Home

ଭାରତୀୟ ଦଳକୁ ବଡ଼ ଝଟ୍‌କା: ଇଂଲଣ୍ଡ ବିପକ୍ଷ ସିରିଜ୍‌ରୁ ବାଦ୍‌ ପଡିଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୧: ଅଷ୍ଟ୍ରେଲିଆ ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନ କରିଥିବା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଗାମୀ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡିଛନ୍ତି। ସିଡନୀ ଟେଷ୍ଟ ଖେଳୁଥିବା ସମୟରେ…

5 years ago

ସ୍କୁଲରେ ଲାଗିଲା ପୋଷ୍ଟର: ଫି ନ ଦେଲେ ପରୀକ୍ଷା ପାଇଁ ଅନୁମତି ନାହିଁ

ମୋରାଦାବାଦ,୨୧।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଥିଲା। ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ସ୍କୁଲ ପକ୍ଷରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖାଯାଇଥିଲା। ତେବେ କେତେକ…

5 years ago

ସ୍ବଦେଶ ଫେରିଲା ଭାରତୀୟ ଦଳ, ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଆଘାତ ସହ ସଂଘର୍ଷ କରୁଥିବା ଭାରତୀୟ ଦଳ ଗୁରୁବାର ଐତିତିହାସିକ ପ୍ରଦର୍ଶନ ପରେ ଘରକୁ ଫେରିଛି। ବିମାନବନ୍ଦରଠାରେ ପ୍ରଶଂସକମାନେ ସେମାନଙ୍କ ପ୍ରିୟ ଖେଳାଳିଙ୍କ ଝଲକ ପାଇବାକୁ ଘଣ୍ଟା…

5 years ago

୧୫ ବର୍ଷ ଧରି ନିଜକୁ ଜୀବିତ ସାବ୍ୟସ୍ତ କରିବା ଲାଗି ଜାରି ରହିଛି ଲଢ଼େଇ

ମିର୍ଜାପୁର,୨୧।୧: ଉତ୍ତରପ୍ରଦେଶ ମିର୍ଜାପୁରରେ ୫୬ ବର୍ଷ ବୟସ୍କ ଭୋଲା ସିଂ ଗତ ୧୫ ବର୍ଷ ଧରି ନିଜକୁ ଜୀବିତ ସାବ୍ୟସ୍ତ କରିବା ଲାଗି ଲଢ଼େଇ ଜାରି ରଖିଛନ୍ତି।…

5 years ago

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ପାଇଁ ୫୦ ହଜାର ଟପିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଭାବରେ ଜୋ ବାଇଡେନ୍‌ ଶପଥ ନେବା ପରେ ଭାରତୀୟ ଶେୟାର ବଜାରରେ ଏହାର ପ୍ରଭାବ ଦେଖାଯାଇଛି। ଗୁରୁବାର ଶେୟାର ବଜାର ରେକର୍ଡ ସ୍ତରରେ…

5 years ago

ସଭରକରଙ୍କ ଫଟୋକୁ ନେଇ ବିବାଦ

ଲକ୍ଷ୍ନୌ, ୨୧।୧: ଉତ୍ତରପ୍ରଦେଶ ବିଧାନ ପରିଷଦର ଫଟୋ ଗ୍ୟାଲେରିରେ ହିନ୍ଦୁ ଆଦର୍ଶବାଦୀ ନେତା ବୀର ସଭରକରଙ୍କ ଫଟୋ ଲଗାଯିବାକୁ ନେଇ ବିବାଦ ଦେଖାଦେଇଛି। ବିଧାନ ପରିଷଦର କଂଗ୍ରେସ…

5 years ago

ମଡର୍ନା ଟିକା ପାର୍ଶ୍ୱ ପ୍ରତିକ୍ରିୟାର ତଦନ୍ତ ଆରମ୍ଭ

ନ୍ୟୁୟର୍କ, ୨୧।୧: କାଲିଫର୍ନିଆର ସାନ୍‌ ଡିଏଗୋ ଟିକା କେନ୍ଦ୍ରରେ ମଡର୍ନା କମ୍ପାନୀର କୋଭିଡ୍‌ ଟିକା ନେବା ପରେ ଅନେକଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଛି। କାଲିଫର୍ନିଆ ସ୍ବାସ୍ଥ୍ୟ…

5 years ago

ରାଗିଗଲେ ରିୟା: କହିଲେ, ଦୟାକରି ମୋ ପିଛା କରନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସନ୍ଦେହଜନକ ଆତ୍ମହତ୍ୟା ପରେ ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ବେଶ୍‌ ଚର୍ଚ୍ଚାରେ ଥିଲେ। ସୁଶାନ୍ତଙ୍କ ପରିବାର ଦ୍ୱାରା ଦାଖଲ ହୋଇଥିବା…

5 years ago

ଭୁଟାନ, ମାଳଦ୍ୱୀପରେ ପହଞ୍ଚିଲା ଭାରତୀୟ ଟିକା

ନୂଆଦିଲ୍ଲୀ, ୨୧।୧: ଭାରତ ସରକାରଙ୍କ ଟିକା ମୈତ୍ରୀ ଆରମ୍ଭ ହୋଇଛି। ନୂଆଦିଲ୍ଲୀ ପଠାଇଥିବା ୧,୫୦,୦୦୦ କୋଭିଶିଲ୍ଡ ଟିକା ବୁଧବାର ଭୁଟାନରେ ପହଞ୍ଚିଛି । ଭାରତର ‘ପଡୋଶୀ ପ୍ରଥମ’…

5 years ago

ବଜେଟ ଅଧିବେଶନ: ୩୦ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ, ୨୧।୧(ପି.ଟି.): ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୨୯ରୁ ଆରମ୍ଭ ହେଉଥିବାବେଳେ ୩୦ରେ ସର୍ବଦଳୀୟ ବୈଠକ ଡକାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା କରିବେ।…

5 years ago