ଅକଲାଣ୍ଡ,୨।୪(ଏପି): ବାଂଲାଦେଶ ବିପକ୍ଷ ବର୍ଷା ବାଧାପ୍ରାପ୍ତ ତୃତୀୟ ଟି୨୦ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୬୫ ରନରେ ବିଜୟୀ ହୋଇଛି। ୩ଟି ଯାକ ମ୍ୟାଚ୍ ଜିତି ନ୍ୟୁଜିଲାଣ୍ଡ ସିରିଜ କ୍ଲିନ୍ସୁଇପ୍…
ଚେନ୍ନାଇ, ୨।୪-ଆହତ ସମସ୍ୟା ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟାସ ଆୟାର ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରେ ଖେଳିପାରିବେ ନାହିଁ। ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ…
ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ…
ନୂଆଦିଲ୍ଲୀ,୧।୪: ଆହତ ସମସ୍ୟା ଯୋଗୁ ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍)-୨୦୨୧ରୁ ବାହାର ହୋଇଛନ୍ତି କ୍ରିକେଟର ଶ୍ରେୟାସ ଆୟାର। ସିଜନରେ ସେ ନ ଖେଳିଲେ ମଧ୍ୟ ପୁରା ପାଉଣା ପାଇବେ।…
ଭାରତୀୟ ସଂସ୍କୃତିରେ ମହିଳାମାନେ ସ୍ବାମୀଙ୍କ ନାମ ନ ଧରିବାର ପରମ୍ପରା ରହି ଆସିଥିଲା। ଅତ୍ୟାଧୁନିକ ସମୟରେ ଏହାକୁ କେହି ସେତେଟା ପାଳନ କରୁ ନ ଥିଲେ ହେଁ…
ବମ୍ବେ: ଚାରି ବର୍ଷର ବିବାହ ପରେ ସ୍ବାମୀଙ୍କଠାରୁ ଅଲଗା ହୋଇଛନ୍ତି ଅଭିନେତ୍ରୀ କୀର୍ତ୍ତି କୁଲ୍ହାରୀ। ସୋସିଆଲ ମିଡିଆରେ ଲମ୍ବା ଚଉଡ଼ା ପୋଷ୍ଟ କରି ସେ ଏ ବିଷୟରେ…
ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୁଧବାର ରେକର୍ଡ ଭାଙ୍ଗିଥିଲା ଭୁବନେଶ୍ୱର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ବିଶ୍ୱର ସବୁଠୁ…
ସେଣ୍ଟପିଟରସବର୍ଗ,୧।୪: କ୍ୟାମେରାରେ କଏଦ ହୋଇଥିବା ଏକ ଭିଡିଓ ଦେଖିଲେ ଆପଣଙ୍କ ଲୋମ ଟାଙ୍କୁରି ଉଠିବ। ଭିଡିଓରେ ଦେଖିବାକୁ ମିଳିଛି ଏକ ଦମ୍ପତି କାର୍ରେ ଯାଉଥିଲେ। ହଠାତ୍ ୫୦…
କେନ୍ଦୁଝର,୧।୪(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୁହାପଥର ଖଣିରେ ଲୋଡିଂ ପାଇଁ ଟୋକନ ବଣ୍ଟାକୁ ନେଇ ଟ୍ରକ ମାଲିକଙ୍କ ମଧ୍ୟରେ ଗୁରୁବାର ଅଶାନ୍ତି ଦେଖାଦେଇଛି। ଫଳରେ…
ନୂଆଦିଲ୍ଲୀ,୧।୪: ବିଗତ ଦିନର ପ୍ରଦର୍ଶନକୁ ନେଇ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ରିଷଭ ପନ୍ତଙ୍କ ଭାଗ୍ୟ ଶିଖର ଛୁଉଁଛି। ନିକଟରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଭାବେ ଚୟନ କରାଯିବର…