Home

ଓପିଜିସି ପ୍ରକଳ୍ପରେ ଅଘଟଣ: ଗରମ ପାଉଁଶ ପଡ଼ି ୬ ଶ୍ରମିକ ଆହତ

ଲଖନପୁର,୬ା୯: ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ରାତିରେ ଦୁର୍ଘଟଣା ଘଟି ୬ ଠିକାଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ…

6 years ago

ରାଜ୍ୟରେ ବେକାବୁ କରୋନା: ଆଜି ଚିହ୍ନଟ ହେଲେ ୩୮୧୦ ଆକ୍ରାନ୍ତ, କେବଳ ଖୋର୍ଦ୍ଧାରୁ ୭୯୭

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୮୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫୨୪ ଲୋକାଲ କଣ୍ଟାକ୍ଟ ରହିଛି। ଏହାକୁ ମିଶାଇ ଓଡ଼ିଶାରେ…

6 years ago

ଡିସ୍‌କାଉଣ୍ଟ୍‌ ସେଲ୍‌: ୯ ଟଙ୍କାରେ ଟି-ଶର୍ଟ ନେବାକୁ ଦୋକାନ ଆଗରେ ଲମ୍ବା ଲାଇନ୍‌

ଚେନ୍ନାଇ, ୬।୯: କରୋନା ମହାମାରୀ ସମୟରେ ଲୋକେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ ନ କରି ଡିସ୍‌କାଉଣ୍ଟ୍‌ ସେଲ୍‌ରେ କମ୍‌ ଦାମରେ ଜିନିଷ କିଣିବା…

6 years ago

ଠକ୍‌ ଠକ୍‌ ଗ୍ୟାଙ୍ଗ୍‌ର ୫ ସଦସ୍ୟ ଗିରଫ: ଗାଡ଼ିରେ ଲାଲ୍‌ ରଙ୍ଗ ପକାଇ କରୁଥିଲେ ଲୁଟ୍‌

ମିରଟ, ୬।୯: ଗାଡ଼ିରେ ଲାଲ୍‌ ରଙ୍ଗ ପକାଇ ଲୁଟ୍‌ କରୁଥିବା ଠକ୍‌ ଠକ୍‌ ଗ୍ୟାଙ୍ଗ୍‌ର ୫ ସଦସ୍ୟଙ୍କୁ ଉତ୍ତରପ୍ରଦେଶର ମିରଟ ପୋଲିସ ଗିରଫ କରିଛି। ଏହି ଗ୍ୟାଙ୍ଗ୍‌…

6 years ago

୭ଜଣଙ୍କୁ ‘ଦଧୀଚି ପ୍ରତିଭା ସମ୍ମାନ’

ଭୁବନେଶ୍ୱର,୬।୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ଶନିବାର ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ୩ୟ ‘ଦଧୀଚି ପ୍ରତିଭା ସମ୍ମାନ-୨୦୨୦’ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୋଟ ୭ଜଣଙ୍କୁ ‘ଦଧିଚି ପ୍ରତିଭା…

6 years ago

ଉଇ ମୁହଁରେ ନଥିପତ୍ର

କଟକ ଅଫିସ, ୬।୯: କଟକ ମହାନଗର ନିଗମ (ସିଏମ୍‌ସି)ର ଜନ୍ମମୃତ୍ୟୁ ପଞ୍ଜୀକରଣ ବିଭାଗ ଚୌଧୁରୀ ବଜାରସ୍ଥିତ ବିଜୁ ଭବନରେ କାର୍ଯ୍ୟ କରୁଥିଲା। ସେଠାରେ ନାନା ସମସ୍ୟା ଉପୁଜିବାରୁ…

6 years ago

ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଦିନ ପିଛା ୯୦ ହଜାରରୁ ଅଧିକରେ ପହଞ୍ଚିଛି। କରୋନା…

6 years ago

ଦିନକରେ ୯୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା…

6 years ago

ମୃତ୍ୟୁ ହେବାର ଘଣ୍ଟାଏ ପରେ କରୋନା ପଜିଟିଭ୍‌ ଚିହ୍ନଟ: ମୃତଦେହକୁ ଛୁଇଁଲେନି ଅଞ୍ଚଳବାସୀ

ଖୁଣ୍ଟୁଣୀ,୬।୯(ଡି.ଏନ.ଏ): ଖୁଣ୍ଟୁଣୀ ଥାନା ଅଞ୍ଚଳରେ ଜଣେ ୬୫ ବର୍ଷର ପୁରୁଷଙ୍କ ଶନିବାର ମୃତ୍ୟୁ ଘଟିବାର ଘଣ୍ଟାଏ ପରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଅଞ୍ଚଳବାସୀ ଭୟଭୀତ…

6 years ago

ଏମ୍‌ପି ଅନୁଭବଙ୍କ ନାଁରେ ସ୍ତ୍ରୀଙ୍କ ନିର୍ଯାତନା ଅଭିଯୋଗ: ୧୫ କୋଟିର କ୍ଷତିପୂରଣ ଦାବି

କଟକ ଅଫିସ,୬।୯: ଓଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଭିନେତାରୁ ରାଜନେତା ପାଲଟିଥିବା ଏମ୍‌ପି ଅନୁଭବଙ୍କ ନାଁରେ…

6 years ago