୍ସେଣ୍ଟାଇଲ ମାର୍କ ହାସଲ…
ବାଲେଶ୍ୱର ଅଫିସ,୧୬।୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍ଡିଓ)ର ଗୁପ୍ତ ତଥ୍ୟ ଲିକ୍ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଗୁପ୍ତ ତଥ୍ୟ…
ଫ୍ଲୋରିଡା,୧୬ ।୯: ମହାକାଶକୁ ଯାତ୍ରା କରିବାକୁ ଇଚ୍ଛା ରଖିଥିବା ଅରବପତିଙ୍କ ଆଶା ଏବେ ପୂରଣ ହେବାକୁ ଯାଉଛି । ଭାରତୀୟ ସମୟଅନୁସାରେ ଗୁରୁବାର ଭୋର ପ୍ରାୟ ୫ଟା…
ସମ୍ବଲପୁର,୧୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍ କର୍ତ୍ତୃପକ୍ଷ…
ନୂଆଦିଲ୍ଲୀ,୧୫।୯: ବଲିଉଡ୍ ଅଭିନେତା ସୋନୁ ସୁଦଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଓ ତାଙ୍କ ଲିଙ୍କ୍ରେ ଥିବା ଲକ୍ଷ୍ନୌର ଏକ କମ୍ପାନୀ ଉପରେ ବୁଧବାର ଆୟକର ବିଭାଗ (ଆଇଟି)…
ହରିଣକୁ ଜିଅନ୍ତା ଗିଳିଲା ଅଜଗର। ରାଜସ୍ଥାନର ବାରାଂ ଜିଲାରେ ଏକ ବିଶାଳକାୟ ଅଜଗର ହରିଣକୁ ଶିକାର କରିବାର ଭିଡିଓ ସାମ୍ନାକୁ ଆସିଛି। ଘଟଣାଟି ବୁଧବାର ସକାଳର। ଭିଡିଓରେ…