Home

କରୋନାକୁ ରୋକିବାରେ ଆଦର୍ଶ ଭୂମିକା ନେବ ଓଡ଼ିଶା; ଲଢ଼ିବା ପାଇଁ ପ୍ରସ୍ତୁତ ରୁହ: ରାଜ୍ୟପାଳ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): କରୋନା ପାଇଁ ଭୟଭୀତ ନ ହୋଇ ଲଢ଼ିବା ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟପାଳ ପ୍ରଫେସର ଗେଣେଶୀ ଲାଲ ବୁଧବାର ପରାମର୍ଶ ଦେଇଛନ୍ତି। ସୁରକ୍ଷୀତ ରହିବା…

6 years ago

କରୋନା ପାଇଁ ଘୁଞ୍ଚିଲା: ଏପ୍ରିଲ ୨୫ରେ ବାର୍‌ ଆସୋସିଏଶନ ନିର୍ବାଚନ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): କରୋନା ପାଇଁ ସମସ୍ତ ବାର୍‌ ଆସୋସିଏଶନ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ମାାର୍ଚ୍ଚ ୨୮ ତାରିଖରେ ନିର୍ବାଚନ ହେବାର ରହିଥିଲା। ମାତ୍ର ଏବେ ତାହା…

6 years ago

ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା, ସଚିବାଳୟ କର୍ମଚାରୀଙ୍କ ସୁରକ୍ଷା ପାଇଁ ବ୍ୟବସ୍ଥା କରିବାକୁ ମହାସଂଘର ଅନୁରୋଧ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ସଚେତନାମୂଳକ ପଦକ୍ଷେପ ନେଉଛନ୍ତି। ଲୋକଙ୍କୁ ସଚେତନତା ସାଙ୍ଗକୁ ପ୍ରତିରୋଧ କରିବା ପାଇଁ ନେଇଥିବା ପଦକ୍ଷେପକୁ…

6 years ago

ପୋଲିସ ନିକଟରେ ୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮।୩(ଡି.ଏନ୍‌.ଏ.): ପୁଣି ମାଲକାନଗିରି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ବୁଧବାର ୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ…

6 years ago

ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ସମସ୍ତ ବାର୍‌ ବନ୍ଦ ଲାଗି ପୁଡୁଚେରୀ ସରକାରଙ୍କ ନିର୍ଦ୍ଦେଶ

ପୁଡୁଚେରୀ,୧୮।୩: ଦେଶରେ କ୍ରମାଗତ ଭାବରେ କରୋନା ଭାଇରସ୍‌ କାୟା ବିସ୍ତାର କରିଥିବାରୁ ସମସ୍ତ ରାଜ୍ୟ ସତର୍କ ହୋଇପଡ଼ିଛନ୍ତି। ଅଧିକାଂଶ ରାଜ୍ୟରେ ସତର୍କତା ଅନୁଯାୟୀ, କର୍ମଚାରୀମାନଙ୍କୁ ଘରେ ରହି…

6 years ago

କରୋନା ଭୟ: ଜେଲରେ ବନ୍ଦୀ ଥିବା ୫୮୦୦ କଏଦୀଙ୍କୁ ମୁକ୍ତ କରିପାରନ୍ତି ପଞ୍ଜାବ ସରକାର

ଚଣ୍ଡିଗଡ଼,୧୮।୩: ଦିନକୁ ଦିନ ଦେଶରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୧୫୨ ଛୁଇଁଥିବା ବେଳେ ପଞ୍ଜାବରେ ଗୋଟିଏ…

6 years ago

କରୋନା କଟକଣା: ନିରାଡମ୍ବର ଭାବେ ପାଳନ ହେବ ପାଣ୍ଡବଘାଟ ବାରୁଣୀ ଯାତ୍ରା

ବାହାନଗା,୧୮।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାରେ କରୋନା ଭାଇରସ୍‌କୁ ଦୃଷ୍ଟିରେ ରଖି କଟକଣା ଜାରି କରାଯାଇଛି। ଫଳରେ ଚଳିତ ବର୍ଷ ହେବାକୁ ଥିବା ପାଣ୍ଡବ ଘାଟ ବାରୁଣୀ ଯାତ୍ରା ନିରାଡମ୍ବର…

6 years ago

ବିଦେଶରୁ ଫେରିଥିବା ଭଉଣୀ ଗୀତା ମେହେଟ୍ଟାଙ୍କ ନାମକୁ ପଞ୍ଜୀକୃତ କଲେ ନବୀନ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା ସତର୍କତାମୂଳକ ପଦକ୍ଷେପସ୍ବରୂପ ରାଜ୍ୟ ସରକାରଙ୍କ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ପଞ୍ଜୀକରଣକୁ ବାଧ୍ୟତାମୂଳକ କରାଯାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଉଣୀ ଗୀତା…

6 years ago

ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହେଲେ ବିଜେଡିର ୪ ପ୍ରାର୍ଥୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବିଜେଡିର ୪ ପ୍ରାର୍ଥୀ ବୁଧବାର ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଉ କେହି ପ୍ରାର୍ଥତ୍ପତ୍ର ଦାଖଲ କରି ନ…

6 years ago

ଦୈନିକ ସାନିଟାଇଜ୍‌ ହେବ ଏଟିଏମ୍‌, ଗଫଲତି କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା ଭୂତାଣୁକୁ ପ୍ରତିରୋଧ କରିବା ନିମନ୍ତେ ଅର୍ଥ ବିଭାଗ ପକ୍ଷରୁ ବୁଧବାର ବ୍ୟାଙ୍କଗୁଡ଼ିକୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏଟିଏମ୍‌ ସାନିଟାଇଜ୍‌ ନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ…

6 years ago