ଭୁବନେଶ୍ୱର,(ବ୍ୟୁରୋ)/ନୂଆଦିଲ୍ଲୀ, ୬।୨(ପି.ଟି.): କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ଆନ୍ଦୋଳନରତ କୃଷକ ସଂଗଠନଗୁଡ଼ିକ ଶନିବାର ଦେଶବ୍ୟାପୀ ‘ଚକା ଜାମ୍’ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାକୁ ଦୃଷ୍ଟିରେ…
ଭୋଗରାଇ, ୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁରସ୍ଥିତ ବେଶିଲ ଇଣ୍ଟରନ୍ୟାଶନାଲ ଭଗ୍ନପ୍ରାପ୍ତ ପଞ୍ଚତାରକା ହୋଟେଲରେ କେନ୍ଦ୍ରୀୟ ଏନଫୋର୍ସମେଣ୍ଟର ଗୌହାଟି ଇଡି ଆସିଷ୍ଟାଣ୍ଟ କମିଶନର ଚନ୍ଦ୍ରମଣି ସିକୁମାର…
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ଚତୁର୍ଥ ଥର ଲାଗି ଏହାର ରେପୋ ରେଟ୍ ( କେନ୍ଦ୍ରୀୟ ବ୍ୟାଙ୍କ ଯେଉଁ ହାରରେ ବାଣିଜି୍ୟକ ବ୍ୟାଙ୍କଗୁଡ଼ିକୁ ଋଣ ଦିଏ)କୁ…
ଅନୁଗୋଳ ଅଫିସ, ୬।୨ ଖୁବ୍ଶୀଘ୍ର ଦେଶରେ ସ୍କ୍ରାପେଜ୍ ନୀତି ଲାଗୁ ହେବ। ଏହାଦ୍ୱାରା ୧୫ ବର୍ଷର ବ୍ୟବସାୟିକ ଓ ୨୦ ବର୍ଷର ଘରୋଇ ଗାଡ଼ିକୁ ରାସ୍ତାରୁ ହଟାଇ…
ରାଓ୍ବଲପିଣ୍ଡି,୬।୨(ଏପି): ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଟପ୍ ଅର୍ଡର ବ୍ୟାଟ୍ସମ୍ୟାନମାନେ ପୁଣି ଫେଲ ମାରିଛନ୍ତି। ଫଳରେ ଘରୋଇ ଦଳ ସୁବିଧାଜନକ ସ୍ଥିତିରେ ରହିଛି।…
ମୁମ୍ବାଇ,୬।୨: ଭାରତୀୟ କ୍ରିକେଟର ଶାନ୍ଥାକୁମାରନ ଶ୍ରୀସନ୍ଥଙ୍କୁ ଶନିବାର ୩୮ବର୍ଷ ପୂରଣ ହୋଇଛି। ସେ ୩୯ ବର୍ଷରେ ପାଦ ଦେଇଛନ୍ତି। ୧୯୮୩ ଫେବୃୟାରୀ ୬ରେ ସେ କେରଳର କୋଥାମଙ୍ଗଳମ୍…
ବମ୍ବେ: ୨୦୦୦ ମସିହାରେ ଫିଲ୍ମ ‘ରେଫ୍ୟୁଜି’ରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ ବିଗ୍ବିଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ। ଫିଲ୍ମରେ ତାଙ୍କ ନାୟିକା ସାଜିଥିଲେ ଅଭିନେତ୍ରୀ…
ପୁଣେ: ମହାମାରୀ କରୋନା ସମୟରେ ଚାକିରି ହରାଇଥିଲେ ଅନେକ। ଏହି ସମୟରେ ଜଣେ ଯୁବତୀ ଟଙ୍କା କମାଇବାର ଅଜବ ଉପାୟ ଆପଣାଇଥିଲେ, ଯାହାକୁ ଶୁଣିଲେ ଆପଣ ଚକିତ…
କୋରାପୁଟ, ୫।୨(ସ୍ବ.ପ୍ର): କୋରାପୁଟ ଜିଲା ସୀମାନ୍ତ କୋଟିଆ ପଞ୍ଚାୟତର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଭିଡିଓ କନ୍ଫରେନି୍ସଂ ମାଧ୍ୟମରେ ପ୍ରାୟ ୧୮ କୋଟି ଟଙ୍କା ବ୍ୟୟରେ…