Home

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୧୦୦ରୁ ଊର୍ଦ୍ଧ୍ୱ ବାଇକ୍‌ ଜବତ

ମାଲକାନଗିରି,୧ା୪(ଡି.ଏନ୍‌.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ଯୋଗୁ ସରକାରଙ୍କ ସମେତ ପୋଲିସ ଓ ପ୍ରଶାସନର ଚିନ୍ତା ବଢ଼ୁଛି। ହେଲେ ଏଭଳି ପରିସ୍ଥିତିରେ ମଧ୍ୟ ଲୋକେ ସଚେତନ…

6 years ago

ଲକ୍‌ଡାଉନରେ ପିଲାଙ୍କୁ ଶିଖାଯାଉଛି ଯୋଗ

ଚୌଦ୍ୱାର,୧ା୪(ଡି.ଏନ୍‌.ଏ): ଭୟାବହ କରୋନାକୁ ପ୍ରତିହତ କରିବା ପାଇଁ ସମଗ୍ର ଦେଶରେ ଲାଗୁ ହୋଇଛି ୨୧ ଦିନିଆ ଲକ୍‌ଡାଉନ। ଏହାକୁ ସମର୍ଥନ କରି ଜନସାଧାରଣ ନିଜ ନିଜ ଘରେ…

6 years ago

ରାଜ୍ୟରେ ଚତୁର୍ଥ କରୋନା ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲା ପ୍ରଶାସନର ତତ୍ପରତା

ମାଲକାନଗିରି,୧ା୪(ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର କରୋନା ଭାଇରସ୍‌ରେ ପୀଡ଼ିତ ଚତୁର୍ଥ ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ପଡ଼ିଛି। କାରଣ ଜିଲାରୁ ଅଧିକାଂଶ ଶ୍ରମିକ ରାଜ୍ୟ…

6 years ago

ସମ୍ବଲପୁର-ସୋନପୁର ସୀମାକୁ ସିଲ୍‌ କଲା ଧମା ପୋଲିସ

ଧମା, ୧।୪ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ କୋଭିଡ- ୧୯ ସୁରକ୍ଷା କଡାକଡିକୁ ନେଇ କରାଯାଇଥିବା ନିଷ୍ପତ୍ତି ପରେ ସମସ୍ତ ରାଜ୍ୟ ଓ ଜିଲା ସୀମାକୁ ସିଲ କରାଯାଇଛି ।…

6 years ago

ଚଢ଼ା ଦରରେ ସାମଗ୍ରୀ ବିକି ୨୭ ବ୍ୟବସାୟୀ ଗିରଫ

ଝାରସୁଗୁଡା ଅଫିସ,୧ା୪-ଝାରସୁଗୁଡା ସହର ଶୁକର ବଜାର ଡେଲି ମାର୍କେଟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ା ଦରରେ ବିକ୍ରୟ କରୁଥିବା ଅଭିଯୋଗ ହେବା ପରେ ପ୍ରଶାସନ ବୁଧବାର ଏଠାରେ…

6 years ago

ଦାନ୍ତରେ ନଖ କାମୁଡ଼ିବା ଅଭ୍ୟାସ: କରୋନାକୁ ଆଣିବ ଡ଼ାକି !

ନୂଆଦିଲ୍ଲୀ୍‌,୧।୪: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦାନ୍ତରେ ନଖ କାମୁଡୁଥିବା ଲୋକଙ୍କୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। କାରଣ ଏହି ଅଭ୍ୟାସ…

6 years ago

କରୋନା ସହ ଲଢ଼େଇ: ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ନିଜକୁ ପ୍ରସ୍ତୁତ କରୁଛନ୍ତି ସରକାର; ବଢୁଥିବା ତାପମାତ୍ରା ବି ସୁହାଇବ

ନୂଆଦିଲ୍ଲୀ,୧।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ଭାରତରେ ଆତଙ୍କ ଦେଖାଦେଇଛି। ସାମାଜିକ ଦୂରତା ଅବଲମ୍ବନ କରିବା ଲାଗି ସରକାର ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା…

6 years ago

ଦିଲ୍ଲୀରୁ କେରଳ: ଦେଶର ୧୦ଟି ଅଞ୍ଚଳ ଘୋଷିତ ହୋଇପାରେ କରୋନା ସଂକ୍ରମଣ ହଟ୍‌ସ୍ପଟ୍‌ !

ନୂଆଦିଲ୍ଲୀ,୧।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ…

6 years ago

ପିଡିଏସ୍‌ ବଣ୍ଟନରେ ସାମାଜିକ ଦୂରତା ନିୟମ ଉଲ୍ଲଂଘନ

ସମ୍ବଲପୁର,୧।୪ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ ଡାଉନ ଜାରି ରହିଛି । ଏହି ପରିପେକ୍ଷୀରେ ରାଜ୍ୟ ସରକାର ଭତ୍ତା ଓ ପିଡିଏସ…

6 years ago

ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ କରାଗଲା ବିଶୋଧନ

ନିମାପଡ଼ା,୧।୪(ଡି.ଏନ.ଏ.): ମହାମାରୀ କରୋନା ସଂକ୍ରମଣ ଦାଉରୁ ରକ୍ଷା ପାଇଁ ନିମାପଡ଼ା ଅଗ୍ନିସେବା ସଂସ୍ଥା ପକ୍ଷରୁ ବିଶୋଧନ ଓ ସ୍ବଚ୍ଛତା କାର୍ଯ୍ୟ ହାତକୁ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଗତ…

6 years ago