Home

ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସିପିଆଇଏମ୍‌ର ଧର୍ମଘଟ

ଚିତ୍ରକୋଣ୍ଡା,୨୬ା୧୧(ଡି.ଏନ୍‌.ଏ.): କୃଷି ବିରୋଧୀ ଆଇନ, ଶ୍ରମିକ ବିରୋଧୀ ଓ ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ଓ କୃଷକ ସଂଗଠନମାନଙ୍କ ପକ୍ଷରୁ ଦେଶ ବ୍ୟାପୀ ସାଧାରଣ…

6 years ago

କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ମିଟର ପର୍ଯ୍ୟନ୍ତ ହେବ ସିଲ୍‌: ଯୋଗୀ ସରକାର

ଲକ୍ଷ୍ନୌ,୨୬।୧୧: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନୂଆ ନିୟମ ପ୍ରଣୟନ କରାଯାଇଛି। କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ…

6 years ago

କ୍ରିକେଟର ସ୍ତ୍ରୀଙ୍କୁ ଧମକ ଦେବା ପଡିଲା ମହଙ୍ଗା

କୋଲକାତା,୨୬।୧୦: ଭାରତୀୟ ଦଳର ପେସର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାନଙ୍କୁ ଧମକ ଅଭିଯୋଗରେ କୋଲକାତା ପୋଲିସ ବୁଧବାର ୨୫ ବର୍ଷ ଯୁବକଙ୍କୁ ଗିରଫ କରିଛି। ଗତ…

6 years ago

ଭୋଗରାଇରେ ଭାରତ ବନ୍ଦର ମିଶ୍ରିତ ପ୍ରଭାବ

ଭୋଗରାଇ,୨୬ା୧୧(ଡି.ଏନ୍‌.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ମିଶ୍ରିତ ପ୍ରଭାବ ପଡ଼ିଛି। ଥାନାଛକଠାରେ ଆନ୍ଦୋଳନକାରୀମାନେ ମୁଖ୍ୟ ରାସ୍ତା…

6 years ago

୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ଅନୁସାରେ ୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର। ସେ ସାବାଳିକା ହୋଇଥିବାରୁ ଏହା ତାଙ୍କର…

6 years ago

ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ରାସ୍ତା ଅବରୋଧ

କେସିଙ୍ଗା,୨୬ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଏକ ଅଭାବନୀୟ ଘଟଣା ଘଟିଛି। ନର୍ଲା ଗ୍ରାମର ଜୟନ୍ତୀ ନଗରପଡ଼ାର କୈବଲ୍ୟ ସେନାପତିଙ୍କ ପୁଅ ମନୋଜ(୧୨)। ବୁଧବାର ବିଳମ୍ବିତ…

6 years ago

ଦିଗପହଣ୍ଡିରେ ଧର୍ମଘଟ ପ୍ରଭାବ: ଦୋକାନ ବଜାର ବନ୍ଦ , ପ୍ରତିବାଦ ସଭା

ଦିଗପହଣ୍ଡି,୨୬।୧୧(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ସର୍ବଭାରତୀୟ ଶ୍ରମିକ ସଙ୍ଗଠନ ସମୂହ ପକ୍ଷରୁ ଡ଼ାକରା ଦିଆଯାଇଥିବା ଧର୍ମଘଟ ପ୍ରଭାବରେ ସମସ୍ତ…

6 years ago

କୌଣସି ସରକାର ସମ୍ବିଧାନକୁ ବିପଦରେ ପକାଇ ପାରିବେ ନାହିଁ: ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ଶ୍ରେଷ୍ଠତମ। କୌଣସି ସରକାର ସମ୍ବିଧାନକୁ ବିପଦରେ ପକାଇ ପାରିବେ ନାହିଁ। ଲୋକ ସଭା ବାଚସ୍ପତି ଓମ୍‌ ବିରଳା ସମ୍ବିଧାନ ଦିବସ ଅବସରରେ ଗୁରୁବାର…

6 years ago

ଦେହଜୀବୀଙ୍କୁ କରୋନା ସହାୟତା: ମାସକୁ ୫ ହଜାର ସହିତ ୫ କିଲୋ ରାଶନ

ମୁମ୍ବାଇ,୨୬।୧୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ମୁମ୍ବାଇରେ ବାସ କରୁଥିବା ୫,୬୦୦ରୁ ଅଧିକ ଦେହଜୀବୀଙ୍କ ଆର୍ଥିକ ସ୍ଥିତି ଖରାପ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ…

6 years ago

ରାଜ୍ୟରେ ପୁଣି ୬୪୪ କରୋନା ପଜିଟିଭ୍‌ ଚିହ୍ନଟ, ୧୭ ମୃତ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣ…

6 years ago