Home

କୋଭିଡ୍‌ରେ ଅନାଥ ଶିଶୁଙ୍କୁ ସହାୟତା ଦିଅ

ନୂଆଦିଲ୍ଲୀ, ୨୯।୫: କରୋନା ମହାମାରୀ ଦେଶରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ଫଳରେ କେତେ ପିଲା ଯେ ସେମାନଙ୍କ ମାଆବାପାଙ୍କୁ ହରାଇ ଅନାଥ ହୋଇଛନ୍ତି,…

5 years ago

ଭାରତର ସମର୍ଥନ, ନିନ୍ଦା କଲା ଚାଇନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯ା୫: ମହାମାରୀ କରୋନା ସଂକ୍ରମଣକୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ଏହି ଘାତକ ଭୂତାଣୁର ଉତ୍ପତ୍ତିକୁ ନେଇ ବୈଜ୍ଞାନିକମାନେ କୌଣସି ନିଷ୍କର୍ଷରେ ପହଞ୍ଚତ୍ପାରି ନାହାନ୍ତି। ଚାଇନାର…

5 years ago

କୋଭିଡ୍‌ ପାଇଁ ମାସେ ଘୁଞ୍ଚତ୍ଲା ଓସ୍କାର

କୋଭିଡ୍‌ ମହାମାରୀ କାରଣରୁ ଓସ୍କାର ଫିଲ୍ମୋତ୍ସବ-୨୦୨୨କୁ ଗୋଟିଏ ମାସ ଘୁଞ୍ଚାଇ ଦିଆଯାଇଛି। ଏକାଡେମୀ ଅଫ୍‌ ମୋଶନ ପ୍ରିକ୍‌ଚର ଆଟର୍‌ସ ଆଣ୍ଡ୍‌ ସାଇନ୍ସ (ଏଏମ୍‌ପିଏଏସ୍‌) ଏହି ନିଷ୍ପତ୍ତି ନେଇଛି।…

5 years ago

‘ଜନ୍‌ ଓ୍ବିକ୍‌’ରେ ରିନା ସ୍ବୟଂମା

ଜାପାନରେ ଜନ୍ମିତ ବ୍ରିଟିଶ୍‌ ପପ୍‌ ସୁପରଷ୍ଟାର ରିନା ସ୍ବୟଂମା ଗୀତ ଗାଇବା ପରେ ଏବେ ଅଭିନୟ ଜଗତରେ ପାଦ ଥାପିଛନ୍ତି। ତାଙ୍କୁ କେଆନୁ ରିଭେସ୍‌ ଷ୍ଟାରର୍‌ ‘ଜନ୍‌…

5 years ago

ମୃତ ଖବରଦାତାଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ୩ଜଣ ମୃତ କର୍ମଜୀବୀ ଖବରଦାତାଙ୍କ ପରିବାରକୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ…

5 years ago

ଚୋକ୍‌ସିଙ୍କ ସ୍ଥାନାନ୍ତର ଉପରେ ରୋକ ଲଗାଇଲେ ଡୋମିନିକା କୋର୍ଟ

ନୂଆଦିଲ୍ଲୀ,୨୯।୫: ମେହୁଲ ଚୋକ୍‌ସି ମାମଲାରେ ଶୁକ୍ରବାର ଏକ ନୂଆ ମୋଡ ଦେଖିବାକୁ ମିଳିଛି। ଡୋମିନିକା କୋର୍ଟ ଚୋକ୍‌ସିଙ୍କ ସ୍ଥାନାନ୍ତରକୁ ରୋକି ଦେଇଥିବା ଜଣାପଡିଛି। ପରବର୍ତ୍ତୀ ନିର୍ଦ୍ଦେଶ ନ…

5 years ago

‘ଋତୁସ୍ରାବ ସମୟରେ ନେଇପାରିବେ କୋଭିଡ୍‌ ଟିକା’

ଭୁବନେଶ୍ୱର, ୨୯।୫(ବ୍ୟୁରୋ): କୁପୋଷଣରୁ କିଶୋରୀଙ୍କ ନିକଟରେ ରକ୍ତହୀନତା ଦେଖାଦେଇଥାଏ। ଅନେକ ସମୟରେ ଗର୍ଭାଶୟରେ ମଧ୍ୟ ଗୁରୁତର ସଂକ୍ରମଣ ହୋଇଥାଏ। ତେଣୁ ଉପଯୁକ୍ତ ପୁଷ୍ଟିସାଧନ ସହିତ ଋତୁସ୍ରାବ ସମୟରେ…

5 years ago

ନୂଆ ଆଇଟି ନିୟମ ମାନୁନାହିଁ ଟୁଇଟର

ନୂଆଦିଲ୍ଲୀ, ୨୯।୫: ପ୍ରିଭେସିକୁ ନେଇ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧ ଶୁକ୍ରବାର ଭିନ୍ନ ମୋଡ଼ ନେଇଛି। ଦେଶର ଅଧିକାଂଶ…

5 years ago

ଡେରିରେ ଆସିଲେ, ଅଧାରୁ ଉଠିଲେ

କୋଲକାତା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗକୁ ସାମୁଦ୍ରିକ ଝଡ଼ ‘ୟାସ୍‌’ କ୍ଷୟକ୍ଷତିର ସମୀକ୍ଷା ପାଇଁ ଯାଇଥିବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୈଠକରେ ତାଙ୍କୁ ଅଧଘଣ୍ଟା ଅପେକ୍ଷା…

5 years ago

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୫ଜଣଙ୍କ ମୃତ୍ୟୁ…

5 years ago