Home

ରାଜଧାନୀରେ ମାତିଲେ ଦୁର୍ବୃତ୍ତ: ଯୁବତୀଙ୍କଠାରୁ ଲୁଟିନେଲେ ମୋବାଇଲ

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ରସୁଲଗଡ଼ କେନାଲ ରୋଡ ଅଞ୍ଚଳରେ ଜଣେ ଯୁବତୀଙ୍କଠାରୁ ଗୁରୁବାର ଦିନ ଦ୍ୱି’ପ୍ରହରରେ ଲୁଟ୍‌ ହୋଇଛି। ଯୁବତୀ ଜଣକ ସ୍କୁଟିରେ ଯାଉଥିବାବେଳେ ଦୁର୍ବୃତ୍ତମାନେ ତାଙ୍କଠାରୁ ମୋବାଇଲ ଲୁଟିନେଇଛନ୍ତି। ଫଳରେ…

6 years ago

ଯେଉଁ ଅଫିସ୍‌ରେ ସୁଇପର ଥିଲେ ଏହି ମହିଳା, ଏବେ ସମ୍ଭାଳିବେ ସେହି ଅଫିସ୍‌ର ଚୌକି

ମସ୍କୋ,୧ା୧୦: କରୋନା ସମୟରେ ଆମ ଦେଶର ବିହାର ବିଧାନସଭା ନିର୍ବାଚନକୁ ନେଇ ଜୋର୍‌ଦାର ଚର୍ଚ୍ଚା ହେଉଛି। ସେହିପରି ରୁଷିଆରେ ମଧ୍ୟ ଏକ ନିର୍ବାଚନ ଅନୁଷ୍ଠିତ ହୋଇଛି, ଯେଉଁଥିରେ…

6 years ago

କୋକିଶିଆଳିକୁ ଅଧା ଗିଳି ବାହାର କଲା ଅଜଗର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ଅଜଗର ଏକ କୋକିଶିଆଳିକୁ ଗିଳୁଥିବା ଭିଡିଓ ଭାଇରାଲ ହୋଇଛି। ମଧ୍ୟପ୍ରଦେଶର ମାଣ୍ଡଲା ଜିଲାର କାହ୍ନା…

6 years ago

ହାତଗୋଡ଼ ବନ୍ଧା ଅବସ୍ଥାରେ ପରିତ୍ୟକ୍ତ ଘରୁ ନାବାଳକ ଉଦ୍ଧାର, କାରଣ ଅସ୍ପଷ୍ଟ

ଛେଣ୍ଡିପଦା,୧ା୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ନୂଆଗାଁ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ସନ୍ଧ୍ୟାରେ ଜନୈକ ନାବାଳକଙ୍କୁ ନୂଆଗାଁର ଆପେକ୍ସ କମିଟିର ଏକ…

6 years ago

ଆଜିଠୁ ଲାଗୁହେଲା ନୂଆ ମୋଟରଯାନ ଆଇନ, ଜାଣନ୍ତୁ କ’ଣ ରହିଛି ନିୟମ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଅନୁଯାୟୀ ଗୁରୁବାରଠାରୁ ଲାଗୁ ହୋଇଛି ନୂଆ ନିୟମ। ଏଣିକି ଗାଡ଼ି ଚଳାଇବା ସମୟରେ ଡ୍ରାଇଭିଂ ଲାଇସେନ୍ସ କିମ୍ବା ଗାଡ଼ି କାଗଜପତ୍ରର ମୂଳ…

6 years ago

ସୁପରଷ୍ଟାର ହେବାକୁ ଚାହୁଁଥିଲେ ଏହି ମଡେଲ, ପରେ ତାଙ୍କ ସହ ଘଟିଲା ଏମିତି କିଛି

ପୋଲାଣ୍ଡ,୧ା୧୦: ସାଡୋସ୍କା ରାପର୍‌ ପୋପେକଙ୍କ ପରି ସୁପରଷ୍ଟାର ହେବାକୁ ଚାହୁଁଥିଲେ ଜଣେ ମଡେଲ। ଏଥିପାଇଁ ସେ ଆଖିରେ ଟାଟୁ କରିବାକୁ ନିଷ୍ପତ୍ତି ନେଇଥିଲେ। ମାତ୍ର ଟାଟୁ ଡିଜାଇନରଙ୍କ…

6 years ago

ଥାନାରେ ହାଜର ହେଲେ ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ

ମୁମ୍ବାଇ,୧।୧୦- ମୁମ୍ବାଇ ଭର୍ସୋଭା ପୋଲିସ ନିକଟରେ ଗୁରୁବାର ହାଜର ହୋଇଛନ୍ତି ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ। ଅଭିନେତ୍ରୀ ପାୟଲ ଘୋଷ ଆଣିଥିବା ଯୌନ ଶୋଷଣ ଅଭିଯୋଗରେ କଶ୍ୟପ…

6 years ago

ଘରେ ପଶି ମହିଳାଙ୍କୁ ବଳାତ୍କାର: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଅଙ୍ଗଦ…

6 years ago

ପ୍ରେମକୁ ନେଇ ରେଖା କହିଲେ ଏମିତି, ଭିଡିଓ ଭାଇରାଲ

ମୁମ୍ବାଇ,୧ା୧୦: ବଲିଉଡ୍‌ ଅଭିନେତ୍ରୀ ରେଖାଙ୍କ ଯାଦୁ ଆଜି ମଧ୍ୟ ପୂର୍ବପରି ରହିଛି। ବଡ଼ ପରଦା ପରେ ରେଖା ଏବେ ଛୋଟ ପରଦାରେ ଲୋକଙ୍କ ହୃଦୟ ଜିତିପାରିଛନ୍ତି। ପ୍ରକୃତ…

6 years ago

ନୌଗାମ୍‌ ସେକ୍ଟରରେ ପାକିସ୍ତାନର ମୋର୍ଟାର ଶେଲିଂ ମାଡ଼: ୨ ଯବାନ ଶହୀଦ୍‌, ୪ ଆହତ

ଶ୍ରୀନଗର, ୧।୧୦: ଜମ୍ମୁ-କଶ୍ମୀରରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଉତ୍ତର କଶ୍ମୀରର କୁପଓ୍ବାର ଜିଲାର ନୌଗାମ୍‌ ସେକ୍ଟରରେ ଭାରତୀୟ ପୋଷ୍ଟ ଏବଂ ସୀମାବର୍ତ୍ତୀ ଗାଁଗୁଡ଼ିକ ଉପରେ…

6 years ago