ଭୁବନେଶ୍ୱର,୪।୮(ବ୍ୟୁରୋ): କଟକଣା ସତ୍ତ୍ୱେ ରାଜଧାନୀରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଭୁବନେଶ୍ୱରରେ ଆଉ ୧୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ…
ମୁମ୍ବାଇ, ୪।୮: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ମଙ୍ଗଳବାର ବିହାର ସରକାର ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଛନ୍ତି। ଯାହାକୁ ନେଇ ଏବେ ରାଜନୈତିକ…
ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମାଣ ହେବାକୁ ଯାଉଛି ରାମମନ୍ଦିର। ଦିନକ ପରେ ଏହାର ଶିଳାନ୍ୟାସ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏସବୁ ମଧ୍ୟରେ…
ନୂଆଦିଲ୍ଲୀ,୪।୮: ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମି ପୂଜା କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ ଜନ୍ମଭୂମି ପରିସରରେ…
ବେଙ୍ଗାଲୁରୁ,୪।୮: ରାମ ମନ୍ଦିର ଭୂମି ପୂଜନର ମୁହୂର୍ତ୍ତକୁ ନେଇ ଦେଖାଦେଇଥିବା ବିବାଦ ଥମିବାର ନା ନେଉନି। ଏହି ମୁହୂର୍ତ୍ତ ନେଇ ଏବେ ଏକ ପ୍ରଶ୍ୱବାଚୀ ସୃଷ୍ଟି ହୋଇଛି।…
ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସହ ଘଟିଥିବା ଏକ ମଜାଦାର ଘଟଣାକୁ ଶେୟାର କରିଛନ୍ତି ଟିମ ଇଣ୍ଡିଆ ଫାଷ୍ଟ ବୋଲର ଇଶାନ୍ତ ଶର୍ମା। ଏକ ଶୋ’ରେ…
ଅଯୋଧ୍ୟା,୪।୮: ଯୋଗଗୁରୁ ବାବା ରାମଦେବ ଭୂମି ପୂଜନରେ ସାମିଲ ହେବା ପାଇଁ ମଙ୍ଗଳବାର ଆଯୋଧ୍ୟାରେ ପହଞ୍ଚିଛନ୍ତି। ଆଯୋଧ୍ୟା ପହଞ୍ଚିବା ପରେ ପତଞ୍ଜଳି ଯୋଗପୀଠର କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ…
ବଲିଉଡ୍ ଅଭିନେତ୍ରୀ ତଥା ନର୍ସ ଶିଖା ମଲହୋତ୍ରା ନିଜ କାମ ପାଇଁ ସମସ୍ତଙ୍କର ପ୍ରିୟ ହୋଇପାରିଛନ୍ତି। ସବୁଠାରେ ତାଙ୍କର ପ୍ରଶଂସା କରାଯାଉଛି। କାରଣ ଶିଖା କରୋନା ମୁକାବିଲା…
ପାକିସ୍ତାନର ପୂର୍ବତନ ଖେଳାଳି ସହିଦ ଆଫ୍ରିଦି ୩୭ ବଲରେ ଶତକ ହାସଲ କରିଛନ୍ତି। ଏହା ସେତେବେଳେ ଦ୍ରୁତତମ ଏକଦିବସୀୟ ଶତକ ଥିଲା। ଏହି ରେକର୍ଡ ପ୍ରାୟ ୧୮…
ବିଜେପୁର,୪।୮(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ପଞ୍ଚାୟତର ସାଧୁପାଲିରେ ଜଣେ ୪୦ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସରପଞ୍ଚ ଟଙ୍କଧର ସାହୁ…