Home

ଆଜିର ଦିନରେ ପାକିସ୍ତାନ ବିପକ୍ଷରେ ଡେବ୍ୟୁ ମ୍ୟାଚ୍‌ ଖେଳିଥିଲେ ମାଷ୍ଟର ବ୍ଲାଷ୍ଟର; ହେଲେ ଏହି ଘଟଣା ଯୋଗୁ…

ନୂଆଦିଲ୍ଲୀ,୧୫।୧୧: ୩୧ ବର୍ଷ ପୂର୍ବେ ଆଜିର ଦିନରେ କରାଚିରେ ନିଜର ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ ସଚିନ ତେନ୍ଦୁଲକର। ମାତ୍ର ୧୬ ବର୍ଷ ବୟସରେ ସଚିନ…

5 years ago

ସୋମବାରଠାରୁ ମହାରାଷ୍ଟ୍ରରେ ଖୋଲିବ ଧାର୍ମିକ ସ୍ଥଳ: ମାର୍ଗଦର୍ଶିକା ଜାରି

ମୁମ୍ବାଇ,୧୫।୧୧: ସୋମବାର ଠାରୁ ମହାରାଷ୍ଟ୍ରରେ ଧାର୍ମିକ ସ୍ଥଳ ଖୋଲିବ। ଏନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।  ୬୫ ବର୍ଷ ବୟସରୁ ଅଧିକ…

5 years ago

ପିଡ଼ିପିକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ସଂସ୍ଥାପକ ସଦସ୍ୟ

ଶ୍ରୀନଗର,୧୫।୧୧: ଜମ୍ମୁ-କଶ୍ମୀରରେ ପିପୁଲସ୍‌ ଡେମୋକ୍ରାଟିକ୍‌ ପାର୍ଟି(ପିଡ଼ିପି)କୁ ବଡ଼ ଝଟ୍‌କା ଲାଗିଛି। ଦଳର ସଂସ୍ଥାପକ ସଦସ୍ୟ ମୁଜାଫର ହୁସେନ୍‌ ବେଗ୍‌ ଇସ୍ତଫା ଦେଇଛନ୍ତି। ଜିଲା ବିକାଶ ପରିଷଦ ନିର୍ବାଚନ…

5 years ago

କ୍ଷେତ୍ରୀୟ ଅଖଣ୍ଡତା-ଅନ୍ତର୍ଜାତୀୟ ଆଇନକୁ ସମ୍ମାନ ଦେବା ଆବଶ୍ୟକ: ଜୟ ଶଙ୍କର

ନୂଆଦିଲ୍ଲୀ,୧୫।୧୧: କ୍ଷେତ୍ରୀୟ ଅଖଣ୍ଡତାକୁ ସମ୍ମାନ ଦେବା ଦ୍ୱାରା ଦେଶ ଦେଶ ମଧ୍ୟରେ ଶାନ୍ତିପୂର୍ଣ୍ଣ ସ୍ଥିତି ସୃଷ୍ଟି ହୋଇପାରିବ। ସେହିପରି ଅନ୍ତର୍ଜାତୀୟ ଆଇନର ପାଳନ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି…

5 years ago

ରାଜରାସ୍ତାରେ ଟ୍ରମ୍ପ୍‌ ସମର୍ଥକ: ନିର୍ବାଚନ ଫଳାଫଳ ମାନିବାକୁ ଅରାଜି

ଓ୍ବାଶିଂଟନ,୧୫।୧୧: ଆମେରିକା ରାଜରାସ୍ତାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସମର୍ଥକ ଓହ୍ଲାଇଛନ୍ତି। ସେମାନେ ନିର୍ବାଚନ ଫଳାଫଳକୁ ମାନିବାକୁ ଅରାଜି ହୋଇ ପୋଲିସ ସହିତ ଧସ୍ତାଧସ୍ତି ହୋଇଛନ୍ତି। ସମର୍ଥକମାନେ ଓ୍ବାଶିଂଟନ…

5 years ago

କିଲର ଡଲଫିନ୍‌ଙ୍କୁ ସୈନ୍ୟ ବାହିନୀରେ ସାମିଲ୍‌ କରୁଛନ୍ତି କିମ୍‌ ଜୋଙ୍ଗ ଉନ୍‌

ପୋୟାଙ୍ଗାୟାଙ୍ଗ୍‌,୧୪।୧୧: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସନ କିମ୍‌ ଜୋଙ୍ଗ୍‌ ଉନ୍‌ ସୈନ୍ୟ ବାହିନୀରେ କିଲର ଡଲଫିନ୍‌ଙ୍କୁ ସାମିଲ୍‌ କରୁଛନ୍ତିି। ଏସବୁ ଡଲଫିନ୍‌ଙ୍କୁ ଆବଶ୍ୟକ ତାଲିମ୍‌ ଦିଆଯିବ।…

5 years ago

ସ୍ବାଭିମାନ ଅଞ୍ଚଳରେ ବିଏସ୍‌ଏଫ୍‌ ଏଡିଜି: ମାଓବାଦୀ ଦମନ ରଣନୀତି ସମୀକ୍ଷା

ଚିତ୍ରକୋଣ୍ଡା, ୧୪।୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳକୁ ବିଏସ୍‌ଏଫ୍‌ ଏଡିଜି ଏସ୍‌.ଏଲ୍‌. ଥାଓସେଲ୍‌ ଶନିବାର ଗସ୍ତ କରିଛନ୍ତି। ମାଲକାନଗିରି ଏସ୍‌ପି ରିଷିକେଶ ଖିଲାରୀଙ୍କ ସହ ସେ ଗୋରାସେତୁ ବିଏସ୍‌ଏଫ୍‌…

5 years ago

ପାକିସ୍ତାନକୁ ସମନ କରିବ ଭାରତ

ନୂଆଦିଲ୍ଲୀ,୧୪ା୧୧: ଏଲଓସିରେ ଅସ୍ତ୍ର ବିରତି ଉଲ୍ଲଂଘନ ପାଇଁ ପାକିସ୍ତାନକୁ ସମନ କରିବ ଭାରତ। ଶୁକ୍ରବାର ପାକିସ୍ତାନର ଆଖିବୁଜା ଗୁଳି ଚାଳନାରେ ଭାରତୀୟ ଯବାନ ଶହୀଦ ହେବା ସହିତ…

5 years ago

ହସ୍ପିଟାଲରେ ଭର୍ତ୍ତି ହେଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଶିମ୍‌ଲା,୧୪।୧୧-ନିଃଶ୍ବାସ ନେବାରେ ଅସୁବିଧା ହେବାରୁ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଶନିବାର ଶିମ୍‌ଲାସ୍ଥିତ ଆଇଜିଏମସି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖଟ୍ଟର ବର୍ତ୍ତମାନ ହିମାଚଳ ପ୍ରଦେଶ ଗସ୍ତରେ…

5 years ago

ରାଜଧାନୀରେ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୧

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ…

5 years ago