ବମାକୋ,୨୬ା୫: ଆଫ୍ରିକୀୟ ରାଷ୍ଟ୍ର ମାଲିରେ ପୁଣିଥରେ ସୃଷ୍ଟି ହୋଇଛି ରାଜନୈତିକ ସଙ୍କଟ। ଦେଶର ସେନା ସାମରିକ ବିଦ୍ରୋହ କରି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷାମନ୍ତ୍ରୀଙ୍କୁ ଗିରଫ କରିନେଇଛି।…
ନୂଆଦିଲ୍ଲୀ, ୨୬ା୫: ଖୁବ୍ କମ୍ ଜଣାଶୁଣା ଆମେରିକାର ଏକ କମ୍ପାନୀ ଲାଣ୍ଡୋମସ୍ ରିୟଲ୍ଟି ଭେଞ୍ଚର୍ସ ଭାରତରେ ୫ ଶହ ବିଲିୟନ ଡଲାର (୩୬ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ…
ନୂଆଦିଲ୍ଲୀ,୨୬ା୫: କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ (ସିଆଇଏସ୍ଏଫ୍) ମହାନିର୍ଦ୍ଦେଶକ ସୁବୋଧ କୁମାର ଜୟସ୍ବାଲଙ୍କୁ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି।…
ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୯ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଥିବା ଆଇଏମ୍ଡି ସୂତ୍ରରୁ ପ୍ରକାଶ। ବର୍ତ୍ତମାନ ମଧ୍ୟ ଭଦ୍ରକର ଧାମରାରୁ…
ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ…
ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୭୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୫୦୯ ଜଣ କ୍ୱାରାଣ୍ଟାଇନ୍ରେ…
ନୂଆଦିଲ୍ଲୀ,୨୬।୫: ଏକଦିବସୀୟ କ୍ରିକେଟରେ ୧୦ ହଜାରରୁ ଅଧିକ ରନ ସଂଗ୍ରହ କରିଥିବା ସୌରଭ ଗାଙ୍ଗୁଲି ଏବଂ ରାହୁଲ ଦ୍ରାଭିଡ ବିପକ୍ଷ ଦଳକୁ ଅନେକ ଥର ଟାର୍ଗେଟ କରିଛନ୍ତି।…
ପୁରୀ ଅଫିସ,୨୬ା୫:ବୈଶାଖ ମାସ ଶୁକ୍ଳ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ସ୍କନ୍ଦ ପୁରାଣ ଅନୁଯାୟୀ ମହାପ୍ରଭୁ…
ଗୋପ/ନିମାପଡ଼ା,୨୬ା୫(ଡି.ଏନ୍.ଏ.):ବାତ୍ୟା ‘ୟାସ୍’ର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୋପ ତହସିଲ ଓ ନିମାପଡ଼ା…
ନିଶ୍ଚିନ୍ତକୋଇଲି,୨୬ା୫: ଡିଜିଟାଲ ଯୁଗରେ ଅଲୋଡ଼ା ହୋଇପଡ଼ିଥିବା ଡିବିରି, ଲଣ୍ଠନ, ଚେମେଣି ଓ ମହମବତି ଏବେ ପୁଣି ଖୋଜା ପଡିଛି। ବାତ୍ୟା ‘ୟାସ’ ପ୍ରଭାବରେ ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ…