Home

କରୋନା ପାଇବ ପାନେ: ଅଷ୍ଟ୍ରେଲିଆରେ ପ୍ରତିଷେଧକ ଟୀକା ପରୀକ୍ଷଣ ଆରମ୍ଭ !

ନୂଆଦିଲ୍ଲୀ/ମେଲବୋର୍ନ,୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ…

6 years ago

ସମଲେଇ ମନ୍ଦିର ସାନିଟାଇଜ୍‌ କରିବାକୁ ପୂଜକଙ୍କ ଦାବି

ସମ୍ବଲପୁର, ୨।୪ (ବ୍ୟୁରୋ)-କରୋନା ଭୂତାଣୁ ଯୋଗୁଁ ଦୋକାନ, ବଜାର, ରାସ୍ତା ସେନିଟାଇଜ କରାଯାଉଛି। ସମ୍ବଲପୁରର ଇଷ୍ଟଦେବୀ ସମଲେଇ ମନ୍ଦିରକୁ ମଧ୍ୟ କରୋନା କଟକଣା ପୂର୍ବରୁ ରାଜ୍ୟ ତଥା…

6 years ago

ନିୟମ ମାନିବାକୁ ଲୋକେ ନାରାଜ

ସମ୍ବଲପୁର, ୨।୪ (ବ୍ୟୁରୋ)- ସମ୍ବଲପୁର ସହରରେ ଲକ୍‌ ଡାଉନ ଲାଗି ରହିଛି । ତଥାପି ଜନସାଧାରଣ ଅନେକାଂଶରେ ନିୟମ ମାନୁ ନାହାନ୍ତି । ଘରୁ ବାହାରି ପୋଲିସକୁ…

6 years ago

ରାମନବମୀକୁ ଫିକା କରିଦେଲା କରୋନା କଟକଣା

ସମ୍ବଲପୁର, ୨।୪ (ବ୍ୟୁରୋ)- କରୋନା ଭୂତାଣୁ କଟକଣା ଯୋଗୁ ସମସ୍ତ ଧାର୍ମିକ ପୀଠରେ ତାଲା ପଡିଛି । ଗୁରୁବାର ରାମନବନୀ ଅବସରରେ ପରମ୍ପରାନୁସାରେ କେବଳ ପୂଜାର୍ଚ୍ଚନା ହୋଇଛି।…

6 years ago

ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଭତ୍ତା ଟଙ୍କା ମିଳିନି

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ)- କରୋନାକୁ ମହାମାରି ଘୋଷଣା ହେବା ପରେ ସରକାର ବାର୍ଦ୍ଧକ୍ୟ, ବିଧବା, ମଧୁବାବୁ ପେନସନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ୪ ମାସର ଟଙ୍କା…

6 years ago

ପୌରପାଳିକା ତରଫରୁ ଗରିବଙ୍କୁ ଖାଦ୍ୟ ବଣ୍ଟନ

ଚୌଦ୍ୱାର,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ନ ବ୍ୟାପିବା ପାଇଁ ଚୌଦ୍ୱାର ସହର ଲକ୍‌ଡାଉନ ଭିତରେ ରହିଛି। ନିହାତି ଆବଶ୍ୟକତା ନ ଥିଲେ ଘରୁ ବାହାରିବାକୁ ନିଷେଧ ଥିବାବେଳେ…

6 years ago

ଲକ୍‌ଡାଉନ୍‌ରେ ଘରେ ରହିବାକୁ ଲୋକଙ୍କୁ ବୁଝାଉଛନ୍ତି ଯମରାଜ: ବାହାରେ ବୁଲିଲେ ବାନ୍ଧିନେବ ମୃତ୍ୟୁଦୂତ !

ହାଇଦ୍ରାବାଦ୍‌ ,୨।୪: ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ସଚେତନତା ଅଭାବରୁ ବହୁ ଲୋକ ଏହାକୁ ଅଣଦେଖା…

6 years ago

କରୋନା ଭୟରେ ଆତ୍ମହତ୍ୟା କଲେ ସରକାରୀ କର୍ମଚାରୀ

ସାହାରନପୁର,୨।୪: କରୋନା ଭାଇରସ ଏବେ ସଂକ୍ରମିତଙ୍କୁ ଯେତିକି ଡରାଉଛି ସୁସ୍ଥ ଲୋକ ମଧ୍ୟ ଏହାକୁ ସେତିକି ଭୟ କରୁଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଉତ୍ତର…

6 years ago

ରାଜ୍ୟ ବାହାର ଶ୍ରମିକ, ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ନିମାପଡ଼ା,୨।୪(ଡି.ଏନ.ଏ.): ଲକଡାଉନ ଘୋଷଣା ପରେ ନିମାପଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଫସିଥିବା ରାଜ୍ୟ ବାହାର ୧୪୦ଜଣ ଶ୍ରମିକଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ୭ଦିନ ପାଇଁ ଚାଉଳ, ଡାଲି,…

6 years ago

ହଟ୍‌ସ୍ପଟ୍‌ ଅଞ୍ଚଳରେ ହେବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌: ୩୦ ମିନିଟ୍‌ରେ ଚିହ୍ନଟ ହେବେ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପରିସ୍ଥଳେ ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ ଉପରେ ଗୁରୁତ୍ୱାରୋପ କରାଯାଇଛି। କରୋନା ହଟ୍‌ସ୍ପଟ୍‌…

6 years ago