Home

କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ…

5 years ago

ମତଦାନର ଗୋଟିଏ ଦିନ ପୂର୍ବରୁ ଭୋଟର ଲିଷ୍ଟରୁ ଶଶିକଳାଙ୍କ ନାମ ଗାଏବ

ଚେନ୍ନାଇ,୫।୪: ତାମିଲନାଡୁରେ ବିଧାନସଭା ନିର୍ବାଚନ ପାଇଁ ଆସନ୍ତାକାଲି ଅର୍ଥାତ୍‌ ଏପ୍ରିଲ ୬ରେ ମତଦାନ ହେବାକୁ ଯାଉଛି। ଏହା ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିଥାଙ୍କ ନିକଟତମ ବନ୍ଧୁ ଶଶିକଳାଙ୍କ…

5 years ago

୨୪ ଘଣ୍ଟାରେ ୪୫ ଜଙ୍ଗଲରେ ନିଆଁ

ଡେରାଡୁନ୍‌,୫।୪: ଉତ୍ତରାଖଣ୍ଡରେ ଗୋଟିଏ ଦିନରେ ୪୫ଟି ଜଙ୍ଗଲରେ ନିଆଁ ଲାଗିଛି। ରବିବାର ଏଭଳି ଘଟିଥିବା ଜଣାପଡ଼ିଛି। ଏହାଯୋଗୁ ୪ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି…

5 years ago

ରାଜଧାନୀରେ ସିଲ୍‌ ହେଲା ଘରୋଇ କୋଚିଂ ସେଣ୍ଟର

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ କେତେକ ଘରୋଇ ଶିକ୍ଷାନୁଷ୍ଠାନ କୋଭିଡ୍‌ ନିୟମ ଉଲ୍ଲଂଘନ କରୁଥିବା ଯାଞ୍ଚ ବେଳେ ଜଣାପଡ଼ିଥିଲା। ତେବେ ବିଏମ୍‌ସି କମିଶନରଙ୍କ…

5 years ago

ମମତାଙ୍କୁ ସାହା ହେବେ ଜୟା

କୋଲକତା,୫।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ର ତୃତୀୟ ପର୍ଯ୍ୟାୟ ପାଇଁ ଏପ୍ରିଲ ୬ରେ ଭୋଟଗ୍ରହଣ ହେବ। ଏପର୍ଯ୍ୟନ୍ତ ଅନୁଷ୍ଠିତ ଦୁଇ ପର୍ଯ୍ୟାୟ ମତଦାନରେ ଉଭୟ ତୃଣମୂଳ କଂଗ୍ରେସ…

5 years ago

୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

ଟିଟିଲାଗଡ଼,(ଡି.ଏନ୍‌.ଏ.)୫।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ସ୍ଥାୟୀ ପ୍ରତିକାର ଦାବିରେ ଟିଟିଲାଗଡ଼ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ…

5 years ago

ବ୍ରିଜ ତଳକୁ ଖସିଲା ଟ୍ରକ୍‌, ହେଲପର ଗୁରୁତର

ମାଧପୁର,୫।୪(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର କନ୍ଧପଡ଼ା ବ୍ରିଜରେ ସୋମବାର ସକାଳେ ଏକ ୧୦ ଚକିଆ ଟ୍ରକ ବ୍ରିଜ ତଳକୁ ଖସିପଡ଼ିଥିବା ଜଣାପଡ଼ିଛି। ଫଳରେ…

5 years ago

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଅମିତ ଶାହା

ରାୟପୁର,୫।୪: ଛତିଶଗଡର ବିଜାପୁରରେ ହୋଇଥିବା ନକ୍ସଲ ଆକ୍ରମଣରେ ୨୨ ଯବାନ ଶହୀଦ ହୋଇଛନ୍ତି। ଶହୀଦଙ୍କ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର…

5 years ago

୮୮ ବର୍ଷରେ ଆଖିବୁଜିଲେ ଦେଶର ପ୍ରଥମ ମହିଳା କ୍ରିକେଟ ଭାଷ୍ୟକାର

ଭାରତର ପ୍ରଥମ ମହିଳା କ୍ରିକେଟ ଭାଷ୍ୟକାର ଚନ୍ଦ୍ରା ନାଏଡୁଙ୍କର ୮୮ ବର୍ଷ ବୟସରେ ଇନ୍ଦୋରରେ ପରଲୋକ ଘଟିଛି। ବିଗତ କିଛି ବର୍ଷ ହେବ ସେ ଅସୁସ୍ଥ ଥିଲେ।…

5 years ago

ଆରସିବିକୁ ନେଇ ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌, କହିଲେ…

ନୂଆଦିଲ୍ଲୀ,୫।୪: ବିରାଟ କୋହଲି ହେଉଛନ୍ତି ଭାରତର ସବୁଠାରୁ ସଫଳ ଟେଷ୍ଟ ଅଧିନାୟକ। ତାଙ୍କ ଅଧିନାୟକତ୍ୱରେ ଭାରତ ଗତ କିଛି ମାସ ମଧ୍ୟରେ ଅଷ୍ଟ୍ରେଲିଆ, ଇଂଲଣ୍ଡ ଭଳି ଶକ୍ତିଶାଳୀ…

5 years ago