Home

ବିରାଟ କୋହଲିଙ୍କୁ ନେଇ ଚିନ୍ତାରେ ଭାରତୀୟ ଦଳ

ବିରାଟ କୋହଲି ଏବେ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଅଟନ୍ତି। ଏକଦିବସୀୟ ଏବଂ ଟି -୨୦ ବ୍ୟତୀତ କୋହଲି ଟେଷ୍ଟ କ୍ରିକେଟର ଶ୍ରେଷ୍ଠ -୩ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅଛନ୍ତି।…

6 years ago

ଆଜି ରାଜ୍ୟରେ ୭୨ ପଜିଟିଭ୍‌ ଚିହ୍ନଟ, ୩୩୫୬୯୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮।୨(ବ୍ୟୁରୋ): ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା…

6 years ago

ଲୋକଙ୍କୁ ସାହାଯ୍ୟ ମାଗିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି

ଚେନ୍ନାଇ,୮।୨: ରବିବାର ଉତ୍ତରାଖଣ୍ଡର ଚାମୋଲି ଜିଲାରେ ନନ୍ଦାଦେବୀ ଗ୍ଲେସିୟର ଫାଟିବାରୁ ଋଷିଗଙ୍ଗା ଉପତ୍ୟକାରେ ହଠାତ୍‌ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କାରଣରୁ ଅତି କମରେ ୧୦…

6 years ago

କରୋନାକୁ ହରାଇଛି ଦେଶ, ବିଦେଶୀ ରାଷ୍ଟ୍ର ବି କରୁଛନ୍ତି ପ୍ରଶଂସା: ମୋଦି

ନୂଆଦିଲ୍ଲୀ, ୮।୨: ଦେଶ କରୋନା ଲଢ଼େଇରେ ବିଜୟୀ ହୋଇଛି। ଭାରତର ସଫଳତାକୁ ବିଦେଶୀ ରାଷ୍ଟ୍ର ପ୍ରଶଂସା କରୁଛନ୍ତି। ତେବେ ବିରୋଧୀ ଦଳ ପକ୍ଷରୁ ଏହାକୁ ନେଇ ସମାଲୋଚନା…

6 years ago

ଏହି ଅଭିନେତ୍ରୀଙ୍କ ସହ ଘୃଣ୍ୟ କାମ କରିଥିଲେ ଆମୀର ଖାନ୍‌

୧୯୯୦ ମସିହାରେ ଆମୀର ଖାନ୍‌ ଏବଂ ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ଦିଲ୍‌’ ରିଲିଜ୍‌ ହୋଇଥିଲା। ଏହା ଦର୍ଶକଙ୍କୁ ବହୁତ ପସନ୍ଦ ମଧ୍ୟ ଆସିଥିଲେ। ସେହି ସମୟରେ ‘ଦିଲ୍‌’…

6 years ago

ମୃତ୍ୟୁକୁ ହରାଇଥିବା କ୍ରିକେଟର୍‌ ରଚିଲେ ଇତିହାସ

ଚଟ୍ଟୋଗ୍ରାମ,୮।୨: ବାଂଲାଦେଶର ଚଟ୍ଟୋଗ୍ରାମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ୍‌ ଘରୋଇ ଦଳକୁ ୩ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ଓ୍ବେଷ୍ଟଇଣ୍ଡିଜ୍‌ ପାଇଁ ଖାସ୍‌ ଥିଲା। ବାଂଲାଦେଶ…

6 years ago

ବିନା ଭକ୍ତରେ ଆରମ୍ଭ ହେଲା ଓଳାସୁଣୀ ମେଳା

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୮।୨(ଡି.ଏନ.ଏ.): ପ୍ରସିଦ୍ଧ ଓଳାସୁଣୀ ଗୁମ୍ଫା ମେଳା ରବିବାର ଆରମ୍ଭ ହୋଇଛି। ପବିତ୍ର ମାଘ କୃଷ୍ଣ ଏକାଦଶୀ ତିଥିରେ ଆରମ୍ଭ ହେଇଥିବା ଏହି ମେଳା ଚଳିତ ବର୍ଷ କରୋନା…

6 years ago

ଫୁଟ୍‌ପାଥରେ ମାନସିକ ରୋଗୀ: ପ୍ରଶାସନର ନିଘା ନାହିଁ

ଜଗତ୍‌ସିଂହପୁର ଅଫିସ,୮।୨: ମାନସିକ ରୋଗୀମାନେ ବହୁ ସମୟରେ ଅଲୋଡ଼ା ହୋଇ ରହିଯାଉଛନ୍ତି। ପରିସ୍ଥିତିରେ ପଡ଼ି ସେମାନେ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି । ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ…

6 years ago

ମାର୍ଚ୍ଚ ସୁଦ୍ଧା ଭାରତକୁ ମିଳିବ ୧୧ ରାଫାଲ

ନୂଆଦିଲ୍ଲୀ, ୮।୨: ଚଳିତ ବର୍ଷ ମାର୍ଚ୍ଚ ସୁଦ୍ଧା ଭାରତକୁ ୧୧ ରାଫାଲ ଯୁଦ୍ଧ ବିମାନ ମିଳିବ। ସେହିପରି ୨୦୨୨ ଏପ୍ରିଲ୍‌ ସୁଦ୍ଧା ଅନ୍ୟ ୧୭ଟି ରାଫାଲ ଭାରତ…

6 years ago

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ବନ୍ଧାହେଲେ ସୁରେଶଙ୍କ ସମେତ ୬

ଭୁବନେଶ୍ୱର,୮।୨(ବ୍ୟୁରୋ): ସରକାରୀ ପ୍ରତିଷ୍ଠାନରେ ସେକ୍ସ ର଼୍ୟାକେଟ ଚଳାଥିଲେ ସରକାରୀ ବାବୁ। ସମ୍ପୃକ୍ତ ଥିଲେ ଅଫିସରଙ୍କ ସମେତ କର୍ମଚାରୀ ଓ ଦଲାଲ। ଭୁବନେଶ୍ୱର ପଳାସପଲ୍ଲୀସ୍ଥିତ ନିଖିଳ ଉତ୍କଳ ଶାରୀରିକ…

6 years ago