ଯାଜପୁର ଅଫିସ,୩୦ା୧୧:ଯାଜପୁର ଜିଲା ସୀମାନ୍ତବର୍ତ୍ତୀ କଟକ ଜିଲା ମାହାଙ୍ଗା ବ୍ଲକ ଅଧୀନ କଇଥା ତ୍ରିନାଥପୁର ମୀରାଦେବୀ ସଂସ୍କୃତ କଲେଜରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଛାତ୍ରୀଛାତ୍ରଙ୍କଠାରୁ ବିନା…
ପୁରୀ ଅଫିସ,୩୦ା୧୧: ଦୀର୍ଘ ସାଢ଼େ ୬ମାସ ପରେ ପୁରୀ ସହରର ଦୈନିକ କରୋନା ପଜିଟିଭ ସଂଖ୍ୟା ଶୂନ ରହିଛି। ରବିବାର ପୁରୀ ଜିଲାରୁ ୧୫ଜଣ ନୂଆ ଆକ୍ରାନ୍ତ…
ଖୋର୍ଦ୍ଧା ଅଫିସ,୩୦ା୧୧:ପବିତ୍ର କାର୍ତ୍ତିକ ମାସକୁ ଧର୍ମ ମାସ ବୋଲି କୁହାଯାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ପଞ୍ଚକ ଶେଷଦିନ କାର୍ତ୍ତିକ ପୂର୍ଣ୍ଣମୀରେ ସମୁଦ୍ର ଓ ପୁଷ୍କରିଣୀରେ ଡଙ୍ଗା ଭସାଯିବା…
ପୁରୀ ଅଫିସ,୩୦ା୧୧:ପବିତ୍ର ବୈକୁଣ୍ଠ ଚତୁର୍ଦ୍ଦଶୀ ଅବସରରେ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ଅଞ୍ଚଳ ଭକ୍ତି ସଙ୍ଗୀତରେ ଭିଜିଥିଲା। ପ୍ରବୀଣ ଓ ନବୀନ କଣ୍ଠଶିଳ୍ପୀଙ୍କ ଭାବଭକ୍ତିର ସଙ୍ଗୀତରେ ବିଭୋର ହୋଇଥିଲେ…
ପୁରୀ ଅଫିସ,୩୦ା୧୧:ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ଏକଦା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ଦାବି ଜୋରଦାର ହେବାରୁ ସରକାର ତଦନ୍ତ କମିଶନ…
ପୁରୀ ଅଫିସ,୩୦ା୧୧:କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ରବିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ରତ୍ନସିଂହାସନରେ ମହାପ୍ରଭୁଙ୍କ ଅତ୍ୟନ୍ତ ମନୋରମ…
ଭୁବନେଶ୍ୱର,୩୦ା୧୧:ପେଟ୍ରୋଲ ଏବଂ ଡିଜେଲ ଦର ଥମୁନାହିଁ। ଗତ ୧୦ ଦିନ ମଧ୍ୟରେ ତେଲ ଦର ୯ ଥର ବୃଦ୍ଧି ପାଇଛି। ଏହାକୁ ନେଇ ଖାଉଟିଙ୍କ ମଧ୍ୟରେ ଗଭୀର…
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡେମୀର ସର୍ବୋଚ୍ଚ ତଥା ମର୍ଯ୍ୟାଦାଜନକ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ୫ଜଣଙ୍କୁ ପ୍ରଦାନ କରାଯାଇଛି। ସେହିଭଳି ୨୫ଜଣ ବୟୋଜ୍ୟେଷ୍ଠ ଶିଳ୍ପୀଙ୍କୁ ‘ଶିଳ୍ପୀ…
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବିଧାନସଭା ଶୀତକାଳୀନ ଅଧିବେଶନରେ ରବିବାର ବ୍ୟୟମଞ୍ଜୁରୀ ବିଲ୍ ଗୃହୀତ ହୋଇଛି। ପୂର୍ବାହ୍ନ ଅଧିବେଶନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ୨୦୨୦-୨୧ ବର୍ଷ ପାଇଁ…
ଭୁବନେଶ୍ୱର(ବ୍ୟୁରୋ)/ରାଜନଗର,୩୦ା୧୧(ଡି.ଏନ.ଏ.):ଭିତରକନିକା ଜାତୀୟ ଉଦ୍ୟାନର ସୀମା ନିର୍ଦ୍ଧାରଣ ପୂର୍ବରୁ ସ୍ଥାନୀୟ ଲୋକ ପ୍ରତିନିଧିମାନଙ୍କୁ ଡାକି ଆଲୋଚନା କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ…