Home

୧୧ରେ ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟାଜଳ

ସମ୍ବଲପୁର, ୯ା୭(ବ୍ୟୁରୋ):ସମ୍ବଲପୁରସ୍ଥିତ ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ରେ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂର୍ବାହ୍ନ ୧୧ଟାରେ ଜଳଭଣ୍ଡାର ଗେଟ୍‌ ଖୋଲାଯିବ ବୋଲି ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।…

5 years ago

ଗର୍ଭବତୀଙ୍କ ପାଇଁ କୋଭିଡ୍‌ ଟିକା ସୁରକ୍ଷିତ

ଭୁବନେଶ୍ୱର,୯।୭(ବ୍ୟୁରୋ):ଗର୍ଭବତୀଙ୍କ ପାଇଁ କୋଭିଡ୍‌ ଟିକା ସୁରକ୍ଷିତ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡ୍‌ଲାଇନ ଅନୁସାରେ ଖୁବ୍‌ଶୀଘ୍ର ରାଜ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

5 years ago

ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ବିଲ୍ଡର ଗିରଫ

ଭୁବନେଶ୍ୱର,୯।୭(ବ୍ୟୁରୋ):ଯୌତୁକ ସାମଗ୍ରୀ ହାତେଇବା ପରେ ପ୍ରଥମ ସ୍ତ୍ରୀଙ୍କୁ ମାଡ଼ ମାରି ଘରୁ ତଡ଼ି ଦେଇଥିଲେ। ଏବେ ଦ୍ୱିତୀୟ ସ୍ତ୍ରୀ ଆଣିଛନ୍ତି ସମାନ ଅଭିଯୋଗ। ତାଙ୍କ ଅଭିଯୋଗ ଆଧାରରେ…

5 years ago

ଚାଇଲ୍ଡ ଲାଇନ୍‌ର ତଦନ୍ତ, ବାପାଙ୍କ ବିରୋଧରେ ଏତଲା

ଭୁବନେଶ୍ୱର,୯।୭(ବ୍ୟୁରୋ):୭ ବର୍ଷର ଝିଅ ପ୍ରତି ବାପା ଓ ସାବତ ମା’ର ଅକଥନୀୟ ନିର୍ଯାତନା ଘଟଣାରେ ଚାଇଲ୍ଡ ଲାଇନ୍‌ ହସ୍ତକ୍ଷେପ କରିଛି। ଗୁରୁବାର ଚାଇଲ୍ଡ ଲାଇନ ପକ୍ଷରୁ ତଦନ୍ତ…

5 years ago

ବର୍ଷାଙ୍କ ବିରୋଧରେ ପୁଣି ଅଭିଯୋଗ

କଟକ ଅଫିସ, ୯ା୭:ପାରିବାରିକ ବିବାଦ ମାମଲାରେ କେନ୍ଦ୍ରାପଡା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଗୁରୁବାର କଟକ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି,…

5 years ago

ଧରାପଡ଼ିବା ଭୟରେ ପ୍ରେମିକଙ୍କୁ ବାକ୍ସରେ ଲୁଚାଇଲେ ପ୍ରେମିକା

ବାରିପଦା ଅଫିସ,୯ା୭:ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅଞ୍ଚଳର ଜଣେ ଯୁବତୀ ଧରାପଡ଼ିବା ଭୟରେ ନିଜ ପ୍ରେମିକଙ୍କୁ ବାକ୍ସରେ ଲୁଚାଇ ରଖିବା ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାର…

5 years ago

ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏ ନେଇ…

5 years ago

୧୧ ଖଣି ପାଇଁ ଇ- ନିଲାମ ଆରମ୍ଭ

ଭୁବନେଶ୍ୱର,୯ା୭(ବ୍ୟୁରୋ):ରାଜ୍ୟ ସରକାର ଆଉ ୧୧ ଖଣିର ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ୭ଟି ଲୁହାପଥର, ୨ଟି ଲୁହାପଥର ଓ ମାଙ୍ଗାନିଜ, ଗୋଟିଏ ଲୁହାପଥର…

5 years ago

ଘର ନ କଲେ ପ୍ଲଟ୍‌ ରଦ୍ଦ ହେବ

ଭୁବନେଶ୍ୱର,୯ା୭(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଦୀର୍ଘବର୍ଷ ହେଲା ଜାଗା ନେଇ ଘର କରି ନ ଥିବା ବ୍ୟକ୍ତିଙ୍କ ପ୍ଲଟ୍‌ ରଦ୍ଦ ହେବ। ଏ ନେଇ ପ୍ଲଟ୍‌…

5 years ago

କୋଭିଡ୍‌ ପାଣ୍ଠି ଲାଗି ୨୩,୧୨୩ କୋଟି

ନୂଆଦିଲ୍ଲୀ, ୯।୭(ପି.ଟି.):କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ରଥମ ବୈଠକରେ କୋଭିଡ୍‌ ପ୍ୟାକେଜ୍‌ ସମେତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

5 years ago