Home

ବଲିଉଡ୍‌ର ଆଉ ଜଣେ ଅଭିନେତ୍ରୀଙ୍କ ପରଲୋକ

ବଲିଉଡ୍‌ ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀଙ୍କର ପରଲୋକ ଘଟିଛି। ସେ କେତୋଟି ଫିଲ୍ମରେ ଅଭିନୟ କରିଥିବା ବେଳେ ଆଇଟମ୍‌ ନମ୍ବର ମଧ୍ୟ କରିଥିଲେ। ଗତ କିଛି ଦିନ ହେବ…

6 years ago

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା।…

6 years ago

ବାଇକ୍‌ ଉପରେ ଚଢିଗଲା ଟ୍ରକ: ଚାଲିଗଲା ୨ ଜଣଙ୍କ ଜୀବନ

କେନ୍ଦୁଝର, ୩ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଭଗାମୁଣ୍ଡା ଆଶ୍ରମ ସ୍କୁଲ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ବାଇକ୍‌ ଉପରେ ଏକ ୧୨ ଚକିଆ ଟ୍ରକ ଚଢିଯିବାରୁ ୨…

6 years ago

ହାଥରସ ଗଣବଳାତ୍କାର ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ତଦନ୍ତ କରିବ ସିବିଆଇ। ଏ ନେଇ ଶନିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ…

6 years ago

ପରିସ୍ରା ଯିବା ବାହାନାରେ ଥାନାରୁ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ଚାନ୍ଦବାଲି, ୩ା୧୦(ଡି.ଏନ.ଏ.)-ନାବାଳିକା ଅପହରଣ ଓ ବଳାକତ୍ାର ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶୁକ୍ରବାର ବିଳମ୍ବିତ ରାତିରେ ଚାନ୍ଦବାଲି ଥାନାରୁ ଚମ୍ପଟ ମାରିଛନ୍ତି। ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ…

6 years ago

ହାଥରସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିଲେ ରାହୁଲ, ପ୍ରିୟଙ୍କା

ଲକ୍ଷ୍ନୌ,୩।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଶନିବାର  କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭେଟିଛନ୍ତି। ଦୀର୍ଘ ୧୬୫ କି.ମି ସଡକ ପଥରେ ଯାତ୍ରା କରିବା ପରେ ରାହୁଲ…

6 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୨୧, ଅନୁଗୋଳରୁ ୨୨୫, ଯାଜପୁରରୁ…

6 years ago

କଟକ ସହରରୁ ୧୬୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୩।୧୦-କଟକ ସହରରୁ ଶନିବାର ମୋଟ ୧୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୯୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ…

6 years ago

ଯୋଡ଼ା ଗଣବଳାତ୍କାର ମାମଲା: ଏସ୍‌ପିଙ୍କୁ ଏନ୍‌ଏଚ୍‌ଆରସି ମାଗିଲେ ଅତିରିକ୍ତ ସୂଚନା

କେନ୍ଦୁଝର,୩ା୧୦(ସ୍ବ.ପ୍ର.): ଯୋଡ଼ା ଗଣବଳାତ୍କାର ମାମଲାରେ ପୀଡ଼ିତାଙ୍କ ପରିବାରଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଏସ୍‌ପିଙ୍କୁ ଚିଠି କରି ଅତିରିକ୍ତ ସୂଚନା ମାଗିଛନ୍ତି ା…

6 years ago

ଏମିତି ଭାଷା, ଯାହାକୁ ସମଗ୍ର ବିଶ୍ୱରେ କେବଳ ଏକା କହିପାରନ୍ତି ଏହି ବୃଦ୍ଧା

ସାରା ବିଶ୍ୱରେ ୬,୯୦୦ରୁ ଅଧିକ କଥିତ ଭାଷା ରହିଛି। ଏହି ଭାଷାଗୁଡ଼ିକ ମଧ୍ୟରୁ ଅନେକ ହଜାର ହଜାର ବର୍ଷର ପୁରୁଣା। ଏଥିମଧ୍ୟରୁ କେତେକ ଭାଷା ଅସ୍ତିତ୍ୱ ହରାଇ…

6 years ago