Home

ଘରୋଇ ସ୍କୁଲ ରାସ୍ତା ନିର୍ମାଣକୁ ବିରୋଧ: ସେନା କର୍ମଚାରୀଙ୍କୁ ମିଳିଥିଲା ଜମି

ପଟ୍ଟାମୁଣ୍ଡାଇ,୧୮।୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବିଭିନ୍ନ ଗୋଚର, ଅନାବାଦୀ, ପତିତ ଆଦି ସରକାରୀ ଜମିକୁ ଚଞ୍ଚକତା କରି ପ୍ରଭାବଶାଳୀ ବ୍ୟକ୍ତିମାନେ ଜବରଦଖଲ କରି ଚାଲିଛନ୍ତି। ଏମିତି ଘଟିଛି ପଟ୍ଟାମୁଣ୍ଡାଇ…

5 years ago

ଦେଢ଼ ବର୍ଷର ଶିଶୁ ଗିଳିଦେଇଥିଲେ ୬୫ ଗୁଲି: ଜଣାପଡ଼ିବା ପରେ…

ଲକ୍ଷ୍ନୌ, ୧୮।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଜଣେ ଦେଢ଼ ବର୍ଷର ଶିଶୁ ଖେଳିବା ସମୟରେ ଗୋଟିଏ ପରେ ଗୋଟିଏ କରି ୬୫ଟି ଟ୍ୟାବଲେଟ ଚୁମ୍ବକ (ଗୁଲି) ଗିଳିଦେଇଥିଲେ।…

5 years ago

ଇତିହାସ ରଚିଲେ ବିରାଟ କୋହଲି

ଆଡିଲେଡ୍‌,୧୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହୋଇଛି। ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଆଡିଲେଡରେ ଖେଳାଯାଉଛି। ଏହି ଦିବାରାତ୍ର…

5 years ago

ଶାଳଗାଁରେ ହାତୀ ଉପଦ୍ରବ

ଚୌଦ୍ୱାର,୧୮ା୧୨(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଶାଳଗାଁ ପଞ୍ଚାୟତ ଅଧୀନ ଶାଳଗାଁ ଗ୍ରାମରେ ଗୁରୁବାର ଭୋରରୁ ହାତୀ ଉପଦ୍ରବ ଦେଖିବାକୁ ମିଳିଥିଲା। ୧୬ଟିକିଆ ହାତୀପଲ ଧାନବିଲରେ ପଶି ଫସଲ ନଷ୍ଟ…

5 years ago

ଏକାମ୍ର ପ୍ରକଳ୍ପ କାର୍ଯ୍ୟକୁ ଏଏସ୍‌ଆଇର ବିରୋଧ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ୫ଟି କାର୍ଯ୍ୟକ୍ରମ ଅଧୀନରେ ହେଉଥିବା ଏକାମ୍ର କ୍ଷେତ୍ର ବିକାଶ ପ୍ରକଳ୍ପକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ବିରୋଧ କରିଛି। ନିର୍ମାଣ କାର୍ଯ୍ୟକୁ ବେଆଇନ୍‌ ଦର୍ଶାଇ…

5 years ago

ପରୀକୁ ନ୍ୟାୟ ମିଳୁ, ନିର୍ଦ୍ଦୋଷ ଦଣ୍ଡ ନ ପାଉ

ନୟାଗଡ଼ ଅଫିସ,୧୮ା୧୨: ପରୀ ନ୍ୟାୟ ପାଉ। ତେବେ ବାହାବା ନେବା ପାଇଁ ନିର୍ଦ୍ଦୋଷକୁ ଦଣ୍ଡ ଦିଆ ନ ଯାଉ। ଦୋଷର ପ୍ରମାଣ ମିଳିଲେ ହତ୍ୟାକାରୀଙ୍କୁ ଫାଶୀ ଦିଆଯାଉ।…

5 years ago

ଏକଦା ଗୋଡରେ ଛିଡ଼ା ହୋଇପାରୁ ନ ଥିଲେ ସଲମାନ୍‌ଙ୍କ ଏହି ଅଭିନେତ୍ରୀ: ଏବେ…

୧୫ ବର୍ଷ ପୂର୍ବେ ସଲମାନ ଖାନ୍‌ଙ୍କ ସହ ଫିଲ୍ମ ‘ଲକି ନୋ ଟାଇମ୍‌ ଫର୍‌ ଲଭ୍‌’ରେ ଲିଡ୍‌ ଚରିତ୍ରରେ ଦେଖିବାକୁ ମିଳିଥିଲା ଅଭିନେତ୍ରୀ ସ୍ନେହା ଉଲ୍ଲାଲଙ୍କୁ। ଆଜି…

5 years ago

ଗଙ୍ଗଓ୍ବାରଙ୍କୁ ଚିଠି ଲେଖିଲେ ନବୀନ : ଇପିଏଫ୍‌ ପେନ୍‌ସନ ପୁନଃ ନିର୍ଦ୍ଧାରଣ କରାଯାଉ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍‌) ପେନ୍‌ସନ ଉପଭୋକ୍ତାଙ୍କ ସର୍ବନିମ୍ନ ପେନ୍‌ସନ ପୁନଃ ନିର୍ଦ୍ଧାରଣ କରିବା ଲାଗି ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଲୋଡିଛନ୍ତି ।…

5 years ago

ଚନ୍ଦ୍ରରୁ ମାଟି ଆଣିଲା ଚାଇନା

ବେଜିଂ, ୧୮।୧୨: ଚାଇନାର ମହାକାଶଯାନ ଚାଙ୍ଗ’ଇ-୫ ଚନ୍ଦ୍ରପୃଷ୍ଠରୁ ମାଟି ନମୁନା ସଂଗ୍ରହ କରି ଗୁରୁବାର ପୃଥିବୀକୁ ଫେରଛିି। ଚାଇନା ଡିସେମ୍ବର ୨ରେ ରୋବଟ ସହ ମହାକାଶଯାନକୁ ଚନ୍ଦ୍ର…

5 years ago

ମହିଳାଙ୍କୁ ଭାକ୍ସିନ୍‌ ଭୟ

ନୂଆଦିଲ୍ଲୀ, ୧୮।୧୨:କରୋନା ମହାମାରୀରୁ ଦେଶକୁ ରକ୍ଷା କରିବାକୁ ସରକାର ଟିକାକରଣ ପାଇଁ ଜୋରଦାର ଉଦ୍ୟମ ଚଲାଇଥିବାବେଳେ ଲୋକେ କିନ୍ତୁ ଭାକ୍ସିନ୍‌ ନେବେ କି ନା ସେନେଇ ଦ୍ୱନ୍ଦ୍ୱରେ…

5 years ago