Home

ଶିବରାତ୍ରି ପୂର୍ବରୁ ରାସ୍ତା ପ୍ରଶସ୍ତୀକରଣ

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧ା୧୧(ଡି.ଏନ୍‌.ଏ.): ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବ। ଏଥିସହିତ ଭକ୍ତମାନଙ୍କ ଯିବା ଆସିବା ସହଜ…

6 years ago

ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ

ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍‌ଲକ୍‌-୬ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହି ଗାଇଡ୍‌ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍‌ ସ୍ଥାନୀୟ ପ୍ରଶାସନିକ…

6 years ago

ମାଡ଼ି ଆସୁଛି ବିପଦ: ପୃଥିବୀକୁ ଧକ୍କାଦେବ ଗ୍ରହାଣୁପିଣ୍ଡ, ହେବ ପ୍ରଚଣ୍ଡ ବିସ୍ଫୋରଣ

ଓ୍ବାଶିଂଟନ,୧।୧୧: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ୪୮ ବର୍ଷ ପରେ ୨୦୬୮ ଏପ୍ରିଲ୍‌ ୧୨ରେ ଏକ ଗ୍ରହାଣୁପିଣ୍ଡ ପୃଥିବୀକୁ ତୀବ୍ର ବେଗରେ ଧକ୍କାଦେବ। ଏହାଯୋଗୁ…

6 years ago

ଆଉ ଏକ ଖଣି ଦୁର୍ନୀତିର ପୂର୍ବାଭାସ

ଯାଜପୁର ଅଫିସ,୧ା୧୧: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର, ହରଦେଇପୁର ପ୍ରଭୃତି ଅଞ୍ଚଳରେ ଶନିବାର ବିପୁଳ ପରିମାଣର ଚୋରା ଲୁହାପଥର ଜବତ ହୋଇଛି। ଯାଜପୁରରୋଡ ଖଣି…

6 years ago

ପୁଣି ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୩୧ରେ ପହଞ୍ଚିଲା

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

6 years ago

ରାଜ୍ୟରେ ଆଜି ୧୭୦୯ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ରବିବାର ୩୦ ଜିଲାରୁ ୧୭୦୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ରାଜ୍ୟ ସୂଚନା…

6 years ago

୬୨ ମିଟର ଦୂର ଚାଲିଲା ୫ ମହଲା କୋଠା: ସୁରକ୍ଷିତ ସ୍ଥାନକୁ ହେଲା ସ୍ଥାନାନ୍ତର

ବେଜିଂ,୧।୧୧: ଜୀବିତ ପ୍ରାଣୀ ଚାଲବୁଲ କରିଥାନ୍ତି। ତେବେ କୋଠା ଚାଲିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି ଘଟଣା ଚାଇନାର ସାଙ୍ଘାଇରେ ଘଟିଛି। ରୋବୋଟିକ୍‌…

6 years ago

ହୁଗୁଳା ହେଉଛି ସାତକୋଶିଆ ସୁରକ୍ଷା

ବନ୍ତଳା,୧ା୧୧: ମହାବଳ ବାଘ ମହାବୀରର ମୃତ୍ୟୁ ପରଠାରୁ ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ଅନ୍ଧକାରକୁ ଠେଲି ହୋଇଯାଇଛି। ଏଠାରେ ପ୍ରଥମ କରି ଆରମ୍ଭ କରାଯାଇଥିବା…

6 years ago

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଶାହାପୁର-କିରନି-କ୍ୱାସବା ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୧: ଜମ୍ମୁୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ରବିବାର ସକାଳ ୭ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ସୀମାବର୍ତ୍ତୀ…

6 years ago

ବାହୁବଳୀ ବିଧାୟକଙ୍କ ହୋଟେଲ ଉପରେ ଚାଲିଲା ବୁଲ୍‌ଡୋଜର

ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶର ମଉ ବିଧାନସଭା ଆସନର ବାହୁବଳୀ ବିଧାୟକ ମୁକ୍ତାର ଅନସାରୀଙ୍କ ହୋଟେଲରେ ରବିବାର ସକାଳେ ପ୍ରଶାସନ ପକ୍ଷରୁ ବୁଲ୍‌ଡୋଜର ଚଲାଯାଇଛି। ବେଆଇନ ନିର୍ମାଣ ହଟାଇବା ଲାଗି…

6 years ago