Home

ପୁଣି ୧୯ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୬।୫(ବ୍ୟୁରୋ): କରୋନା ନେଲା ଆଉ ୧୯ ଜୀବନ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୩୧୩ରେ ପହଞ୍ଚିଛି। ମୃତକମାନେ ୧୦ ଜିଲାର ଥିବା ବେଳେ ସେମାନଙ୍କ…

5 years ago

ଘରୋଇ ହସ୍ପିଟାଲରେ ମାଗଣାରେ ହେବ କରୋନା ଚିକିତ୍ସା: ମୁଖ୍ୟମନ୍ତ୍ରୀ

ପଣଜୀ,୧୬।୫: ଗୋଆରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ କିଛି ଦିନ ହେବ ହସ୍ପିଟାଲରେ ଅକ୍ସିଜେନ ଅଭାବରୁ ଅନେକ କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଯାହାକୁ…

5 years ago

ବନ୍ଦ ହେଲା ଧାରାବାହିକ, ଚଳଚ୍ଚିତ୍ର ଶୁଟିଂ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବୋଲ ମାନୁନାହିଁ କରୋନା। ତେଣେ ଦିନକୁ ଦିନ ହୁ ହୁ ହୋଇ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳିସ୍ଥିତିରେ ଜରୁରୀକାଳୀନ ସେବା ବ୍ୟତିତ…

5 years ago

ଗୋଆରେ ପହଞ୍ଚିଲା ବାତ୍ୟା ‘ତଉକତେ’…

ମୁମ୍ବାଇ,୧୬।୫: ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ବାତ୍ୟା ‘ତଉକତେ’ ରବିବାର ଗୋଆର ଉପକୂଳବର୍ତ୍ତୀ ଅଞ୍ଚଳରେ ପହଞ୍ଚିଛି। ଏହାର ପ୍ରଭାବରେ ଗୋଆରେ ପ୍ରବଳ ବର୍ଷା…

5 years ago

ବେକାବୁ କରୋନା: ଆଜି ରାଜ୍ୟରେ ୧୧,୭୩୨ ପଜିଟିଭ୍‌ ଚିହ୍ନଟ; ପୁଣି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧,୭୩୨ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୬୫୬୯ କ୍ୱାରାଣ୍ଟାଇନ୍‌ରୁ ଥିବା…

5 years ago

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ଜୀବନ ବଞ୍ଚାଇବା ଲାଗି କଢ଼ାଗଲା ଆଖି…

ଯୋଧପୁୁର,୧୬।୫: କରୋନାରେ ମହାମାରୀ ସଂକ୍ରମଣ ସହିତ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଧୀରେଧୀରେ ବ୍ଲାକ୍‌ ଫଙ୍ଗସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଜଣେ…

5 years ago

ହସ୍ପିଟାଲରେ ମିଳୁନି ବେଡ୍‌: ଘରେ ମରୁଛନ୍ତି ଲୋକେ…

ବେଙ୍ଗାଲୁରୁ,୧୬।୫: କରୋନାରେ ମହାମାରୀ ସଂକ୍ରମଣ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ମିଳୁନି। ଏପରିସ୍ଥଳେ ଲୋକେ ଘରେ ରହି…

5 years ago

କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସ ଏମ୍‌ପିଙ୍କ ପରଲୋକ…

ନୂଆଦିଲ୍ଲୀ,୧୬।୫: କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସର ରାଜ୍ୟସଭା ଏମ୍‌ପି ରାଜୀବ ସାତଭ୍‌ଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା। ଏସମ୍ପର୍କରେ କଂଗ୍ରେସ ପ୍ରବକ୍ତା…

5 years ago

ବିଗ୍‌ ବି ନେଲେ ଦ୍ୱିତୀୟ ଡୋଜ୍‌…

ମୁମ୍ବାଇ,୧୬।୫: ବିଗ୍‌ ବି ଅମିତାଭ ବଚ୍ଚନ ରବିବାର ଦ୍ୱିତୀୟ ଡୋଜ୍‌ କରୋନା ଟିକା ନେଇଛନ୍ତି। ଏସମ୍ପର୍କରେ ସେ ନିଜ ଇନଷ୍ଟାଗ୍ରାମ୍‌ ହ୍ୟାଣ୍ଡେଲରେ ଫଟୋ ଅପ୍‌ଲୋଡ୍‌ କରିଛନ୍ତି। ଗତମାସରେ…

5 years ago

କରୋନା ଦ୍ୱିତୀୟ ଲହର: ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତକଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ…

5 years ago