ନୂଆଦିଲ୍ଲୀ,୧୬।୩(ପି.ଟି.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ମିଳିତ ଜରୁରୀ ପାଣ୍ଠି ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେଉଛି। ଏହିଭଳି ବର୍ଷା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସୋମବାର କନ୍ଧମାଳ, ନୟାଗଡ଼,…
ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍ଏସ୍): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍ ମୋଶନ ପିକ୍ଚର ପ୍ରଡ୍ୟୁସର୍ସ…
ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬…
କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର…
ଲଣ୍ଡନ,୧୬।୩: ବ୍ରିଟେନରେ କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚତ୍ଥିବାବେଳେ ୧୧୪୦ ଜଣ ସଂକ୍ରମିତ ହୋଇଛନ୍ତି। ରାଣୀ ଏଲିଜାବେଥ୍ ଦ୍ୱିତୀୟ ଓ ପ୍ରିନ୍ସ ଫିଲିପଙ୍କୁ କ୍ୱାରାଣ୍ଟାଇନରେ ରଖିବା…
ନୂଆଦିଲ୍ଲୀ,୧୬।୩(ପି.ଟି.): ମହାରାଷ୍ଟ୍ରରେ ୧୨ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚତ୍ଛି। ମହାରାଷ୍ଟ୍ରରେ ସର୍ବାଧିକ ୩୨ କରୋନା ରୋଗୀ…
ମାଡ୍ରିଡ୍,୧୬।୩ : ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ହାର କମିଥିବାବେଳେ ୟୁରୋପୀୟ ଦେଶଗୁଡ଼ିକରେ ଏହା ଦ୍ରୁତବେଗରେ ମାଡିଚାଲିଛି। ସ୍ପେନ୍ରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୦୦ ନୂଆ…
ଦୋହା,୧୬।୩: ଜମ୍ମୁ-କଶ୍ମୀରରୁ ଭାରତୀୟ ସେନା ହଟିଯାଉ ବୋଲି ସେଠାକାର ଯୁବପିଢ଼ି ଚାହାନ୍ତି। କଶ୍ମୀରର ୯୦%ରୁ ଊର୍ଦ୍ଧ୍ୱ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉପତ୍ୟକାରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର…