Home

ଥମିଲା ଭାଲିଆଡିହି ଶ୍ମଶାନ ବିବାଦ: ୨୫ ଘଣ୍ଟା ପରେ ଦାହହେଲା ମୃତଦେହ

ନୟାଗଡ଼ ଅଫିସ,୨୨।୧୧: ନୟାଗଡ଼ ଜିଲା ଗୋଡିପଡା ଫାଣ୍ଡି ଭାଲିଆଡିହି ଶ୍ମଶାନରେ ମୃତଦେହ ଦାହକୁ ନେଇ ଉପରସାହି ଓ ପାଇକସାହି ମଧ୍ୟରେ ଶୁକ୍ରବାର ଅପରାହ୍ନରୁ ଲାଗିରହିଥିବା ଉତ୍ତେଜନା ଶନିବାର…

6 years ago

ନିର୍ବାଚନ ପୂର୍ବରୁ ମିଶନ ତାମିଲନାଡୁରେ ଶାହା: ବିମାନବନ୍ଦରରୁ ହୋଟେଲ ଯାଏଁ ଚାଲି ଚାଲି ଗଲେ

ଚେନ୍ନାଇ,୨୨।୧୧: ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଚାଣକ୍ୟଙ୍କ ମିଶନ ତାମିଲନାଡୁ। ଜନତାଙ୍କ ମନ ମୋହିବା ପାଇଁ ଚେନ୍ନାଇ ରାସ୍ତାରେ ଚାଲିଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଯାହା ଆଗାମୀ…

6 years ago

ନୟାଗଡ଼ ମ୍ୟୁନିସିପାଲିଟିରେ ନାହିଁ ସ୍ମାର୍ଟ ଶ୍ମଶାନ

ନୟାଗଡ଼ ଅଫିସ,୨୨।୧୧: ନୟାଗଡ ମ୍ୟୁନିସିପାଲିଟିରେ ସ୍ମାର୍ଟ ଶ୍ମଶାନ ନାହିଁ। ପୂର୍ବରୁ ଯେଉଁ ଦୁଇ ଶ୍ମଶାନ ରହିଛି ସେଠାରେ ଶବଦାହ କରିବା ସମ୍ଭବ ନୁହେଁ। ତେଣୁ ସହରବାସୀ ହଇରାଣ…

6 years ago

ଜିଲାରେ ବଢୁଛି ତଟକ୍ଷୟ ସମସ୍ୟା

କେନ୍ଦ୍ରାପଡ଼ା ଅଫିସ,୨୨।୧୧: କେନ୍ଦ୍ରାପଡ଼ା ଜିଲାରେ ସାମୁଦ୍ରିକ ତଟକ୍ଷୟ ଏକ ସମସ୍ୟା ଭାବେ ଉଭାହୋଇଛି। ଏଥିଯୋଗୁ ୧୯୬୦ରୁ ୨୦୧୬ ମଧ୍ୟରେ ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରୁ ୮୮ ବର୍ଗ…

6 years ago

ପୁରୀ ହେପାଜତରେ ମୃତ୍ୟୁ ମାମଲା: ହତ୍ୟା ମାମଲା ରୁଜୁ ଦାବି କଲା ଭାଜପା

ପୁରୀ ଅଫିସ,୨୨।୧୧: ପୋଲିସ ହେପାଜତରେ କେ. ରମେଶଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗିରହିଛି। ପୋଲିସର ଏଭଳି କାର୍ଯ୍ୟକୁ ତୀବ୍ର ବିରୋଧ କରାଯାଉଛି। ଏଭଳି ସ୍ଥିତିରେ ଶନିବାର ମୃତକଙ୍କ…

6 years ago

ପିପିଲି ଥାନା ହାଜତ ନିର୍ଯାତନା ଘଟଣା: ସନ୍ଦେହରେ ପୋଲିସ କାର୍ଯ୍ୟାନୁଷ୍ଠାନ

ପିପିଲି,୨୨।୧୧(ସ୍ବ.ପ୍ର.): ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ଅଭିଯୋଗକୁ ନେଇ ଚର୍ଚ୍ଚା ଥମି ନ ଥିବାବେଳେ ଜିଲାରେ ପୁଣି ଏକ ହାଜତ ନିର୍ଯାତନା ଅଭିଯୋଗ ଆସିଛି।…

6 years ago

୨୩ ଜଳ ଯୋଜନାର ଶିଳାନ୍ୟାସ: ୪୨ ଲକ୍ଷଙ୍କୁ ମିଳିବ ପିଇବା ପାଣି

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ସୋନଭଦ୍ର ଏବଂ ମିର୍ଜାପୁର ଜିଲାରେ ୨୩ ଜଳ ଯୋଜନାର ଶିଳାନ୍ୟାସ କରିଛନ୍ତି। ଭିଡ଼ିଓ କନଫରେନ୍ସିଂରେ ଆୟୋଜିତ ଏହି ଉତ୍ସବରେ…

6 years ago

ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ମାଛ ଉତ୍ପାଦନ ଓ ରପ୍ତାନି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଦୁଇଟି ଜାତୀୟ ପୁରସ୍କାର। ଭାରତ ସରକାରଙ୍କ ମତ୍ସ୍ୟ, ପଶୁସମ୍ପଦ ଓ ଗୋପାଳନ ବିଭାଗ ପକ୍ଷରୁ ଶନିବାର…

6 years ago

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ଇଚ୍ଛା ଡ୍ୟାମ୍‌ ନିର୍ମାଣ ସାରିବାକୁ ଅନୁରୋଧ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ସୁବର୍ଣ୍ଣରେଖା ନଦୀ ଉପରେ ଥିବା ବହୁମୁଖୀ ପ୍ରକଳ୍ପ ଚାନ୍ଦିଲ ଡ୍ୟାମ୍‌ର ବନ୍ୟା ନିୟନ୍ତ୍ରଣ ଆଧୁନିକୀକରଣ ଏବଂ ଇଚ୍ଛା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ…

6 years ago

ପାକିସ୍ତାନର ଜେହାଦ୍‌ ବିଶ୍ୱବିଦ୍ୟାଳୟ: ନିଜ ଦେଶ ପାଇଁ ସୃଷ୍ଟି କରୁଛି ସମସ୍ୟା

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୨।୧୧: କୁହାଯାଏ ବୁଡ଼ିଗଲା ଗୋଡ଼ ତଳକୁ ତଳକୁ। ଏଭଳି ଅବସ୍ଥା ଏବେ ପାକିସ୍ତାନରେ ଦେଖାଦେଇଛି। ପାକିସ୍ତାନରେ ଗଢ଼ିଉଠିଥିବା ଜେହାଦ୍‌ ବିଶ୍ୱବିଦ୍ୟାଳୟ ଏବେ ଦେଶ ପାଇଁ ସମସ୍ୟା ସୃଷ୍ଟି…

6 years ago