ଭଞ୍ଜନଗର,୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବିଦ୍ୟୁତ୍ତାର…
କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍ଙ୍କୁ ବିବାହ…
ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ୍କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍ ଆଣିବେ…
ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ କରି…
ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ ପାଇଁ…
ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ କୌଶଳ…
ବେଜିଂ, ୭ା୬: ପୂର୍ବ ଲଦାଖ ସୀମାରେ ଭାରତ ବିପକ୍ଷରେ ଗତ ବର୍ଷ ଏପ୍ରିଲ-ମେ’ଠାରୁ ଚାଇନା ୫୦ ହଜାରରୁ ଊର୍ଦ୍ଧ୍ୱ ସୈନ୍ୟଙ୍କୁ ମୁତୟନ କରିଥିବାବେଳେ ସେଠାକାର ଭୀଷଣ ଥଣ୍ଡା…
ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍ ଲିଲି ଡାଏନା…
ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ ବିଳମ୍ବରେ…
ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍ ପାଇଁ ବିଏମ୍ସି…