Home

ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ

ରାୟପୁର,୧୯।୩: କରୋନା ଆଁରେ ସାରା ବିଶ୍ୱ। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ଭିତରେ ଗୁରୁବାର ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ ଚିହ୍ନଟ…

6 years ago

ମଧ୍ୟପ୍ରଦେଶ ସଙ୍କଟ: ଭଙ୍ଗାଗଢ଼ା ରାଜନୀତି ଛାଡ଼ି ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଲେ ସୁପ୍ରିମ୍‌କୋର୍ଟ

ଭୋପାଳ,୧୯।୩: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଲନାଥ ସରକାରଙ୍କ ସଙ୍କଟ ବଢ଼ିଚାଲିଛି। ଗୁରୁବାର ସୁପ୍ରିମ୍‌କୋର୍ଟ ବିଧାନସଭାରେ ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଛନ୍ତି। ବିଦ୍ରୋହୀ ବିଧାୟକ ନିଜର ଇସ୍ତଫା ଦେଇଥିବା…

6 years ago

ତିନିଫୁଟିଆ ମହାରାଜା ଦୋସା

ସମ୍ବଲପୁର ଜିଲା ରେଙ୍ଗାଲି ବାଇପାସ ଛକ ନିକଟରେ ହଟ୍‌ସ୍ପାଇସ ରେସ୍ତୋରାଁ ରହିଛି। ୧୦ ନମ୍ବର ରାଜପଥ (ବିଜୁ ଏକ୍ସପ୍ରେସ) ପାର୍ଶ୍ୱରେ ଏହା ରହିଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ…

6 years ago

ବଜ୍ରପାତରେ ଯୁବତୀଙ୍କ ଜୀବନଗଲା

ଭଞ୍ଜନଗର,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ହାତୀଗୁଡ଼ାରେ ଗୁରୁବାର ମଧ୍ୟାହ୍ନରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଛି। ସେ ହେଲେ ଟୁନି ପୋଲାଇ। ସେ…

6 years ago

ଚିନ୍ତାରେ ଡାକ୍ତର: ସୁସ୍ଥ ହେବା ପରେ ବି ପୁଣିଥରେ କରୋନାରେ ଆକ୍ରାନ୍ତ ହେଉଛନ୍ତି ଲୋକେ !

ରୋମ,୧୯।୩: ଚାଇନା ପରେ ଏବେ ଇଟାଲିରେ କରୋନା ସଂକ୍ରମଣରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୩୫୭୧୩। ସେହିପରି ଇଟାଲିରେ…

6 years ago

ରିଲିଜ୍‌ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର

ଆମ ରାଜ୍ୟର ଅନ୍ୟତମ ନାମୀ ସ୍ବାଧୀନତା ସଂଗ୍ରାମୀ ହେଉଛନ୍ତି ଶହୀଦ ରଘୁ ସର୍ଦ୍ଦାର। ତାଙ୍କ ଜୀବନର ବୀରତ୍ୱ ଗାଥାକୁ ସିନେମାରେ ସଜାଇଛନ୍ତି ନବାଗତ ପ୍ରଯୋଜକ ଡା. ବିଶ୍ୱନାଥ…

6 years ago

ଆମେରିକାର ୨ ସାଂସଦ କରୋନା ଭାଇରସରେ ପୀଡ଼ିତ

ଓ୍ବାଶିଂଟନ,୧୯।୩: ଆମେରିକା କଂଗ୍ରେସର ମାରିଓ ଡିଆଜ ବାଲାର୍ଟ ଓ ବେନ୍‌ ମ୍ୟାକଆଦମ୍ସ ନାମକୁ ୨ଜଣ ସାଂସଦ ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ସେମାନେ କରୋନା ପଜିଟିଭ।…

6 years ago

ଆମେରିକାରେ କରୋନା ମୁକାବିଲା: ୮୫% ବ୍ୟବହାର କରୁଛନ୍ତି ସାନିଟାଇଜର; ୫୦%ଙ୍କର ପ୍ରାର୍ଥନା ଉପରେ ବିଶ୍ୱାସ !

ଓ୍ବାଶିଂଟନ,୧୯।୩: କରୋନା ସଂକ୍ରମଣ ଆତଙ୍କରେ ଆମେରିକା ଲୋକେ ଭୟଭୀତ ହେବାରେ ଲାଗିଛନ୍ତି। ତେବେ ବି ସରକାରଙ୍କ ସହିତ ଲୋକେ ମିଳିତ ଭାବେ ଏହାର ମୁକାବିଲା ଲାଗି ଅଣ୍ଟା…

6 years ago

୧୦ ହଜାର କଏଦୀଙ୍କ ଦଣ୍ଡ କୋହଳ କରିବ ଇରାନ

ତେହେରାନ,୧୯।୩: କରୋନା ଭାଇରସରେ ସର୍ବାଧିକ ଆକ୍ରାନ୍ତ ଦେଶମାନଙ୍କ ମଧ୍ୟରେ ଇରାନର ସ୍ଥାନ ଆସୁଛି ତୃତୀୟରେ। ଏଠାରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୧୭୩୬୧ ହୋଇଥିବା ବେଳେ ୧୧୩୩ ଜଣଙ୍କ…

6 years ago

କୁକୁରର ମସ୍ତି: ଭିଡିଓ ଭାଇରାଲ, ଦେଖିଲେ ମିଳୁଛି ମାନସିକ ଶାନ୍ତି

ବର୍ତ୍ତମାନ ପତ୍ରଝଡ଼ା ଋତୁ ଚାଲିଥିବାରୁ ପତ୍ର ଝଡ଼ି ସ୍ଥାନେ ସ୍ଥାନେ ପାହାଡ଼ ପରି ଜମା ହୋଇଥିବା ଦେଖିବାକୁ ମିଳିଛି। ଏହି ପତ୍ରଗଦାରେ ଏକ କୁକୁର ଖୁବ୍‌ ମସ୍ତି…

6 years ago