ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଉପନିର୍ବାଚନ ପାଇଁ କୋଭିଡ୍-୧୯ କଟକଣାରେ କୋହଳ କରାଯାଇଛି। ସଂକ୍ରମିତ ଅଞ୍ଚଳ ବାହାରେ ୧୦୦ ବଦଳରେ ୨୦୦ ଲୋକ ଏକାଠି ହୋଇପାରିବେ। ଯଦି କୋଣସି ହଲ୍ରେ ବୈଠକ…
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ବରମୁଣ୍ଡା ବସ୍ଷ୍ଟାଣ୍ଡ୍ରେ ଦାଦାବଟି ଆଦାୟ କରୁଥିଲେ ଖୋଦ୍ ବସ୍ ମାଲିକ। ଏହା କମିଶନରେଟ ପୋଲିସର ନଜରକୁ ଆସିବା ପରେ ଆଣ୍ଟି-ଏକଷ୍ଟର୍ନଶନ ଟାସ୍କ ଫୋର୍ସ ଉକ୍ତ ବସ୍…
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ଦାଦାବଟି ବନ୍ଦ କରିବାକୁ ପୋଲିସ ଡିଜି ଅଭୟ ଶୁକ୍ରବାର ନିର୍ଦ୍ଦେଶ ଦେବାପରେ ଶନିବାର ପଦକ୍ଷେପ ଆରମ୍ଭ କରିଛି କମିଶନରେଟ ପୋଲିସ୍। ‘ଦାଦାବଟିକୁ ନା’ ସ୍ପେଶାଲ…
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହୋଇଛି। ପ୍ରଥମ କଟ୍ ଅଫ୍ ମାର୍କରେ ମନୋନୀତ ହୋଇଥିବା ଛତ୍ରୀଛାତ୍ରମାନେ ନାମ…
ଭୁବନେଶ୍ୱର/କେନ୍ଦୁଝର,୧୮ା୧୦(ବ୍ୟୁରୋ/ସ୍ବ.ପ୍ର.): ୨୦୧୯ ସାଧାରଣ ନିର୍ବାଚନ ସମୟରେ କେନ୍ଦୁଝର ଲୋକ ସଭା ଆସନପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଚନ୍ଦ୍ରାଣୀ ମୁର୍ମୁଙ୍କ ନକଲି ଭିଡିଓ ଭାଇରାଲ କରାଯାଇଥିଲା। ଉକ୍ତ ଘଟଣାରେ ଓଟିଭି…
ପୁରୀ ଅଫିସ,୧୮ା୧୦: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚୟ ପାଇବ ଶ୍ରୀକ୍ଷେତ୍ର। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା…
ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ ନାହିଁ।…
ଲକ୍ଷ୍ନୌ, ୧୮।୧୦: ଉତ୍ତରପ୍ରଦେଶ ବଲିଆରେ ଘଟିଥିବା ଗୁଳିକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ଧିରେନ୍ଦ୍ର ପ୍ରତାପ ସିଂଙ୍କୁ ୩ ଦିନ ପରେ ଏସ୍ଟିଏଫ୍ ଟିମ୍ ଗିରଫ କରିବାକୁ ସକ୍ଷମ…
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ପଲିଥିନ ପରିବେଶ ଉପରେ ଭୟଙ୍କର ପ୍ରତିକୂଳ ପ୍ରଭାବ ପକାଉଛି। ଏହାର ଭୟାବହତା ବେଳକୁ ବେଳ ଗମ୍ଭୀର ସ୍ଥିତି ସୃଷ୍ଟି କରି ଚାଲିଛି। ଗ୍ରାମଠାରୁ ସହର ପର୍ଯ୍ୟନ୍ତ…
କଲୋମ୍ବୋ, ୧୮।୧୦: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଶ୍ରୀଲଙ୍କାରେ କଡ଼ା ଆଇନ ଲାଗୁ କରାଯାଇଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ଯେ, ମାସ୍କ୍ ନ…