Home

ସିବିଆଇ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ

ଗାଜିଆବାଦ୍‌,୧୪।୧: ଉତ୍ତରପ୍ରଦେଶ ଗାଜିଆବାଦ୍‌ସ୍ଥିତ ସିବିଆଇ ଏକାଡେମୀରେ କାର୍ଯ୍ୟ କରୁଥିବା କେତେକ ଅଧିକାରୀଙ୍କ ଘରେ ଗୁରୁବାର ସିବିଆଇ ଚଢ଼ାଉ କରାଯାଇଛି। ସେମାନଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଅଣାଯାଇଛି। ଏକାଡେମୀର…

5 years ago

ମୁରଲୀଧରନଙ୍କ ଭବିଷ୍ୟବାଣୀ: ଏହି ବୋଲର୍‌ ହିଁ ଭାଙ୍ଗିପାରିବ ମୋ ରେକର୍ଡ  

ଶ୍ରୀଲଙ୍କାର ମହାନ ସ୍ପିନର ମୁଥିଆ ମୁରଲୀଧରନ ବିଶ୍ୱର ସର୍ବଶ୍ରେଷ୍ଠ ବୋଲର୍‌। ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ୮୦୦ ଉଇକେଟ୍‌ ନେଇଛନ୍ତି। ତାଙ୍କ ରେକର୍ଡ ଭାଙ୍ଗିବା ଆଜିକାଲି କ୍ରିକେଟର୍‌ଙ୍କ ପାଇଁ…

5 years ago

ଉତ୍ତରପ୍ରଦେଶ ରାଜନୀତିରେ ମୋଦି ମ୍ୟାନ୍‌ଙ୍କ ଏଣ୍ଟ୍ରି

ଲକ୍ଷ୍ନୌ,୧୪।୧: ମୋଦି ମ୍ୟାନ୍‌ କୁହାଯାଉଥିବା ପୂର୍ବତନ ଆଇଏଏସ୍‌ ଅଫିସର ଅରବିନ୍ଦ କୁମାର ଶର୍ମା ଉତ୍ତରପ୍ରଦେଶ ରାଜନୀତିରେ ଏଣ୍ଟ୍ରି କରିଛନ୍ତି। ଗୁରୁବାର ସେ ଭାଜପାରେ ଯୋଗ ଦେଇଛନ୍ତି। ରାଜ୍ୟ…

5 years ago

ଜୀବନ ପ୍ରଦୀପଙ୍କ ଘରବାହୁଡ଼ା

ଭୁବନେଶ୍ୱର,୧୪।୧: ବାଲେଶ୍ୱରର ପୂର୍ବ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଥିବା ସୂଚନା…

5 years ago

ଆରମ୍ଭ ହେଲା ଏୟାର ଟ୍ୟାକ୍ସି ସେବା

ଚଣ୍ଡିଗଡ଼,୧୪।୧: କେନ୍ଦ୍ର ସରକାରଙ୍କ ‘ଉଡ଼ାଣ’ ଯୋଜନା ଅନ୍ତର୍ଗତ ଗୁରୁବାର ଦେଶର ପ୍ରଥମ ଏୟାର ଟ୍ୟାକ୍ସି ସେବା ଆରମ୍ଭ କରାଯାଇଛି। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ଚଣ୍ଡିଗଡ଼…

5 years ago

୧୨୩ ବର୍ଷ ପୂର୍ବେ ଆଜିର ଦିନରେ ମରାଯାଇଥିଲା କ୍ରିକେଟ ଇତିହାସର ପ୍ରଥମ ଛକା: କିଛି ଏଭଳି ଥିଲା..

ନୂଆଦିଲ୍ଲୀ,୧୪।୧: ଖେଳଜଗତରେ ଏଭଳି ଅନେକ ଘଟଣା ଘଟେ ଯାହାକୁ ସହଜରେ ଭୁଲି ହୁଏନା। ସେଭଳି ଏକ ଘଟଣାକ୍ରମରେ କ୍ରିକେଟ ଇତିହାସରେ ଜାନୁୟାରୀ ୧୪ରେ ପ୍ରଥମ ଛକା ମରାଯାଇଥିଲା।…

5 years ago

ବିକାଶର ମଡେଲ ହୋଇପାରିଛି କଳାହାଣ୍ଡି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୧୪।୧(ଡି.ଏନ୍‌.ଏ.) : କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ…

5 years ago

ବ୍ରିଜ୍‌ ଉପରେ ଜଳିଗଲା କାର୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଫାୟାରଷ୍ଟେଶନ ଓଭର ବ୍ରିଜ୍‌ ଉପରେ ଗୁରୁବାର ମଧ୍ୟାହ୍ନରେ ଏକ କାର୍‌ ଜଳିଯାଇଛି। ଏହି କାର୍‌ରେ ଡ୍ରାଇଭରଙ୍କ ସହ ଆଉ ୨ ଯାତ୍ରୀ ଥିଲେ। କାର୍‌ରେ ହଠାତ୍‌…

5 years ago

ଏହି ୫ ଭୁଲ୍‌ କରୁଛନ୍ତି କି, ହୋଇଯିବେ ବରବାଦ: ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ..

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି।…

5 years ago

୨୦ ମାସର ଶିଶୁ ୫ ଜଣଙ୍କ ଜୀବନ ରକ୍ଷା କଲେ

ନୂଆଦିଲ୍ଲୀ,୧୪।୧: କୁହାଯାଏ ଖୁସି ବାଣ୍ଟିଲେ ବଢ଼ିଥାଏ। ଏଭଳି କାର୍ଯ୍ୟ ଜଣେ ୨୦ ମାସର ଶିଶୁ କରିଛନ୍ତି। ସେ ୫ ଜଣ ଲୋକଙ୍କ ଜୀବନ ରକ୍ଷା କରିଛନ୍ତି। ଅଙ୍ଗଦାନ…

5 years ago