ସମ୍ବଲପୁର,୨୧ା୧୦(ବ୍ୟୁରୋ)-ଜମି ବିବାଦକୁ କେନ୍ଦ୍ର କରି ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡା ଗ୍ରାମରେ ବୁଧବାର ଟ୍ରିପଲ ମର୍ଡର ଘଟିଛି। ୩ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି।…
ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୨୦୬, ଅନୁଗୋଳରୁ ୨୦୧, ମୟୂରଭଞ୍ଜରୁ…
ଜୟପୁର, ୨୧।୧୦- ରାଜସ୍ଥାନର ରାଜଧାନୀ ଜୟପୁରର ଅମ୍ବରର କୁକସରେ ଅବସ୍ଥିତ ଏକ ଅଟୋମୋବାଇଲ କମ୍ପାନୀରେ ଭୟାଭହ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ୨୨ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି…
ହାଇଦ୍ରାବାଦ,୨୧।୧୦-ତେଲେଙ୍ଗାନାରେ ବନ୍ୟା ପରିସ୍ଥିତି ଦେଖାଯାଇଛି । ଫଳରେ ବର୍ତ୍ତମାନ ସୁଦ୍ଧା ସେଠାରେ ୫୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେହିପରି ବନ୍ୟା ଯୋଗୁ ପ୍ରମୁଖ ହ୍ରଦର ବନ୍ଧ…
ଭୋପାଳ,୨୧ା୧୦: ମଧ୍ୟପ୍ରଦେଶର ବାଲାଘାଟରେ ଜଣେ ଯୁବକଙ୍କ ଦୁଃସାହସିକ ସାହସ ଯୋଗୁ ଏକ ବଡ଼ ଧରଣର ବିପଦ ଟଳି ଯାଇଛି। ବାଲାଘାଟ ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପରେ ତେଲ…
ଦୁବାଇ,୨୧।୧୦:ଆଇପିଏଲ୍ ୨୦୨୦ରେ ଚେନ୍ନାଇ ସୁପର କିଙ୍ଗ୍ସ ପ୍ରାୟତଃ ପ୍ଲେ-ଅଫ୍ ଦୌଡରୁ ବାଦ୍ ପଡିଛି। ଦଳକୁ ଏବେ ଆଉ ଏକ ଝଟକା ଲାଗିଛି। ଆଘାତ ଯୋଗୁ ଷ୍ଟାର ଅଲରାଉଣ୍ଡର…
ବଲିଉଡର ଅଭିନେତା ସଞ୍ଜୟ ଦତ୍ତ କ୍ୟାନସର୍ ଲଢେଇ ଜିତିଛନ୍ତି। ଏନେଇ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ଏହି କଷ୍ଟ ସମୟରେ ତାଙ୍କ ସହ ଛିଡା ହୋଇଥିବା…
ମୁମ୍ବାଇ: ବଲିଉଡ୍ ଗାୟିକା ନେହା କକ୍କର ଏବଂ ରୋହନପ୍ରୀତ୍ ସିଂଙ୍କ ବିବାହ ଖବର ଖୁବ୍ ଚର୍ଚ୍ଚା ହେଉଛି। ଏହି ସମୟରେ ନେହା ତାଙ୍କ ଇନ୍ଷ୍ଟାଗ୍ରାମରେ ଫଟୋ ପରେ…
ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ ଉପହାର। ଦେଶର ୩୦ ଲକ୍ଷ କର୍ମଚାରୀଙ୍କୁ ଦୀପାବଳି ବୋନସ୍ ଦିଆଯିବ ବୋଲି ଘୋଷଣା କରାଯାଇଛି। ଏଥିପାଇଁ…
ଚଳିତବର୍ଷ କରୋନା କଟକଣା ପାଇଁ ଦଶହରା ଫିକା ପଡ଼ିଛି। ମାତ୍ର ରୀତିନୀତି ଅନୁଯାୟୀ ମା’ଙ୍କ ପୂଜା ଆରମ୍ଭ ହୋଇଛି। ଆଶ୍ୱୀନ ମାସ ଶୁକ୍ଳପକ୍ଷ ୬ଷ୍ଠୀ ତିଥିରୁ ଆରମ୍ଭ…