ଓ୍ବାଶିଂଟନ,୧୩।୧୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କରି ଆମେରିକାରେ ଖଲିସ୍ତାନୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ କରାଯାଇଛି। ପ୍ରଦର୍ଶନ ସମୟରେ ସଂଗଠନର…
ବିଷମକଟକ/କୋରାପୁଟ,୧୩ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲାରୁ ଅବାଧରେ ବାହାର ରାଜ୍ୟକୁ ରତ୍ନପଥର ଚାଲାଣ କରାଯାଉଛି। ଦୀର୍ଘ ବର୍ଷ ଧରି ମାଫିଆମାନେ ଏହି କାରବାର ଚଳାଇଥିଲେ ମଧ୍ୟ ଏଥିରେ ଲଗାମ ଲାଗିପାରୁନାହିଁ।…
ନୂଆଦିଲ୍ଲୀ,୧୩।୧୨: କୃଷି ଆଇନକୁ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଉଗ୍ରବାଦୀ ସଂଗଠନ ଶିଖ୍ ଫର୍ ଜଷ୍ଟିସ୍ ପକ୍ଷରୁ…
ଓ୍ବାଶିଂଟନ, ୧୩।୧୨(ପି.ଟି.): ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ ଦାଏର କରିଥିବା ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଫଳାଫଳକୁ ନେଇ…
ନୂଆଦିଲ୍ଲୀ, ୧୩ା୧୨: ଦେଶବାସୀଙ୍କ ଉପରେ ପରିବାର ନିୟନ୍ତ୍ରଣ ନିଷ୍ପତ୍ତି ଛଡାଯିବାକୁ କେନ୍ଦ୍ର ସରକାର ସୁପ୍ରିମକୋର୍ଟକୁ କହିଛନ୍ତି। ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଭାଜପା ନେତା ତଥା ଆଇନଜୀବୀ ଅଶ୍ୱିନୀ…
ତେହେରାନ, ୧୩।୧୨: ଇରାନରେ ଜଣେ ଖବରଦାତାଙ୍କୁ ଶନିବାର ଫାଶୀ ଦିଆଯାଇଛି। ୨୦୧୭ରେ ରୁହୋଲା ଜାମ୍ ନାମକ ଏହି ସାମ୍ବାଦିକଙ୍କ ଓ୍ବେବ୍ସାଇଟ୍ ଓ ଚ୍ୟାନେଲରେ ପ୍ରକାଶିତ ଖବରକୁ ନେଇ…
ନୂଆଦିଲ୍ଲୀ, ୧୩।୧୨(ପି.ଟି.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ କାର୍ ଉପରେ ଆକ୍ରମଣ ବେଳେ ସୁରକ୍ଷାରେ ତ୍ରୁଟି ପାଇଁ ଦାୟୀ ପଶ୍ଚିମବଙ୍ଗର ୩ ଜଣ ଆଇପିଏସ୍ ଅଫିସରଙ୍କୁ…
ନୂଆଦିଲ୍ଲୀ, ୧୩।୧୨(ପି.ଟି.): ଲୋକ ସଭା ଓ ବିଧାନସଭା ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀଙ୍କର ଖର୍ଚ୍ଚ ସୀମା କେତେ ହେବା ଆବଶ୍ୟକ ଏନେଇ ନିର୍ବାଚନ କମିଶନ (ଇସି) ସ୍ବୀକୃତିପ୍ରାପ୍ତ ଜାତୀୟ…
ଓ୍ବାଶିଂଟନ/ମେକ୍ସିକୋ ସିଟି, ୧୩।୧୨:ଫାଇଜର ଟିକାର ଜରୁରୀ ବ୍ୟବହାର ଲାଗି ଆମେରିକା ଚୂଡ଼ାନ୍ତ ମଞ୍ଜୁରୀ ପ୍ରଦାନ କରିଛି। କରୋନା ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ଏହି ଦେଶରେ ଖୁବ୍ଶୀଘ୍ର ଟିକାର…
କେନ୍ଦୁଝର,୧୩।୧୨ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡ଼ିଆ ଘାଟି ନିକଟ ଷଠି ଘରସାହିରେ ଏକ ମହୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ପ୍ରାୟ ୪ଟାରେ…