Home

ଆସନ୍ତାକାଲିଠାରୁ ୩ ଦିନ ଯାଏଁ ଉତ୍ତରପ୍ରଦେଶ ଲକ୍‌ଡାଉନ୍‌

ଲକ୍ଷ୍ନୌ,୨୪।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଉତ୍ତରପ୍ରଦେଶର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲିଠାରୁ ୩ ଦିନ ଯାଏଁ ଉତ୍ତରପ୍ରଦେଶର ସମସ୍ତ…

6 years ago

ବଢ଼ିଲା କ୍ଲୋରୋକ୍ୱିନ୍‌ ଚାହିଦା: ଇପ୍କାର ଶେୟାରରେ ୧୨ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମିତଙ୍କ ପାଇଁ ମ୍ୟାଲେରିଆ ଔଷଧ କ୍ଲୋରୋକ୍ୱିନ୍‌ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ଇଣ୍ଡିଆନ୍‌ ମେଡ଼ିକାଲ୍‌ କାଉନସିଲ୍‌ ରିସର୍ଚ୍ଚ ପକ୍ଷରୁ ଘୋଷଣା କରାଯାଇଛି। ଏହାପରେ କ୍ଲୋରୋକ୍ୱିନ୍‌ର…

6 years ago

ହୋମ କ୍ବାରାଣ୍ଟାଇନ୍‌ରେ ୧୪ ଶିଷ୍ୟଙ୍କ ସହ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୪।୩: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ହୋମ କ୍ବାରାଣ୍ଟାଇନରେ ରହିଛନ୍ତି। ଶଙ୍କରାଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ବିମାନ ଯୋଗେ ଦିଲ୍ଲୀରୁ…

6 years ago

ଘରେ ପହଞ୍ଚି ପାରିଲେନି: ଦୁର୍ଘଟଣାରେ ସ୍ବାମୀ ମୃତ, ସ୍ତ୍ରୀ ଓ ୨ ଶିଶୁ ଗୁରୁତର

ଛେଣ୍ଡିପଦା, ୨୪।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳ ଦେଇଯାଇଥିବା ୫୫ନଂ. ଜାତୀୟ ରାଜପଥ ତୁକୁଡା ମୁଣ୍ଡାସାହି ନିକଟରେ ମଙ୍ଗଳବାର ଭୋର୍‌ ସମୟରେ ଏକ ଦୁଃଖଦ ଦୁର୍ଘଟଣା…

6 years ago

ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ସସ୍‌ପେନ୍ସ

ପୁରୀ ଅଫିସ, ୨୩।୩: ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କାକୁ ନେଇ ପୁଣି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ୟୁନିୟନ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜନ୍ନାଥଙ୍କ ଟଙ୍କା ରହିବା…

6 years ago

ସ୍ଥଗିତ ହେବ ଟୋକିଓ ଅଲିମ୍ପିକ୍ସ: ଆଇଓସି ସଦସ୍ୟ

ଟୋକିଓ, ୨୪।୩: କୋଭିଡ-୧୯ ବା କରୋନା ଭାଇରସ ଆତଙ୍କ କାରଣରୁ ବିଶ୍ୱର ସର୍ବଶ୍ରେଷ୍ଠ କ୍ରୀଡ଼ା ମହାକୂମ୍ଭ ଅଲିମ୍ପିକ୍ସ ସ୍ଥଗିତ ହେବା ଏକା ପ୍ରକାର ନିଶ୍ଚିତ ହୋଇଛି। ଅନ୍ତର୍ଜାତୀୟ…

6 years ago

ସାରା ପୃଥିବୀରେ କରୋନା ଆତଙ୍କ: ଚାଇନାର ହୁବେଇରୁ ହଟିବ ଲକ୍‌ଡାଉନ୍‌

ବେଜିଂ,୨୪।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଥିବା ବେଳେ ଚାଇନାର ହୁବେଇରୁ ଦୀର୍ଘ ଦିନ ଧରି ଜାରି ରହିଥିବା ଲକ୍‌ଡାଉନ୍‌ ମଙ୍ଗଳବାର ରାତିରୁ ହଟାଇ ନିଆଯିବ। ଏନେଇ…

6 years ago

ଓଲଟିଲା ଟ୍ରକ୍‌: ବର୍ତ୍ତିଲେ ଡ୍ରାଇଭର, ହେଲ୍‌ପର

ବଅଁରପାଳ, ୨୪।୩(ଡି.ଏନ.ଏ.): ନାଲ୍‌କୋ ଥାନା କୁଲାଡ଼ ଥର୍ମାଲ ରାସ୍ତାର ବଳରାମପ୍ରସାଦ କେନ୍ଦୁଢ଼ିପ ସାହି ନିକଟରେ ମଙ୍ଗଳବାର ଏକ ଟ୍ରକ୍‌ ଓଲଟି ପଡ଼ିଛି। ତେବେ ଟ୍ରକ୍‌ ଡ୍ରାଇଭର ଏବଂ…

6 years ago

କରୋନା ପ୍ରଭାବ: ନାଲ୍‌କୋରେ ଉତ୍ପାଦନ କମିବା ଆଶଙ୍କା

ବଅଁରପାଳ, ୨୪।୩(ଡି.ଏନ.ଏ.): କରୋନା ସଂକ୍ରମଣ ପ୍ରତିହତ କରିବାକୁ ସାରା ଦେଶରେ ଲାଗୁ କରାଯାଇଛି ଲକ୍‌ଡାଉନ୍‌। ଏହାର ଗଭୀର ପ୍ରଭାବ ପଡ଼ିଛି ଶିଳ୍ପାନୁଷ୍ଠାନ ଉପରେ। ନବରତ୍ନ ମାନ୍ୟତାପ୍ରାପ୍ତ କମ୍ପାନୀ…

6 years ago

ସାନ୍ତରାପୁରରେ ହାତୀ ଆତଙ୍କ

ବଅଁରପାଳ, ୨୪।୩(ଡି.ଏନ.ଏ.): ବଅଁରପାଳ ବ୍ଲକ ସାନ୍ତରାପୁର ପଞ୍ଚାୟତରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ରାତିରେ ଏକ ହାତୀ ଜନବସତିରେ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ହାତୀଟି ଫୁଲପଡ଼ା…

6 years ago