Home

କରୋନାରେ ୧୫ ଜୀବନ ଗଲା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ…

6 years ago

ଆଜି ରାଜ୍ୟରେ ପୁଣି ୧୯୧୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୦୪ ଜଣ ଲୋକାଲ କେସ୍‌ ଥିବା…

6 years ago

ନିବେଶ ବୃଦ୍ଧି ପାଇଁ ୧୫ ଗ୍ଲୋବାଲ୍‌ ଫଣ୍ଡ୍‌ ହାଉସ୍‌ ସହିତ ଆଲୋଚନା କରିବେ ମୋଦି

ନୂଆଦିଲ୍ଲୀ, ୨୨।୧୦: ଦେଶରେ ବିବେଶ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍‌ ଶୀଘ୍ର ୧୫ ଗ୍ଲୋବାଲ ଫଣ୍ଡ୍‌ ସାଉସ୍‌ର ପ୍ରତିନିଧିଙ୍କ ସହିତ ଆଲୋଚନା କରିବେ। ଏସମ୍ପର୍କରେ…

6 years ago

ପ୍ରେମିକାଙ୍କୁ ଡେଟ୍‌ରେ ଡାକିଥିଲେ ପ୍ରେମିକ, ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପ୍ରେମିକା-ପ୍ରେମିକ ଡେଟ୍‌ରେ ଯିବା ଏକ ସାଧାରଣ କଥା। ମାତ୍ର ଚାଇନାର ଜଣେ ଯୁବକ ନିଜ ଗର୍ଲଫ୍ରେଣ୍ଡକୁ ଡେଟ୍‌ ପାଇଁ ଡାକିବା ଭାରି ପଡ଼ିଛି। ଯୁବକଙ୍କ ଗର୍ଲଫ୍ରେଣ୍ଡ ନିଜର…

6 years ago

କ୍ରିକେଟ ପାଇଁ ମା’ଙ୍କଠାରୁ ଖାଉଥିଲେ ମାଡ, ଏବେ ଶାହରୁଖ ଖାନ୍‌ଙ୍କ ଟିମ୍‌କୁ କନ୍ଦାଇଲେ

ଇଣ୍ଡିଆନ ପ୍ରିମିୟର ଲିଗରେ ପ୍ରଶଂସକମାନେ ପ୍ରାୟତଃ ରନ ବର୍ଷା ହେଉଥିବା ଦେଖନ୍ତି, କିନ୍ତୁ ବେଳେବେଳେ ବୋଲରମାନେ ମଧ୍ୟ ବୋଲିଂ କରି ବ୍ୟାଟ୍ସମ୍ୟାନ୍‌ଙ୍କୁ ହଇରାଣ କରନ୍ତି। ଆଇପିଏଲ ୨୦୨୦ର…

6 years ago

ବିହାର ବିଧାନସଭା ନିର୍ବାଚନରେ ଭାଜପାର ୧୧ ସଂକଳ୍ପ: ମାଗଣା କରୋନା ଟିକା-୧୯ଲକ୍ଷଙ୍କୁ ନିଯୁକ୍ତି

ପାଟନା, ୨୨।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୧୧ ସଂକଳ୍ପ ଥିବା ଘୋଷଣା ପତ୍ର ଗୁରୁବାର ଜାରି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପସ୍ଥିତିରେ…

6 years ago

ଖୋଲିଲା ଅନ୍ତର୍ଜାତୀୟ ଝୁଲାପୋଲ ‘ଧାରଚୁଲା’: ପେନସନ ନେବାକୁ ଭାରତ ଆସିଲେ ୨୩୮ ନେପାଳ ନାଗରିକ

ଡେରାଡୁନ୍‌, ୨୨।୧୦: ଭାରତ ନେପାଳ ମଧ୍ୟରେ ଥିବା ଅନ୍ତର୍ଜାତୀୟ ଝୁଲାପୋଲ ‘ଧାରଚୁଲା’କୁ ୩ ଦିନ ପାଇଁ ଖୋଲା ଯାଇଛି। ଏହାକୁ ଶୁକ୍ରବାର ପୁଣି ବନ୍ଦ କରି ଦିଆଯିବ।…

6 years ago

କ୍ରିକେଟରଙ୍କ ଜୋତା ଫିତା ବାନ୍ଧି ଚର୍ଚ୍ଚାରେ ଏହି ଖେଳାଳି

କ୍ରମାଗତ ପରାଜୟ ପରେ କିଙ୍ଗସ ଏକାଦଶ ପଞ୍ଜାବର ଦଳ ବିଜୟ ଧାରାକୁ ଫେରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଦୁଇଟି ସୁପରଭରରେ ପଞ୍ଜାବ ଜିତିବାରେ କ୍ରିସ୍‌ ଗେଲ ଏକ…

6 years ago

ନୌସେନାରେ ସାମିଲ ହେଲା କଓ୍ବରାତ୍ତିି

ବିଶାଖାପଟ୍ଟନମ୍‌, ୨୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଉତ୍ତେଜନା ବଢୁଥିବାବେଳେ ଭାରତ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛି। ଏହି ମର୍ମରେ ବୁଡ଼ା ଜାହାଜ କଓ୍ବରାତ୍ତିିକୁ ଗୁରୁବାର…

6 years ago

ସିବିଆଇକୁ ମହାରାଷ୍ଟ୍ର ମନା

ମୁମ୍ବାଇ,୨୨ା୧୦: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏଣିକି ମହାରାଷ୍ଟ୍ର ସରକାରଙ୍କ ବିନା ଅନୁମତିରେ ରାଜ୍ୟକୁ ଯାଇ କୌଣସି ମାମଲାର ତଦନ୍ତ କରିପାରିବ ନାହିଁ। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ…

6 years ago