Home

ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ: ୨ ମାସ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୧୨: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏନେଇ ଲୋକାୟୁକ୍ତ ଶୁକ୍ରବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨ ମାସ…

6 years ago

ରାସ୍ତାକଡ଼ରେ ପଡ଼ି ରହିଛି ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପାଟଣାଗଡ଼ ପୋଲିସ

ପାଟଣାଗଡ଼,୧୧।୧୨: ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଧୁବଲପଡ଼ା ଗ୍ରାମ ନିକଟରେ ଥିବା ଏକ ଚିନାବାଦାମ କ୍ଷେତରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ…

6 years ago

ରୋହିତ ଏବେ ଫିଟ୍‌: ଏନ୍‌ସିଏ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଆଘାତ ଯୋଗୁ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରୁ ବାହାର ହୋଇଥିବା ରୋହିତ ଶର୍ମା ଏବେ ଫିଟ୍‌ ବୋଲି ନ୍ୟାଶନାଲ…

6 years ago

ବିବାହର ଛଅ ମାସ ଭିତରେ ମାତ୍ର ୨୧ ଦିନ ସାଙ୍ଗରେ ରହିଥିଲେ ଅନୁଷ୍କା-ବିରାଟ; ହେଲେ..

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲୀଙ୍କ ଆଜି ବିବାହ ବାର୍ଷିକୀ। ୨୦୧୭ ଡିସେମ୍ବର ୧୧ରେ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ହାତ ଧରିଥିଲେ ବିରାଟ।…

6 years ago

୯୨୨୨ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍‌ ଟିକା

ପୁରୀ ଅଫିସ, ୧୧।୧୨: ରାଜ୍ୟ ସରକାର କରୋନା ସଂକ୍ରମଣ ରୋକିବା ଉପରେ ଯଥେଷ୍ଟ ପ୍ରାଧାନ୍ୟ ଦେଉଛନ୍ତି। ତେଣୁ ପୁରୀ ସମେତ ବିଭିନ୍ନ ଜିଲାରେ ସଂକ୍ରମଣ ହ୍ରାସ ପାଇବାରେ…

6 years ago

ଖୁବଶୀଘ୍ର ଆମେ ୩ ହୋଇଯିବା, ତୁମକୁ ବହୁତ୍‌ ମିସ୍‌ କରୁଛି

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଓ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜି ବିବାହ ତୃତୀୟ ବାର୍ଷିକୀ ପାଳନ କରିଛନ୍ତି ୨୦୧୭ ଆଜିର ଦିନରେ…

6 years ago

ଅଗ୍ନିକାଣ୍ଡ: ୫ ପରିବାରଙ୍କ ୬ ବଖରା ଭସ୍ମୀଭୂତ

ଧରାକୋଟ, ୧୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅନ୍ତର୍ଗତ ବାହାରପୁର ଗ୍ରାମପଞ୍ଚାୟତ ଡାକିବଜାର ଗ୍ରାମରେ ଗୁରୁବାର ବିଳମ୍ବିତ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ୫ ପରିବାରଙ୍କ ୬…

6 years ago

ରଜନୀକାନ୍ତଙ୍କ ଭବ୍ୟ ବଙ୍ଗଳା: ଦେଖିଲେ ଘଡ଼ିଏ ଚାହିଁବ

ହାଇଦ୍ରାବାଦ: ଦର୍ଶକଙ୍କୁ ଅନେକ ବ୍ଲକବଷ୍ଟର ହିଟ୍‌ ଭେଟିଦେଇଛନ୍ତି ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ କଳାକାର ରଜନୀକାନ୍ତ। ତାଙ୍କୁ ପ୍ରଶଂସକ ଭଗବାନଙ୍କ ଭଳି ପୂଜିଥାନ୍ତି। ବୟସାଧିକ ହୋଇଥିଲେ ସୁଦ୍ଧା…

6 years ago

ଆହାର କେନ୍ଦ୍ରରେ ପାତରଅନ୍ତର ଅଭିଯୋଗ: ବଢୁଛି ଜନ ଅସନ୍ତୋଷ

ଗଞ୍ଜାମ,୧୧ା୧୨(ଡି.ଏନ୍‌.ଏ.): ଗରିବ ଜନସାଧାରଣଙ୍କ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସେଥିମଧ୍ୟରୁ ଆହାର ଯୋଜନା ଅନ୍ୟତମ। ସରକାରଙ୍କ ପକ୍ଷରୁ ଆହାର କେନ୍ଦ୍ର ଖୋଲାଯାଇଛି। ୫ ଟଙ୍କାରେ…

6 years ago

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୮୭ ପଜିଟିଭ୍‌ ଚିହ୍ନଟ, ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୩,୦୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

6 years ago