Home

ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇବା ଦାବିରେ ତେଜିଲା ଆନ୍ଦୋଳନ

ବରଗଡ଼ ଅଫିସ,୧୪ା୧୦: ବରଗଡ଼ ସହରସ୍ଥିତ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁଣି ଆନ୍ଦୋଳନ ତେଜି ଉଠିଛି। ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ…

6 years ago

ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣା: ଫୋରେନ୍‌ସିକ ଲାବ୍‌କୁ ଗଲା ସିସିଟିଭି ହାର୍ଡ ଡିକ୍ସ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ରାଜଭବନ ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣାକୁ ଆଜିକୁ ୮ ଦିନ ବିତିଲାଣି। ଏଯାବତ୍‌ ନିଖୋଜ ସୀମାଞ୍ଚଳ ପରିଡ଼ାଙ୍କ ବିଷୟରେ ପୋଲିସ କିଛିବି ସୂଚନା ଦେଉ ନାହିଁ। ସୀମାଞ୍ଚଳଙ୍କ…

6 years ago

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକା ପରୀକ୍ଷାକୁ କରାଗଲା ବନ୍ଦ

ଓ୍ବାଶିଂଟନ, ୧୪।୧୦: ପୃଥିବୀରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ଗତ ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକାର ପରୀକ୍ଷଣକୁ ସୁରକ୍ଷା କାରଣରୁ ବନ୍ଦ…

6 years ago

ଅପହରଣ ପରେ ନାବାଳିକାଙ୍କୁ ବଳାତ୍କାର

କଟକ ଅଫିସ,୧୪ା୧୦:ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ୨୨ଦିନ ଧରି ବଳାତ୍କାର କରାଯାଇଛି। ୨ଜଣ ଯୁବକ ସମ୍ପୃକ୍ତ ନାବାଳିକାଙ୍କୁ ରାସ୍ତାରୁ ଅପହରଣ କରିନେଇ ଏକ ଚିକେନ ଫାର୍ମରେ ରଖି ବଳାତ୍କାର…

6 years ago

ଯାତ୍ରୀବାହୀ ବସ୍‌ ଉପରେ ଲାଗିଲା ୫ ଲକ୍ଷ ୬୬ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର,୧୪।୧୦: ଭୁବନେଶ୍ୱର,୧୪।୧୦: କୋରାପୁଟରୁ ଭୁବନେଶ୍ୱରକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଉପରେ ଏକ ମୋଟା ଆକାରର ଜରିମାନା ଲଗାଇଛନ୍ତି ଆର୍‌ଟିଓ ଭୁବନେଶ୍ୱର-୨। ଓଡି୧୦ ଏଫ୦୪୦୯ ନମ୍ବର ଥିବା…

6 years ago

୧୦୦ ଦିନ ମଧ୍ୟରେ ପୁଣି ଥରେ ସୁସ୍ଥ ଆକ୍ରାନ୍ତଙ୍କୁ ହୋଇପାରେ କରୋନା ସଂକ୍ରମଣ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୧୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି ଯେ, କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ୧୦୦ ଦିନ…

6 years ago

ଶ୍ରୀସେତୁ ପାଇଁ ଜନଶୁଣାଣି ଆରମ୍ଭ

ପୁରୀ ଅଫିସ,୧୪ା୧୦:ଶ୍ରୀସେତୁ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ବୁଧବାର ଜନଶୁଣାଣି ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଯୋଗୁ ପ୍ରଭାବିତ ହେବାକୁ ଥିବା ୪ଟି ମୌଜା (ସମଙ୍ଗ,…

6 years ago

୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ…

6 years ago

ସେନାର ଆବଶ୍ୟକତା ଅନୁସାରେ ସମସ୍ତ କ୍ଷେପଣାସ୍ତ୍ର ବିକଶିତ କରିବାକୁ ଡିଆର୍‌ଡିଓ ସକ୍ଷମ

ନୂଆଦିଲ୍ଲୀ, ୧୪।୧୦: ଭାରତୀୟ ସେନାର ଆବଶ୍ୟକତା ଅନୁସାରେ ସମସ୍ତ ପ୍ରକାରର କ୍ଷେପଣାସ୍ତ୍ର ବିକଶିତ କରିବାକୁ ଡିଆର୍‌ଡିଓ ସକ୍ଷମ। ଏ ସମ୍ପର୍କରେ ଡିଆର୍‌ଡିଓ ମୁଖ୍ୟ ଜି. ସତୀଶ ରେଡ୍ଡୀ…

6 years ago

ବଗଲା ବଞ୍ଚାଓ ପଦଯାତ୍ରା ଆରମ୍ଭ

ପୁରୀ ଅଫିସ,୧୪ା୧୦:ବଗଲା ଧର୍ମଶାଳା ଜମି ବିକ୍ରି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେବ ଭାଜପା। ଏନେଇ ବୁଧବାର ସକାଳ ୯ଟାରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସିଂହଦ୍ୱାରଠାରୁ ନବୀନ…

6 years ago