ଖରାଛୁଟି!! ଆଃ!! କେବେ ସରିବ ପରୀକ୍ଷା। ଆରମ୍ଭ ହୋଇଯାଏ ଦିନଗଣିବା, ପରୀକ୍ଷାର ଶେଷ ଆଡ଼କୁ ଆଉ କ’ଣ ସତରେ ପାଠରେ ମନଲାଗେ, ମାମୁ ଘରକୁ ଯିବାର ଅଛି।…
ହାଭାନା,୨୧।୩: ମଧ୍ୟ ଆମେରିକା ଦେଶ କ୍ୟୁବାରେ ଶନିବାର ରାତ୍ର ୧୦ଟା ୬ରେ ଆକାଶରୁ ଏକ ଜଳନ୍ତା ଗ୍ରହପିଣ୍ଡ ପ୍ରଚଣ୍ଡ ଶବ୍ଦ କରି ଭୂପୃଷ୍ଠରେ ପଡ଼ିଛି। ଜଳନ୍ତା ଗ୍ରହପିଣ୍ଡର…
ଭୁବନେଶ୍ୱର,୨୧।୩(ବ୍ୟୁରୋ): ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ…
ଅନୁଗୋଳ ଅଫିସ/ଛେଣ୍ଡିପଦା,୨୧।୩(ଡି.ଏନ୍.ଏ.): ଅନୁଗୋଳ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ର ଜରପଡ଼ାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ରବିବାର ସକାଳେ ଜରପଡ଼ା ବସ୍ଷ୍ଟାଣ୍ଡ ନିକଟରେ…
ନୂଆଦିଲ୍ଲୀ,୨୧।୩: ପଶ୍ଚିମବଙ୍ଗରେ ମାର୍ଚ୍ଚ ୨୭ରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ କରାଯିବ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭୋଟରଙ୍କୁ ହାତେଇବା ପାଇଁ…
ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଶନିବାର ରାତିରେ ତାଙ୍କ ବାସଭବନରେ ପରଲୋକ ଘଟିଛି। ଗତକିଛି ଦିନ ଧରି…
ଜୈସଲମେର,୨୧।୩: ଅହମଦାବାଦାରୁ ଜୈସଲମେର ଆସିଥିବା ସ୍ପାଇସ୍ ଜେଟ୍ର ଏସ୍ଜି-୩୦୧୨ ବିମାନରେ ଲ୍ୟାଣ୍ଡିଂ ନ କରିପାରି ଦୀର୍ଘ ଘଣ୍ଟାଏ କାଳ ଆକାଶରେ ଘୂରି ବୁଲିିଛି। ଶନିବାର ମଧ୍ୟାହ୍ନରେ ଅହମଦାବାଦରୁ…
ନୂଆଦିଲ୍ଲୀ,୨୧।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ…
ଭୁବନେଶ୍ୱର, ୨୧।୩(ବ୍ୟୁରୋ) : ୧୯୭୪ରୁ ୪୭ ବର୍ଷ ଧରି ଆଗଧାଡ଼ିର ଗଣମାଧ୍ୟମ ଭାବେ ‘ଧରିତ୍ରୀ’ ଓଡ଼ିଶାରେ ବିଭିନ୍ନ ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ପ୍ରସଙ୍ଗକୁ ନେଇ ଏକ…
ଓ୍ବାଶିଂଟନ୍, ୨୧ା୩: ଆମେରିକାରେ ୨୦୨୦ରେ ଅଧ୍ୟୟନ କରୁଥିବା ବାହାର ଦେଶର ଛାତ୍ରୀଛାତ୍ରଙ୍କ ସଂଖ୍ୟା ୨୦୧୯ଠାରୁ କମ୍ ରହିଛି। ଗତ ବର୍ଷ ସେଠାରେ ପଢ଼ୁଥିବା ବିଦେଶୀ ପିଲାଙ୍କ ମଧ୍ୟରୁ…