Home

ଶ୍ରଦ୍ଧାଳୁଙ୍କୁ ଆଖଣ୍ଡଳମଣି ମନା

ଭଦ୍ରକ ଅଫିସ,୧୫।୪: ରାଜ୍ୟରେ କରୋନା ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୁରୁବାର ଭଦ୍ରକ ଆରଡି ଆଖଣ୍ଡଳମଣି ମନ୍ଦିରର ଜଣେ…

5 years ago

ଜଣାପଡ଼ିଲା ସତକଥା: ୪ ବର୍ଷ ତଳେ ଚାଇନାରେ ହୋଇଥିଲା କରୋନା ସଂକ୍ରମଣ…

ବେଜିଂ,୧୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଥିଲେ ମଧ୍ୟ ଏବେ ଏହାର…

5 years ago

ଗଞ୍ଜାମ ଥାନା ପୋଲିସ ପକ୍ଷରୁ ମାସ୍କ, ହେଲ୍‌ମେଟ ଯାଞ୍ଚ

ଗଞ୍ଜାମ,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଆସିବା ପରଠାରୁ ପ୍ରଶାସନର ନିଦ ହଜିଯାଇଛି। ଏହାର ମୁକାବିଲା ନିମନ୍ତେ ଏବେ ଲୋକଙ୍କୁ ସଚେତନତା ହେବା ଜରୁରୀ ହୋଇପଡ଼ିଛି। ଜିଲା…

5 years ago

ସାମ୍ପୁଲ ନ ଦେଇ ଏମ୍‌ପିଙ୍କ ମୋବାଇଲ୍‌ରେ ଆସିଲା ମେସେଜ…

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ ପାଇଁ ସଂଗ୍ରହ ହେଉଥିବା ସାମ୍ପୁଲ ସମ୍ପର୍କିତ ମେସେଜ ନେଇ…

5 years ago

ଏହି କ୍ରିକେଟର୍‌ଙ୍କୁ ଅଷ୍ଟ୍ରେଲିଆରେ ଅଫର୍‌ ଦେଇଥିଲେ କୋହଲି

ଚେନ୍ନାଇ,୧୫।୪: ଆଇପିଏଲର ଗତ ସିଜନରେ ଫ୍ଲପ ହୋଇଥିବା ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଚଳିତ ସିଜନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଖେଳୁଛନ୍ତି। ଆରସିବି ତାଙ୍କୁ…

5 years ago

ଖୁବ୍‌ଶୀଘ୍ର ସ୍ପୁଟ୍‌ନିକ ଭି

ନୂଆଦିଲ୍ଲୀ, ୧୫।୪: ଭାରତରେ କୋଭିଡ୍‌ ଟିକାକରଣରେ ତୃତୀୟ ଟିକା ଭାବେ ସାମିଲ ହେବାକୁ ଯାଉଥିବା ସ୍ପୁଟ୍‌ନିକ ଭି ଖୁବ୍‌ଶୀଘ୍ର ଭାରତରେ ପହଞ୍ଚତ୍ବ। ଭାରତରେ ଏହାର ପାର୍ଟନର ଥିବା…

5 years ago

କରୋନା ମୁକାବିଲାରେ ଜନଭାଗିଦାରୀକୁ ଗୁରୁତ୍ୱ

ନୂଆଦିଲ୍ଲୀ, ୧୫।୪: ଦେଶରେ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସ୍ଥିତି ଏବଂ ଟିକାକରଣ ସମ୍ପର୍କରେ ବୁଧବାର ସମସ୍ତ ରାଜ୍ୟର…

5 years ago

ବ୍ୟାଟିଂ କରୁଥିବା ସମୟରେ ଏହି କଥାକୁ ନେଇ ଏବି.ଡି ଭିଲିୟର୍ସଙ୍କୁ ଲାଗେ ଭୟ

ଚେନ୍ନାଇ,୧୫।୪: ବିସ୍ଫୋରକ ବ୍ୟାଟସମ୍ୟାନ୍‌ ଏବି ଡି ଭିଲିୟର୍ସ ପଡିଆକୁ ଓହ୍ଲାଇବା ମାତ୍ରେ ବୋଲରଙ୍କ ଚିନ୍ତା ବଢିଯାଏ। କିନ୍ତୁ ଜାଣିଛନ୍ତି ବ୍ୟାଟିଂ କରୁଥିବାବେଳେ ଡି ଭିଲିୟର୍ସଙ୍କୁ ଡର ଲାଗିଥାଏ।…

5 years ago

ବେକାର ଯାଇନି ଜୀବନ

ଓ୍ବାଶିଂଟନ,୧୫ା୪: ୧୯୭୭ ଫେବୃୟାରୀ ୨୦ରେ ଜର୍ମାନୀର ଅଗ୍ସବର୍ଗରେ କ୍ରିଷ୍ଟିନ୍‌ ଡେନାଇସ୍‌ ସ୍ମାର୍ଟଙ୍କ ଜନ୍ମ। ବଞ୍ଚତ୍ଥିଲେ ଏବେ ତାଙ୍କୁ ୪୪ ବର୍ଷ ହୋଇଥାଆନ୍ତା। ହେଲେ ୨୫ ବର୍ଷ ତଳେ…

5 years ago

ଆଇଏନ୍‌ସି ଟିଭି ଲଞ୍ଚ୍‌ କଲା କଂଗ୍ରେସ

ନୂଆଦିଲ୍ଲୀ, ୧୫।୪: ଡ. ଭୀମରାଓ ଆମ୍ବେଡ୍‌କରଙ୍କ ଜନ୍ମବାର୍ଷିକୀ ଅବସରରେ ବୁଧବାର କଂଗ୍ରେସ ଦଳ ପକ୍ଷରୁ ଆଇଏନ୍‌ସି ଟିଭି ନାମରେ ଏକ ଡିଜିଟାଲ ମିଡିଆ ପ୍ଲାଟ୍‌ଫର୍ମର ଶୁଭାରମ୍ଭ ହୋଇଛି।…

5 years ago