ଭୁବନେଶ୍ୱର,୯।୨(ବ୍ୟୁରୋ): କୋରାପୁଟ ଜିଲା ସୀମାନ୍ତବର୍ତ୍ତୀ କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମୁହଁାମୁହଁି ହୋଇଛନ୍ତି। କୋଟିଆ ପଞ୍ଚାୟତର ୩ଟି ଗାଁକୁ ନେଇ ଦୁଇରାଜ୍ୟ ମଧ୍ୟରେ ବିବାଦ…
ଚେନ୍ନାଇ,୯।୨: ଭାରତ ଓ ଇଂଲଣ୍ଡ ମଧ୍ୟରେ ଏଠାରେ ଚାଲିଥିବା ଚାରିମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ରୋଚକ ସ୍ଥିତିରେ ପହଞ୍ଚିଛି। ଶେଷ ଦିନରେ ମ୍ୟାଚ ଜିତିବା…
ମେଲବୋର୍ନ, ୯।୧: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଙ୍କ ମେଲବୋର୍ନ ଘରୁ ଚୋରି ହୋଇଛି। ଚୋରମାନେ ପଣ୍ଟିଙ୍କ ଘରେ ରଖାଯାଇଥିବା କାର ଚୋରି କରି ନେଇଥିଲେ। ଚୋରି…
ମୁମ୍ବାଇ, ୯ା୨: ବକ୍ସ ଅଫିସ୍ରେ ଫ୍ଲପ୍ ହୋଇଥିବା ସାଉଥ ଫିଲ୍ମ ‘ଓ୍ବାଲର୍ଡ ଫେମସ୍ ଲଭର’ ୟୁଟ୍ୟୁବ୍ରେ ହିଟ୍ ହୋଇଛି। ସପ୍ତାହକ ପୂର୍ବରୁ ହିନ୍ଦୀ ଭାଷାରେ ଏହି ଚଳଚ୍ଚିତ୍ର…
ମୁମ୍ବାଇ, ୯ା୨: ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଆନ୍ଦୋଳନରତ ଚାଷୀଙ୍କ ସମର୍ଥନରେ ଅନ୍ତର୍ଜାତୀୟ ସେଲିବ୍ରିଟି ବାହାରିବା ପରେ କେନ୍ଦ୍ର ସରକାରଙ୍କ ସପକ୍ଷରେ ମତ ରଖିଥିଲେ…
ନୂଆଦିଲ୍ଲୀ, ୯।୨: କେନ୍ଦ୍ରର ୩ ନୂଆ କୃଷି ଆଇନ ବିରୋଧରେ ନଭେମ୍ବର ମାସରୁ ଆନ୍ଦୋଳନ ଚଳାଇଥିବା ଚାଷୀମାନଙ୍କୁ ଓହରିଯିବା ପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁରୋଧ…
ବେଜିଂ, ୯।୨: କରୋନା ଭୂତାଣୁର ଉତ୍ସ ଖୋଜୁଥିବା ବୈଜ୍ଞାନିକମାନେ ଚାଇନାରେ ତଦନ୍ତ କରି କେତେକ ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇଛନ୍ତି। ମହାମାରୀ ବ୍ୟାପିବାରେ ଉହାନ ସାମୁଦ୍ରିକ ଖାଦ୍ୟ ବଜାରର…
ଡେରାଡୁନ୍, ୯।୨(ପି.ଟି.): ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଗ୍ଲେସିୟରଜନିତ ବନ୍ୟାରେ ମୃତ୍ୟୁସଂଖ୍ୟା ୨୬ରେ ପହଞ୍ଚତ୍ଥିବାବେଳେ ୧୯୭ ଜଣ ଏବେ ବି ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜି ବାହାର କରିବା…
ବାମ୍ବୋଲିମ୍, ୯ା୨: ଚଳିତ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ) ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ମୁମ୍ବାଇ ସିଟି ଏଫ୍ସି ଓ ଏଫ୍ସି ଗୋଆ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୩-୩ରେ…
ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍…