Home

ରୋହିତ ଶର୍ମାଙ୍କୁ କୋଳାଗ୍ରତ କରି ସ୍ବାଗତ କଲେ ସାଥୀ ଖେଳାଳି, କିନ୍ତୁ କୋଚ୍‌ ମାରିଲେ ଏମିତି କମେଣ୍ଟ

ସିଡନୀ,୩୧।୧୨: ହିଟ୍‌ମ୍ୟାନ୍‌ ରୋହିତ୍‌ ଶର୍ମା ସୁସ୍ଥ ହୋଇ ଭାରତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ସେ ଭାରତୀୟ ଦଳ ସହ ଯୋଗ…

6 years ago

ଗାୟତ୍ରୀ ପ୍ରଜାପତିଙ୍କ ଘରେ ଚଢ଼ାଉ: ୧୧ ଲକ୍ଷ ଅଚଳ ଟଙ୍କା ସହିତ ୧୦୦ ବେନାମୀ ସମ୍ପତ୍ତି ଜବତ

ଲକ୍ଷ୍ନୌ,୩୧।୧୨: ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟି ନେତା ଗାୟତ୍ରୀ ପ୍ରଜାପତିଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଖଣି ଦୁର୍ନୀତିରେ ତାଙ୍କର ବିଭିନ୍ନ ସ୍ଥାନରେ ଥିବା ଘରେ ପ୍ରବତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ…

6 years ago

୨ ଆଙ୍ଗୁଠି ଭାଙ୍ଗିବା ସତ୍ତ୍ୱେ ୪୯ ଓଭର ବୋଲିଂ କରି ଦଳକୁ ବିଜୟ ଦେଲେ ଏହି ବୋଲର୍‌

ମାଉଣ୍ଟ ମୁଙ୍ଗାନୁଇ,୩୧।୧୨: ନ୍ୟୁଜିଲାଣ୍ଡ ଦ୍ରୁତ ବୋଲର ନିଲ ୱାଗନରଙ୍କ ସାହସକୁ ପ୍ରଶଂସା କରିଛନ୍ତି କିଓ୍ବି ଅଧିନାୟକ କେନ ୱିଲିୟମସନ ଏବଂ ପାକିସ୍ତାନ ଅଧିନାୟକ ମହମ୍ମଦ ରିଜୱାନ। ୱାଗନର…

6 years ago

ସିନୋଫାର୍ମ କରୋନା ଟିକାକୁ ଚାଇନାରେ ମଞ୍ଜୁରୀ

ବେଜିଂ,୩୧।୧୨: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ସିନୋଫାର୍ମ ଦ୍ୱାରା ପ୍ରସ୍ତୁତ କରୋନା ପ୍ରତିଷେଧକ ଟିକାକୁ ଗୁରୁବାର ମଞ୍ଜୁରୀ ମିଳିଛି। ଏବେ ଏହାକୁ ଜରୁରୀକାଳୀନ ପରିସ୍ଥିିତିରେ…

6 years ago

୫ ବର୍ଷ ପୂର୍ବେ ଆଜିର ଦିନରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ ଧୋନୀ

ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୧୪ରେ ଆଜିର ଦିନରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ୬ ବର୍ଷ ପୂର୍ବେ ମେଲବୋର୍ନରେ ଅଷ୍ଟ୍ରେଲିଆ ବିପକ୍ଷରେ…

6 years ago

ନୂଆବର୍ଷ ପାର୍ଟିକୁ ମନା: ୧୪୪ ଧାରା ସହିତ ନାଇଟ୍‌ କର୍ଫ୍ୟୁ ଜାରି

ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତରେ ନୂଆବର୍ଷ ପାର୍ଟିକୁ ମନା କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ସ୍ଥିତି ଉପରେ ତୀକ୍ଷ୍‌ଣ…

6 years ago

ଗଛରେ ପିଟି ହେଲା ବୋଲେରୋ: ଚାଲିଗଲା ୪ ଜୀବନ

କେନ୍ଦୁଝର,୩୧।୧୨:(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ବୋଲେରୋ। ଏଥିରେ…

6 years ago

କୁଖ୍ୟାତ ଖଲିସ୍ତାନ ଆତଙ୍କବାଦୀ ଭାରତରେ

ନୂଆଦିଲ୍ଲୀ,୩୧।୧୨: ଗୋଇନ୍ଦା ବିଭାଗକୁ ବଡ଼ ସଫଳତା ମିଳିଛି। କୁଖ୍ୟାତ ଖଲିସ୍ତାନ ଆତଙ୍କବାଦୀ ସୁଖ ବିକରିଓ୍ବାଲଙ୍କୁ ଭାରତକୁ ଅଣାଯାଇପାରିଛି। ଗୁରୁବାର ତାଙ୍କୁ ଦୁବାଇରୁ ଭାରତକୁ ଅଣାଯାଇଛି। ପାକିସ୍ତାନ ଗୋଇନ୍ଦା…

6 years ago

ଗର୍ଭଧାରଣ ବିଷୟ ଏମିତି ଲୁଚାଇ ରଖିଥିଲେ ଅନୁଷ୍କା

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି ଖୁବଶୀଘ୍ର ମାତାପିତା ହେବାକୁ ଯାଉଛନ୍ତି। ଅନୁଷ୍କା ପ୍ରାୟତଃ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ନିଜ ବେବି ବମ୍ପ ଶେୟାର…

6 years ago

ରାମମନ୍ଦିର ଚାନ୍ଦା ଆଦାୟରୁ ଉତ୍ତେଜନା

ଭୋପାଳ,୩୧।୧୨ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ମଧ୍ୟପ୍ରଦେଶରେ ଚାନ୍ଦା ଆଦାୟ ବେଳେ ଦୁଇଟି ସ୍ଥାନରେ ଉତ୍ତେଜନା ଦେଖାଦେବା ସହ ସଂଘର୍ଷ ହୋଇଛି। ମଙ୍ଗଳବାର ମଣ୍ଡସୌର ଜିଲାର…

6 years ago