Home

କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୫ା୩(ବ୍ୟୁରୋ):କେନ୍ଦ୍ରାପଡ଼ା ଜିଲାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ୧୨ ନିୟୁତ ଟନ୍‌ର ଏକ ମେଗା ଇଣ୍ଟିିଗ୍ରେଟେଡ୍‌ ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ କରିବ। ଏଥିପାଇଁ ୫୦ ହଜାର କୋଟି…

5 years ago

ଆଜି ବିଜୁ ଜୟନ୍ତୀ:ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଉଦ୍‌ବୋଧନ ଦେବେ ନବୀନ

ଭୁବନେଶ୍ୱର, ୫ା୩(ବ୍ୟୁରୋ):ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ବିଜେଡି ପକ୍ଷରୁ ଶୁକ୍ରବାର ପାଳନ କରାଯିବ। ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀ ସ୍ତରରେ ଏହି କାର୍ଯ୍ୟକ୍ରମ ପାଳନ…

5 years ago

ପ୍ରଥମ ଥର: ଏହି ଫିଲ୍ମରେ ଡବଲ ରୋଲରେ ନଜର ଆସିବେ ଐଶ୍ୱର୍ଯ୍ୟା

ଗୁରୁ, ବମ୍ବେ, ରୋଜା, ଥାଲାପତି ଭଳି ସୁପରହିଟ୍‌ ଫିଲ୍ମ ନିର୍ମାଣ କରିସାରିଥିବା ନିର୍ଦ୍ଦେଶକ ମଣି ରତ୍ନମ ଏବେ ତାଙ୍କର ଡ୍ରିମ୍‌ ପ୍ରୋଜେକ୍ଟ ‘ପୋନ୍ନିୟିନ ସେଲଭନ’ କୁ ନେଇ…

5 years ago

ଶିଶୁଙ୍କୁ ଚୁପ୍‌ ନ କରି କିଛି ସମୟ କାନ୍ଦିବାକୁ ଦିଅନ୍ତୁ, କାରଣ…

ଲଣ୍ଡନ: ଜନ୍ମରୁ ଦେଢ଼ ପର୍ଯ୍ୟନ୍ତ ଶିଶୁକୁ କିଛିସମୟ କାନ୍ଦିବାକୁ ଦିଅନ୍ତୁ। ଶିଶୁଟି କାନ୍ଦିବା ସଙ୍ଗେ ସଙ୍ଗେ ତା’ ନିକଟରେ ପହଞ୍ଚିଗଲେ ଏହାର ବିକାଶ ଉପରେ କୁପ୍ରଭାବ ପକାଇବ।…

5 years ago

ମିଛ କହିବାରେ ପାରଙ୍ଗମ ଏହି ଝିଅମାନେ

ମାନବ ଜୀବନରେ ରାଶିଫଳର ମହତ୍ତ୍ୱ ବହୁତ ଅଧିକ। ରାଶି ନାମରୁ ମଣିଷର ପ୍ରକୃତି ବିଷୟରେ ଜଣାପଡ଼ିଥାଏ। କିଛି ଲୋକ ଭଲ ପାଇଁ ମିଛ କହୁଥିବା ବେଳେ ଆଉ…

5 years ago

ଭୁବନେଶ୍ୱର ଦ୍ୱିତୀୟ ବାସୋପଯୋଗୀ

ନୂଆଦିଲ୍ଲୀ, ୫ା୩(ପିଆଇବି):ଭାରତରେ ୧୦ ଲକ୍ଷରୁ କମ୍‌ ଜନସଂଖ୍ୟା ବିଶିଷ୍ଟ ସହର ମଧ୍ୟରେ ବାସପୋଯୋଗୀ ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି ଓଡ଼ିଶା ରାଜଧାନୀ ଭୁବନେଶ୍ୱର। ଗୃହ ନିର୍ମାଣ ଏବଂ…

5 years ago

ଦମ୍‌ଦାର ଲୁକ୍‌ରେ ନଜର ଆସିଲେ ପରିଣୀତି

ବ୍ୟାଟମିଣ୍ଟନ ଖେଳାଳି ସାଇନା ନେହଓ୍ବାଲଙ୍କ ବାୟୋପିକ୍‌ ‘ସାଇନା’ର ଟିଜର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ଫିଲ୍ମରେ ସାଇନାଙ୍କ ଚରିତ୍ରରେ ଅଭିନୟ କରୁଥିବା ଅଭିନେତ୍ରୀ ପରିଣୀତିଙ୍କୁ ଦମ୍‌ଦାର ଲୁକ୍‌ରେ ଦେଖିବାକୁ…

5 years ago

ମେକଅପ୍‌ ନ ନେଇ ବିୟୁଟିଫୁଲ୍‌…

ମୁମ୍ବାଇ: ଫିଲ୍ମ ଶୁଟିଂ ସମୟରେ ଅଭିନେତ୍ରୀ, ଅଭିନେତା ତଥା ଅନ୍ୟ କଳାକାରଙ୍କୁ ମେକଅପ୍‌ ନେବାକୁ ପଡ଼ିଥାଏ। କିନ୍ତୁ ବିଲିଉଡର ଏଭଳି କେତେକ ଅଭିନେତ୍ରୀ ଅଛନ୍ତି, ସେମାନଙ୍କୁ କୌଣସି…

5 years ago

ସମ୍ପର୍କୀୟ ଭାଇକୁ ବିବାହ କଲେ ଯୁବତୀ: ପରିବାର ନେଲା ଏମିତି ପଦକ୍ଷେପ

ଜଣେ ଯୁବତୀ ପରିବାର ବିରୋଧରେ ଯାଇ ତାଙ୍କ ସମ୍ପର୍କୀୟ ଭାଇଙ୍କୁ ବିବାହ କରିଛନ୍ତି। ଏ ନେଇ ଯୁବତୀଙ୍କ ପରିବାର ଲୋକେ ଝିଅର ଏକ କୁଶପୁତ୍ତଳିକା ତିଆରି କରି…

5 years ago

କପିଳାଶ ଜାଗର ଯାତ୍ରା ପାଇଁ କଟକଣା: ଜିଲାବାସୀଙ୍କ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ଢେଙ୍କାନାଳ ଅଫିସ, ୪।୩: ଆସନ୍ତା ୧୧ ତାରିଖରେ ପଡ଼ୁଛି ମହା ଶିବରାତ୍ରୀ। ଏହି ଅବସରରେ ପ୍ରସିଦ୍ଧ ଶୈବ ପୀଠ ଢେଙ୍କାନାଳର କପିଳାଶରେ କଟକଣା ଜାରି କରାଯାଇଛି। ଜାଗର…

5 years ago