Home

୧.୫ ଲକ୍ଷ କୋଟି କ୍ଷତି ସହିବ ପର୍ଯ୍ୟଟନ ଶିଳ୍ପ

କରୋନା ଭୂତାଣୁ ଦେଶ ମଧ୍ୟରେ ଏବେ ବ୍ୟାପିଚାଲିଥିବା ବେଳେ ଦେଶର ବିମାନଚଳାଚଳ, ହୋଟେଲ ଏବଂ ମିଡିଆ କମ୍ପାନୀଗୁଡିକ ଏବେ ପରିଚାଳନା ନେଇ ଚ୍ୟାଲେଞ୍ଜ ସାମ୍ନା କରୁଛନ୍ତି। ଏହି…

6 years ago

ଉଦ୍‌ଘାଟିତ ହେଲା ଦ୍ୱିତୀୟ ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୨ା୪-ଗଞ୍ଜାମ-ଗଜପତି ସମବାୟ ଦୁଗ୍ଧ ଉପତ୍ାଦକ ସଂଘ ପକ୍ଷରୁ ଗଞ୍ଜାମ ଜିଲାର ଦ୍ୱିତୀୟ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ୍‌ ମିଶ୍ରିତ ଏଟିଏମ୍‌ ଗୁରୁବାର ବ୍ରହ୍ମପୁର ତୁଳସୀନଗର ମେନ୍‌ରୋଡରେ…

6 years ago

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ ଅଧିକାରୀଙ୍କୁ…

6 years ago

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା ମୁକାବିଲା…

6 years ago

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ ଓଡିଶା…

6 years ago

ବିଶୁଦ୍ଧିକରଣ ହେଲା ମୁଖ୍ୟରାସ୍ତା

ଫୁଲବାଣୀ ଅଫିସ, ୨ା୪- କନ୍ଧମାଳ ଜିଲା ଫୁଲବାଣୀ ସହରର ମୁଖ୍ୟ ରାସ୍ତାଗୁଡ଼ିକୁ ବିଶୋଧନ କରାଯାଇଛି। ପୌର ପରିଷଦ ଓ ଅଗ୍ନିଶମ ବିଭାଗର କର୍ମଚାରୀ ହାଇପୋ କ୍ଲୋରାଇଡ଼ ଓ…

6 years ago

ମୁଖ୍ୟ ଡାକ୍ତରଖାନାରୁ ଆରମ୍ଭ ହେଲା ବିଶୋଧନ

ବାଲେଶ୍ୱର ଅଫିସ, ୨।୪-କରୋନା ଭୂତାଣୁ ସହ ମୁକାବିଲା କରିବା ପାଇଁ ପୋଲିସ ପ୍ରଶାସନ ଅଗ୍ନିଶମ ବିଭାଗ ସହ ମିଶି ବାଲେଶ୍ୱର ଜିଲାର ସହରଗୁଡ଼ିକୁ ବିଶୋଧନ କରିବା ପାଇଁ…

6 years ago

ଲକଡାଉନ୍‌ ଅମାନିଆଙ୍କୁ ଛାଟ

ବାରିପଦା ଅଫିସ, ୨ା୪- ମୟୂରଭଞ୍ଜ ଜିଲାରେ ଲକ୍‌ଡ଼ାଉନ ଅମାନ୍ୟ କରୁଥିବା ଲୋକଙ୍କୁ ବାଜିଛି ଛାଟ। ୭ ଦିନ ମଧ୍ୟରେ ଜିଲାର ବିଭିନ୍ନ ଥାନାରେ କୋଭିଡ଼-୧୯ ଆଇନ ଅମାନ୍ୟ…

6 years ago

ପ୍ରଶାସନ ପକ୍ଷରୁ ମାଗଣା ରନ୍ଧା ଖାଦ୍ୟ

ଭଦ୍ରକ ଅଫିସ, ୨ା୪-ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ନିରାଶ୍ରୟ, ବହିରାଗତ, ଦିନମଜୁରିଆ, ବାହାରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କୁ ମାଗଣାରେ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ବାହାର ଜିଲା…

6 years ago

ପ୍ରଫୁଲ୍ଲଙ୍କ ନିଆରା ପ୍ରୟାସ : ସୁପରହିରୋଙ୍କୁ ସଂକ୍ରମଣରୁ ବଞ୍ଚାଇବା ଲକ୍ଷ୍ୟ

ଭୁବନେଶ୍ୱର,୨ା୪(ବ୍ୟୁରୋ)-କରୋନାର କରାଳ ରୂପ ସମଗ୍ର ବିଶ୍ୱକୁ ଗ୍ରାସ କରିଥିବା ବେଳେ ଚାରିଆଡେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତାରେ ବୁଲୁଥିବା ଗାଇଗୋରୁ, କୁକୁର, ବିଲେଇ ବଞ୍ଚତ୍ବାକୁ ସଂଘର୍ଷ…

6 years ago