Home

କେଦାର ଯାଦବ କାହିଁକି ବ୍ୟାଟିଂ କରୁନାହାନ୍ତି ସିବିଆଇ ଯାଞ୍ଚ୍‌ କରାଯାଉ

ଆଇପିଏଲ ୨୦୨୦ରେ ଚେନ୍ନାଇ ସୁପର କିଙ୍ଗ୍ସ ଏପର୍ଯ୍ୟନ୍ତ ୬ଟି ମ୍ୟାଚ୍‌ ଖେଳି ୪ଟିରେ ପରାଜୟର ସମ୍ମୁଖୀନ ହୋଇଛି। ବୁଧବାର କୋଲକାତା ନାଇଟ ରାଇଡର୍ସଠାରୁ ଦଳ ୧୦ ରନରେ…

6 years ago

ପ୍ରତିଶୋଧ ମନୋଭାବ ରଖି ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ: ଭାରତ

ଜେନେଭା, ୮।୧୦: ଜାତିସଂଘ ସୁରକ୍ଷା ପରିଷଦର ଅପବ୍ୟବହାର କରି ପ୍ରତିଶୋଧ ମନୋଭାବ ରଖି କୌଣସି ଦେଶର ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ଭାରତ କହିଛନ୍ତି।…

6 years ago

ବିୟର କଥା ମନେ ପଡ଼ିବାରୁ ଆଇସୋଲେଶନ ଓ୍ବାର୍ଡ ଛାଡ଼ି ପଳାଇଲେ ଏହି ଯୁବକ, ଆଉ ତା’ ପରେ…

ଲଣ୍ଡନ,୮ା୧୦: କୁହାଯାଏ, ଏମିତି କିଛି ବ୍ୟକ୍ତି ଅଛନ୍ତି ସେମାନେ ନିଶା ପାଇଁ ସବୁକିଛି କରିପାରନ୍ତି। ଠିକ୍‌ ଏମିତି ଏକ ଘଟଣା ଘଟିଛି ବ୍ରିଟେନ୍‌ରେ। ଏଠାକାର ଜଣେ ଯୁବକ…

6 years ago

କରୋନାରେ ପ୍ରାଣ ହରାଇଲେ ଆଉ ଜଣେ କରୋନା ଯୋଦ୍ଧା: ଥାନା ପରିସରରେ ଦିଆଗଲା ଶେଷ ସମ୍ମାନ

ବାଲିଗୁଡା,୮।୧୦(ଡି.ଏନ.ଏ): କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପୁଣି ଜଣେ କରୋନା ଯୋଦ୍ଧାଙ୍କର ମୃତ୍ୟୁ ହୋଇଛି। ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କନଷ୍ଟେବଳ ଭାବେ କାର୍ଯ୍ୟରତ…

6 years ago

ନୂଆ ମାର୍ଗଦର୍ଶିକା ଜାରି କଲେ ନିର୍ବାଚନ କମିଶନ: ୨୫ ପ୍ରତିଶତ କମିଲା ଷ୍ଟାର ପ୍ରଚାରକଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୮।୧୦: କରୋନା ମହାମାରୀ ସଙ୍କଟ ସମୟରେ ହେଉଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନିର୍ବାଚନ କମିଶନ ନୂଆ ମାର୍ଗଦର୍ଶିକା ଜାରି କରିଛନ୍ତି। ଏଥିରେ ରାଜନୈତିକ…

6 years ago

୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୭୪ କୁ ବୃଦ୍ଧି ହୋଇଛି। ଏ ନେଇ…

6 years ago

ରାଜ୍ୟରେ ପୁଣି ୩୧୪୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୩୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧୯ଜଣ ଲୋକାଲ କେସ୍‌ ଥିବା ରାଜ୍ୟ…

6 years ago

୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ମିଳିବ ବାଳ ଅପରାଧୀଙ୍କ ଦଣ୍ଡ: ଜୁଭେନାଇଲ୍‌ ବୋର୍ଡକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୮।୧୦: ଜଣେ ୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ବାଳ ଅପରାଧୀଙ୍କ ଲାଗି ଧାର୍ଯ୍ୟ ହୋଇଥିବା ଦଣ୍ଡାଦେଶ କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତି ଜଣଙ୍କ ନାମରେ…

6 years ago

ବାୟୁସେନା ସ୍ଥାପନା ଦିବସ: ତେଜସ ଓ ଜାଗୁଆର ସହ ଶକ୍ତି ପ୍ରଦର୍ଶନ କଲା ରାଫାଲ

ନୂଆଦିଲ୍ଲୀ,୮ ।୧୦: ଅକ୍ଟୋବର ୮ରେ ଭାରତୀୟ ବାୟୁସେନା ପାଳନ କରିଛି ତା’ର ୮୮ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଗାଜିଆବାଦର ହିଡନ ଏୟାରବେସ୍‌ରେ ଶକ୍ତି ପ୍ରଦର୍ଶନ…

6 years ago

ମଝି ଆକାଶରେ ପୁତ୍ର ସନ୍ତାନଙ୍କୁ ଜନ୍ମଦେଲେ ମହିଳା: ଲାଇଫ୍‌ ଟାଇମ୍‌ ମାଗଣା ଫ୍ରି ଟିକଟ ଉପହାର ଦେଲା ଇଣ୍ଡିଗୋ

ନୂଆଦିଲ୍ଲୀ, ୮।୧୦: ଦିଲ୍ଲୀରୁ ବେଙ୍ଗାଲୁରୁ ଉଡ଼ାଣ କରୁଥିବା ଇଣ୍ଡିଗୋ ବିମାନରେ ଜଣେ ମହିଳା ପୁତ୍ର ସନ୍ତାନଙ୍କୁ ଜନ୍ମଦେଇଛନ୍ତି। ମଝି ଆକାଶରେ ହଠାତ୍‌ ମହିଳାଙ୍କର ପ୍ରସବ ଯନ୍ତ୍ରଣା ଆରମ୍ଭ…

6 years ago