Home

ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ ଉପଶମ…

5 years ago

ମାଳବିକା ଜିତିଲେ ଟାଇଟଲ

  କନାସ୍‌ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆରଏସ୍‌ଏଲ୍‌ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ତୃତୀୟ…

5 years ago

ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ

ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ ସକ୍ରିୟ…

5 years ago

ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ

ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା ପାଇଁ…

5 years ago

ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ

ଓ୍ବାଶିଂଟନ୍‌,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ ଟିକା…

5 years ago

ହାତ ଯୋଡି ଏମିତି ଅପିଲ୍‌ କଲେ ରାଜ୍ୟପାଳ

କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ। ଭାଜପା…

5 years ago

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା କରିଥିଲେ।…

5 years ago

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ ହୋଇଥିଲା।…

5 years ago

ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ ରିୟା…

5 years ago

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍‌ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।…

5 years ago